-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||     

HOME   ଜିଲ୍ଲା

ଗାଈ ଉପରକୁ କାର ଚଢାଇ ଦେଲେ ଉଦ୍ୟୋଗପତିଙ୍କ ପୁଅ

29-Jun-2025



କଣ୍ଟାବାଞ୍ଜି(ମୋହନ ସୁନା ): ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ରୁ ତୁରେକେଲା ଯିବା ରାସ୍ତା ଦାବ୍ରୀ ଗାଁ ନିକଟରେ ଏକ କାର ଦୁଇ ଗାଈଙ୍କୁ ଧକ୍କା ଦେବା ଫଳରେ  ଗୋଟିଏ ଗାଈର ମୃତ୍ୟୁ ହୋଇ ଥିବା ବେଳେ ଗୋଟିଏ ଗାଈ ରକ୍ତାକ୍ତ ହୋଇ ରାସ୍ତା ଉପରେ ପଡି ରହିଥିଲା। ଖବର ଅନୁସାରେ କଣ୍ଟାବାଞ୍ଜି ସହର ସହରର ଜଣେ ଅଣଓଡ଼ିଆ ଉଦ୍ୟୋଗପତି ବାପାର ପୁଅ ନାଗପୁର ଯାଇ କାର ଯୋଗେ ତାଙ୍କ ପରିବାରକୁ ନେଇ ଫେରୁ ଥିବା ବେଳେ ଅନ୍ୟ ଏକ କାରକୁ ଓଭରଟେକ୍ କରିବା ପାଇଁ ଦ୍ରୁତ ଗତିରେ  କାର ଚଲାଇ ଯାଉଥିବା ବେଳେ  ଦାବ୍ରୀ ଗାଁ ନିକରେ ଦୁଇ ଗାଈ ଉପରକୁ ଚଢାଇ ଦେଇଥିଲେ। ଯାହାଫଳ ର ଗୋଟିଏ ଗାଈ ର ଘଟଣାସ୍ଥଳରେ ମୃତ୍ୟୁ ମଧ୍ଯ ହୋଇ ଯାଇଥିଲା। କାର ଏତେ ଦ୍ରୁତ ଗତିରେ ଥିଲା ଯେ ଗାଈ ଧକ୍କା ଦେବା ବେଳେ କାର ଭିତରେ ଥିବା ମହିଳାଙ୍କ ଦାନ୍ତ ମଧ୍ଯ ଭାଙ୍ଗି ଯାଇଥିବା ଶୁଣିବାକୁ ମିଳୁଛି। ଉଦ୍ୟୋଗପତି ବାପା ର ପୁଅ ଦୁଇ ଟି ଗାଈ ଉପରେ କାର ଚଢ଼ାଇ ଦେଇ ସେଠାରୁ ଚମ୍ପଟ ମାରିଥିଲା। ଅନ୍ୟପକ୍ଷରେ କାର ଚାଳକ ହେଉଛନ୍ତି କଣ୍ଟାବାଞ୍ଜି ସହରର ଜଣେ ଉଦୋଗପତି ବାପା ଙ୍କ ପୁଅ ସେଥିପାଇଁ ଏହି ଘଟଣା ଜାଣିଥିବା ବ୍ଯକ୍ତି ଙ୍କୁ ଘଟଣା ଚାପି ଦେବାକୁ ତାଙ୍କ ଉଦୋଗପତି ବାପା ଚାପ ପ୍ରୟୋଗ କରୁଥିବା ଜଣାପଡିଛି। ଅନ୍ୟପକ୍ଷ ରେ ଗୁରୁତର ଗାଈ କୁ ସାଇ ଭାଇ ସୋସିଆଲ ୱାର୍କର ଅନୁଷ୍ଠାନର ପ୍ରତିଷ୍ଠାତା ରାଜେନ୍ଦ୍ର ଦୀପ ଚିକିତ୍ସ। ପାଇଁ ନେଇ ଥିବା ଜଣାପଡିଛି। ଜାଣିଶୁଣି ଗାଈଙ୍କ ଉପରେ କାର ଚଢ଼ାଉ ଥିବା ବ୍ୟକ୍ତିଙ୍କ ବିରୋଧରେ ପ୍ରଶାସନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ଶ୍ରୀ ଦୀପ ଦାବୀ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026

You Might Also Like