-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||     

HOME   ଜିଲ୍ଲା

ସିନାପାଲି ରଥଯାତ୍ରାରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼; ମହିଳା ଟାଣିଲେ ଦେବଦଳନ ରଥ

28-Jun-2025



ନୂଆଁପଡ଼ା/ସିନାପାଲି(ପରମେଶ୍ଵର ମେହେର)■ ଅଣସର ସାରି ଗତକାଲି ଶ୍ରୀଜିଉଙ୍କ ନବଯୌବନ ଦର୍ଶନ ପରେ ଆଜି ସିନାପାଲିରେ ଶାନ୍ତିଶୃଙ୍ଖଳାରେ ରଥଯାତ୍ରା ଅନୁଷ୍ଠିତ ହୋଇଛି l  ରଥରେ ମହାପ୍ରଭୁଙ୍କ ଦର୍ଶନ ସହ ରଥ ଟାଣିବାକୁ ଆଖପାଖ ଅଂଚଳ ତଥା ପଡ଼ୋଶୀ ଛତିଶଗଡ଼ ଅଂଚଳରୁ ଆସିଥିବା ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା l ଶୁକ୍ରବାର ସକାଳୁ ରୀତିନୀତି ଅନୁଯାୟୀ ସ୍ଥାନୀୟ ଜଗନ୍ନାଥ ମନ୍ଦିରରେ ପୂଜାପାଠ କରାଯିବା ପରେ ଅପରାହ୍ଣରେ ଶ୍ରୀଜିଉଙ୍କ ପହଣ୍ତି

ବିଜେ ପରେ ଡ.ବିକାଶ ମେହେରଙ୍କ ଦ୍ୱାରା ତିନି ରଥରେ ଛେରାପହରା କରାଯାଇ ରଥଟଣା ଯାଇଥିଲା l ରଥଯାତ୍ରାରେ ପାରମ୍ପରିକ ସଂପ୍ରଦା, ସଂକିର୍ତ୍ତନ, ଘଣ୍ଟଦଳ ସାମିଲ ହୋଇଥିବା ବେଳେ ଶ୍ରଦ୍ଧାଳୁଙ୍କ ହରିବୋଳ, ହୁଳହୁଳିରେ ସମଗ୍ର ପରିବେଶ ଜଗନ୍ନାଥମୟ ହୋଇଥିଲା l ଏଠିକାର ପରମ୍ପରା ଅନୁସାରେ ମାଁ ସୁଭଦ୍ରାଙ୍କ ଦେବଦଳନ ରଥକୁ ଟାଣିବାକୁ  ମହିଳା ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା ା ସୂଚନାଯୋଗ୍ଯ ଯେ ପୁରୀ ଗଜପତିଙ୍କ ଦ୍ୱାରା ସିନାପାଲିରେ ଭବ୍ଯ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଦିନ ଠାରୁ ଏଠାରେ ଆକର୍ଷଣୀୟ ତିନୋଟି ରଥ ଟଣା ଯିବା ସହ ଶ୍ରୀକ୍ଷେତ୍ରର ରୀତିନୀତି ଅନୁଯାୟୀ ଶ୍ରୀଜିଉଙ୍କ ସମସ୍ତ କାର୍ଯ୍ଯ ସଂପନ୍ନ କରାଯାଇ ଆସୁଛି l ରଥଯାତ୍ରାରେ ପ୍ରବଳ ଭିଡ଼କୁ ଦେଖି ମନ୍ଦିର କମିଟି ଏବଂ ସେଚ୍ଛାସେବୀଙ୍କ ତରଫରୁ ବିଭିନ୍ନ ସ୍ଥାନରେ ପାନୀୟ ଜଳ, ପ୍ରାଥମିକ ଚିକିତ୍ସା ଆଦିର ବ୍ଯବସ୍ଥା କରାଯାଇଥିଲା l  ଏଥିସହ ଏହି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣ ପଡ଼ା, ପତିଏଲପଡ଼ା, ସାଗୁନଭାଡ଼ି, ହାତୀବନ୍ଧା, ସିଙ୍ଗଝର, କେନ୍ଦୁମୁଣ୍ତା, ଚଳନା, ଗୋର୍ଲା, ଟିମନପୁର, ଜାମଗାଁ, ଗଣ୍ତାବାହାଳି, ବରଗାଁ, ଗମ୍ଭାରିଗୁଡ଼ା, ଅରସାପଡ଼ା ଆଦି ଗ୍ରାମରେ ମଧ୍ଯ ଶୃଙ୍ଖଳାର ସହ ରଥଯାତ୍ରା ସଂପନ୍ନ ହୋଇଥିବା ଜଣାପଡ଼ିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026

You Might Also Like