-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||     

HOME   ରାଜ୍ୟ

ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ମହାସଭା ସ୍ମରଣିକା କମିଟି ଗଠିତ

29-Jun-2025



ବଲାଙ୍ଗିର(ଦେବାଶିଷ ବହିଦାର)- ଆଜି ସ୍ଥାନୀୟ ନୃସିଂହ ମନ୍ଦିର ଠାରେ ଥିବା ବ୍ରାହ୍ମଣ ମହାସଭାର କାର୍ଯ୍ୟାଳୟ ଠାରେ ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ମହାସଭା ତରଫରୁ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ବ୍ରାହ୍ମଣ ମହାସଭାର ସଭାପତି ଗୋପବନ୍ଧୁ ପୁରୋହିତଙ୍କ ଆବାହକତ୍ୱ ଏକ ସଭା ହୋଇଯାଇଛି । ଏଥିରେ ବ୍ରାହ୍ମଣ ସମାଜର ବିଭିନ୍ନ ଦିଗ ଉପରେ ଆଲୋଚନା ତଥା ବିଚାର ହୋଇଥିଲା । ସର୍ବୋପରି ଏକ ସ୍ମରଣିକା ପ୍ରକାଶ ପାଇଁ ସ୍ଥିର ହୋଇଥିଲା । ଏଥିରେ ବ୍ରାହ୍ମଣ ସମାଜର ବିଭିନ୍ନ ଲେଖା ଓ ଫଟୋ ପ୍ରକାଶ ହେବା ସଙ୍ଗେ ସଙ୍ଗେ ଆଗାମୀ ପିଢି ପାଇଁ ଏକ ଦୃଷ୍ଟାନ୍ତ ହୋଇ ରହିବ । ଏହି ସଭାରେ ସଭାପତି ଶ୍ରୀ ପୁରୋହିତ ଙ୍କ ଅନୁମୋଦନ କ୍ରମେ ଏକ ସ୍ମରଣିକା କମିଟି ଗଠନ କରାଗଲା । ଏଥିରେ ବିଭିନ୍ନ ସବ କମିଟି ମିଶି ସ୍ମରଣିକା ପ୍ରକାଶ ପାଇଁ କାମ କରିବେ । ସ୍ମରଣିକା କମିଟିରେ ଅଧ୍ୟକ୍ଷ ଭାବେ ପ୍ରଭାକର ମିଶ୍ରଙ୍କୁ ଦାୟିତ୍ୱ ଦିଆ ଗଲା । ବାଳକୃଷ୍ଣ ଷଡଙ୍ଗିଙ୍କୁ କମିଟିର ଆବାହକ ଭାବେ ମନୋନିତ କରାଗଲା । ସେହି ପରି ବିଜ୍ଞାପନ କମିଟିରେ ବାଳକୃଷ୍ଣ ଷଡଙ୍ଗି, ଗୌର ଚରଣ ପୁରୋହିତ, ନରେନ୍ଦ୍ର ଆଚାର୍ଯ୍ୟ, ସଂକିର୍ତ୍ତନ ତ୍ରିପାଠୀ, ପ୍ରଭୁଦତ୍ତ ଶତପଥି, ସର୍ଜନ ଆଚାର୍ଯ୍ୟ ଓ ରାଜେଶ ପଣ୍ଡା, ପ୍ରବନ୍ଧ ଓ ଲେଖା ସଂଗ୍ରହ କମିଟି ରେ ପ୍ରଭୁଦତ୍ତ ଶତପଥି, ଶିବ ଶଙ୍କର ଖୁଆସ, ଲକ୍ଷ୍ମୀପ୍ରସାଦ ଚାନ୍ଦ, କସ୍ତୁରୀ ରଥ, ରଞ୍ଜିତା ପାଣିଗ୍ରାହୀ, ଶିବ ନାରାୟଣ ରଥ, ପୁରୋଷତ୍ତମ ପଣ୍ଡା ଓ ଜଗନ୍ନାଥ ଷଡଙ୍ଗି, ସମ୍ପାଦନା ଓ ମୁଦ୍ରଣ କମିଟିରେ ପର୍ଶୁରାମ ନାୟକ, ସଂକିର୍ତ୍ତନ ତ୍ରପାଠୀ, କିଶୋର ପୁରୋହିତ, ଶ୍ୟାମ ସୁ୍‌ଦର ଦାଶ ଓ ପ୍ରଭୁଦତ୍ତ ଶତପଥି, ସଂଶୋଧନ କମିଟିରେ ଶ୍ୟାମ ସୁନ୍ଦର ଦାଶ, କିଶୋର ପୁରୋହିତ, ଶୁଭେନ୍ଦୁ ନେପାକ, ଲକ୍ଷ୍ମୀ ପ୍ରସାଦ ଚାନ୍ଦ, ପ୍ରଭାକର ମିଶ୍ର ଓ ଶ୍ରୀବାଳକୃଷ୍ଣ ଷଡଙ୍ଗି, ଉପଦେଷ୍ଟା କମିଟି ରେ ନିଳମଣି ମିଶ୍ର, ସତ୍ୟବନ୍ତ ବେଦବାକ୍‌, ପଣ୍ଡିତ ଗିରିଧାରି ଶତପଥି, ଗୋପବନ୍ଧୁ ପୁରୋହିତ, ଜୟରାମ ମିଶ୍ର ଓ ପର୍ଶୁରାମ ନାଏକ ଓ ସେହିପରି ନିମନ୍ତ୍ରଣ ଓ ଅଭ୍ୟର୍ଥନା କମିଟିରେ ପ୍ରଭାକର ମିଶ୍ର, ଗୋପବନ୍ଧୁ ପୁରୋହିତ, ନରେନ୍ଦ୍ର ଆଚାର୍ଯ୍ୟ, କସ୍ତୁରୀ ରଥ ଓ ରଞ୍ଜିତା ପାଣିଗ୍ରାହୀ ଙ୍କୁ ଦାୟିତ୍ୱ ଦିଆଗଲା । ଶେଷରେ ଶ୍ୟାମ ସୁନ୍ଦର ଦାଶ ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026

You Might Also Like