-+91-9937148622 |

prerana_bgr@rediffmail.com |

  Sunday 31st May 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲିଯାତ୍ରା ତଳ ପଡିଆରେ ପ୍ରେମୀ ଯୁଗଳଙ୍କ ଭିଡ ପଡ଼ିଆରେ ଯୁବତୀଙ୍କୁ ଅସଦାଚରଣ ଉଦ୍ୟମ   (31-May-2026)       ||      ଯୁବୋଦୟ ଭିକ୍ଟର ୨୦୨୬♦️ +୨ବିଜ୍ଞାନରେ ୯୦ ପ୍ରତିଶତ ରୁ ଉର୍ଦ୍ଧ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (30-May-2026)       ||      ପ୍ରେମ ପାଇଁ ଯୁବକ ଉପରେ ଚଢ଼ାଇ ଦେଲେ ଥାର ଗାଡି|   (30-May-2026)       ||      ନିର୍ମାଣ ସଂସ୍ଥା ବସ ଧକ୍କାରେ ଯୁବତୀ ମୃତ   (30-May-2026)       ||      ମୈଦଳପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ   (30-May-2026)       ||      ନର୍ଲା ପି,ଏସ,ଡିଗ୍ରୀ କଲେଜ ଇଂରାଜୀ ଅଧ୍ୟାପିକା ବାସନ୍ତୀ ସାହୁ ଓ ବରିଷ୍ଟ କିରାଣୀ ସନ୍ତୋଷ ନାଏକଙ୍କୁ ଭାବବିହୋଲ ବିଦାୟକାଳୀନ ସମ୍ବର୍ଦ୍ଧନା   (30-May-2026)       ||      ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ପାଳିତ    (30-May-2026)       ||      ବିନା ସୂଚନା ଫଳକ ରେ ଚାଲିଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ   (30-May-2026)       ||      ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ   (30-May-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (30-May-2026)       ||      କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ   (30-May-2026)       ||      ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ! ଘଟଣା ଦିନ ରାଜ୍ୟ ବାହାରେ ଥାଇ ଵି ସେହି ଘଟଣାରେ ସାମ୍ବାଦିକଙ୍କୁ ଦୋଷୀ କରାଗଲା ♦️ ନିର୍ଦ୍ଦୋଷକୁ ଗିରଫ ନେଇ ସାମ୍ୱାଦିକ ସଂଘର କ୍ଷୋଭ   (30-May-2026)       ||      ନର୍ଲା ଡିଗ୍ରୀ କଲେଜ ଅଧ୍ୟାପିକା ବାସନ୍ତୀ ସାହୁ ବରିଷ୍ଟ କିରାଣୀ ସନ୍ତୋଷ ନାଏକ ଙ୍କୁ ବିଦାୟାଳୀନ ସମର୍ଦ୍ଧନା   (30-May-2026)       ||      ରତାଖଣ୍ଡି-ଆଟଗାଁ ରାସ୍ତାର ତେଲନଦୀରେ ନିର୍ମାଣହେବ ଉଚ୍ଚକ୍ଷମତାସମ୍ପନ୍ନ ପୋଲ   (30-May-2026)       ||      ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (29-May-2026)       ||      ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (29-May-2026)       ||      ବରପାଲି ସାମ୍ୱାଦିକ ସଂଘ ପକ୍ଷରୁ କର୍କଟ ରୋଗର ସଚେତନତା ଶିବିର ଅନୁଷ୍ଠିତ,   (29-May-2026)       ||      ବିନାସୂଚନା ଫଳକ ରେ ଚାଲିଛି ଚେକଡେମ କାମ    (29-May-2026)       ||      ଖାଦ୍ୟ ନ ପାଇ କଟକ ନୂଆବଜ଼ାର କୁଷ୍ଠ ରୋଗୀ ଧାରଣାରେ ବସିଲେ ।   (29-May-2026)       ||      *ସ୍ୱାମୀ ବିବେକାନନ୍ଦ କଲେଜ ବରପାଲିରେ ସମ୍ବର୍ଦ୍ଧନା ଉତ୍ସବ ଉଦଯାପିତ*   (29-May-2026)       ||     

HOME   ଜିଲ୍ଲା

ରାଣୀପୁର ଝରିଆଲ ପାଇଁ ହେବାକୁ ଥିବା ଉନ୍ନତି ମୂଳକ କାର୍ଯ୍ୟର ସମ୍ପୁର୍ଣ୍ଣ ବିବରଣୀ ଉପସ୍ଥାପନା କୁ ନେଇ ଆଲୋଚନା 

06-Jul-2025



ରିପୋର୍ଟ: ଅନୀଲ କୁମାର ତ୍ରିପାଠୀ

ବଲାଙ୍ଗୀର ଜିଲ୍ଲାର ସର୍ବପ୍ରାଚୀନ ଐତିହାସିକ ଧରୋହର ରାଣୀପୁର ଝରିଆଲ କୁ ପୁଣି ଥରେ ତା ଗୌରବ ଫେରାଇ ଆଣିବାକୁ ଡବଲ ଇଞ୍ଜିନ ସରକାର ତତ୍ପରତା ର ସହ ନେଇଛନ୍ତି। ସରକାର ଏହାକୁ ପ୍ରସାଦ ଯୋଜନା ରେ ସାମିଲ କରି ଉନ୍ନତି ଓ ବିକାଶ କରିବା ପାଇଁ ଏକ କମିଟି ଗଠନ କରାଯାଇଥିଲା। ତେବେ 
ଏହାକୁ ନେଇ ଶୁକ୍ରବାର ଓଡିଶା ପର୍ଯ୍ୟଟନ କମିଶନର ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ତାଙ୍କ କନଫରେନ୍ସ ହଲ୍ ରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଥମ ଆଭାସୀ ମାଧ୍ୟମରେ ହୋଇଥିବା ପ୍ରସ୍ତାବ ଗୁଡ଼ିକର ତିଆରି ହୋଇଥିବା ଡିପିଆର କୁ ଛାୟା ଚିତ୍ର ମାଧ୍ୟମରେ ଦେଖାଇ ତାର ରୁପରେଖ କେମିତି ହେବ ତା ଉପରେ ଦାୟୀତ୍ବ ରେ ଥିବା ଆର୍କିଟେକ ସ୍ବାଗତ ଜେନା ସମ୍ପୁର୍ଣ୍ଣ ବିବରଣୀ ଉପସ୍ଥାପନା କରିଥିଲେ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଆଭାସୀ ମାଧ୍ୟମରେ ବଲାଙ୍ଗୀର ସାଂସଦ ସଂଗିତା ସିଂହଦେଓ, ବଲାଙ୍ଗୀର ଜିଲ୍ଲାପାଳ ଗୌରବ ଶୀବାଜୀ ଇସଲଓ୍ବାର, ଉପଜିଲ୍ଲାପାଳ ରେହାନ ଖେତ୍ରୀ, ବିଡ଼ିଓ ବାସନ୍ତୀ ସେଠୀ ଙ୍କ ସହ ବହୁ ପ୍ରଶାସନିକ ଅଧିକାରୀ ଥିଲେ। ସେହିପରି ଭାବେ ଓଡିଶା ପର୍ଯ୍ୟଟନ ବିଭାଗ ର କନଫରେନ୍ସ ହଲ୍ ରେ କମିଶନର ଙ୍କ ସହ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ରାଣୀପୁର ଝରିଆଲ ମନ୍ଦିର ଟ୍ରଷ୍ଟ କମିଟିର ଆବାହକ ଅନିଲ କୁମାର ତ୍ରିପାଠୀ, ଝରିଆଲ ସରପଞ୍ଚ ଭରଦ୍ୱାଜ ଗହୀର, ସିନ୍ଧେକେଲା ସମିତି ସଭ୍ୟ ଭୋଲାନାଥ ବେହେରା, ଅଳଣ୍ଡା ପଞ୍ଚାୟତ ପୂର୍ବ ସରପଞ୍ଚ ଅର୍ଜୁନ ଯାଦବ, ହେମନ୍ତ ସାହୁ, ସୁଶାନ୍ତ ଥନାପତୀ, କଣ୍ଟାବାଞ୍ଜି ବଜରଙ୍ଗ ଦଳର ସଭାପତି ରାକେଶ ବେହେରା, ରମେଶ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। 
ଫଟୋ ମେଳରେ ଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲିଯାତ୍ରା ତଳ ପଡିଆରେ ପ୍ରେମୀ ଯୁଗଳଙ୍କ ଭିଡ ପଡ଼ିଆରେ ଯୁବତୀଙ୍କୁ ଅସଦାଚରଣ ଉଦ୍ୟମ   31-May-2026
  ଜିଲ୍ଲା  
ଯୁବୋଦୟ ଭିକ୍ଟର ୨୦୨୬♦️ +୨ବିଜ୍ଞାନରେ ୯୦ ପ୍ରତିଶତ ରୁ ଉର୍ଦ୍ଧ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   30-May-2026
  ଜିଲ୍ଲା  
ପ୍ରେମ ପାଇଁ ଯୁବକ ଉପରେ ଚଢ଼ାଇ ଦେଲେ ଥାର ଗାଡି|   30-May-2026
  ଜିଲ୍ଲା  
ନିର୍ମାଣ ସଂସ୍ଥା ବସ ଧକ୍କାରେ ଯୁବତୀ ମୃତ   30-May-2026
  ଜିଲ୍ଲା  
ମୈଦଳପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ   30-May-2026
  ଜିଲ୍ଲା  
ନର୍ଲା ପି,ଏସ,ଡିଗ୍ରୀ କଲେଜ ଇଂରାଜୀ ଅଧ୍ୟାପିକା ବାସନ୍ତୀ ସାହୁ ଓ ବରିଷ୍ଟ କିରାଣୀ ସନ୍ତୋଷ ନାଏକଙ୍କୁ ଭାବବିହୋଲ ବିଦାୟକାଳୀନ ସମ୍ବର୍ଦ୍ଧନା   30-May-2026
  ଜିଲ୍ଲା  
ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ପାଳିତ   30-May-2026
  ଜିଲ୍ଲା  
ବିନା ସୂଚନା ଫଳକ ରେ ଚାଲିଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ   30-May-2026
  ଜିଲ୍ଲା  
ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ   30-May-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   30-May-2026
  ଜିଲ୍ଲା  
କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ   30-May-2026
  ଜିଲ୍ଲା  
ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ! ଘଟଣା ଦିନ ରାଜ୍ୟ ବାହାରେ ଥାଇ ଵି ସେହି ଘଟଣାରେ ସାମ୍ବାଦିକଙ୍କୁ ଦୋଷୀ କରାଗଲା ♦️ ନିର୍ଦ୍ଦୋଷକୁ ଗିରଫ ନେଇ ସାମ୍ୱାଦିକ ସଂଘର କ୍ଷୋଭ   30-May-2026

You Might Also Like