-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଜିଲ୍ଲା

ଛତୁଆ ବଣ୍ଟନରେ ବିଳମ୍ବ,ମହିଳାଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି

06-Jul-2025



ଡୁଙ୍ଗୁରିପାଲି:  ଶିଶୁ, ପ୍ରସୂତୀ, ଗର୍ଭବତୀ ଏବଂ କିଶୋରୀ ବାଳିକାମାନଙ୍କ ସ୍ବାସ୍ଥ୍ୟ ପାଇଁ ସରକାର ବିଭିନ୍ନ ଯୋଜନା କରିଛନ୍ତି। ସେଥୁମଧ୍ଯରେ ମହିଳା ଶିଶୁ ବିକାଶ ମାଧ୍ୟମରେ ଛତୁଆ, ଚଣା, ମୁଢି, ଖଜୁରୀ ପ୍ରଦାନ କରାଯାଇଥାଏ। ଏଥିପାଇଁ ପ୍ରସାଶନ ପକ୍ଷରୁ ଏକ ସୂୟଂସହାୟକ ଗୋଷ୍ଠୀକୁ ଦାୟିତ୍ବ ପ୍ରଦାନ କରାଯାଇଛି। ପୂର୍ବର ଗୋଷ୍ଠୀମାନଙ୍କୁ ବାଦ ଦେଇ ସରକାର ବଦଳିବା ପରେ ନୁତନ ଗୋଷ୍ଠୀଙ୍କୁ ଏହି ଦାୟିତ୍ୱ ପ୍ରଦାନ କରାଯାଇଛି। ଏହି ବ୍ଲକରେ ଆଜି ପର୍ଯ୍ୟନ୍ତ ସଠିକ ଭାବରେ ଏହା ବଣ୍ଟନ କରାଯାଇନଥିବା ଅଭିଯୋଗ ହୋଇଛି। ପ୍ରତ୍ୟେକ ମାସ ୨୩ ତାରିଖରେ ଛତୁଆ ପ୍ରସ୍ତୁତି ପାଇଁ ମିଶ୍ରଣ କରାଯାଇଥାଏ। ଉକ୍ତ ଛତୁଆ ପ୍ରତ୍ୟେକ ମାସର ପ୍ରଥମ ସପ୍ତାହରେ ବଣ୍ଟନ କାର୍ଯ୍ୟ ସମାପ୍ତ ହୋଇଥାଏ। ଚାରିଦିନ ପରେ ଦୁଇ ମାସ ହେବ ଛତୁଆରୁ ବଞ୍ଚିତ ରହିବେ। ଆହୁରି ମଧ୍ୟ କେତେକ ଗ୍ରାମରେ ବଣ୍ଟନ କରାଯାଇଥିବା ଚଣା ଏବଂ ମୁଢିରେ ନିର୍ଦ୍ଧାରିତ ଓଜନଠାରୁ କମ୍ ରହିଥ‌ିବା ଅଭିଯୋଗ ହୋଇଛି। ଚଣାରେ ୩ଶ ଗ୍ରାମ ପାଖାପାଖ ଏବଂ ମୁଢିରେ ୨୫୦ ଗ୍ରାମ କମ୍ ରହୁଥ‌ିବା ମଧ୍ଯ ଅଭିଯୋଗ ହୋଇଅଛି। ଏ ସଂପର୍କରେ ବିଡିଓ ଏବଂ ସ୍ଥାନୀୟ ମହିଳା ଶିଶୁ ବିକାଶ ବିଭାଗର ଅଧିକାରୀ ମାନଙ୍କୁ ପଚାରିବାରୁ ନୂତନ ଭାବେ ଏକ ଏସଏଚଜି ଦାୟିତ୍ଵ ନେଇଥିବାରୁ ଏଭଳି ହୋଇଅଛି। ପରେ ଏହା ସୁଧୁରି ଯିବ ବୋଲି କହିଥିଲେ। ପ୍ରଶାସନ ଅନଭିଜ୍ଞ ଏସଏଚଜି ହାତରେ ଏଭଳି ଏକ ଗୁରୁତ୍ବପୂର୍ଣ୍ଣ ଯୋଗାଣ ଟେକି ଦେବା ଦ୍ଵାରା ଏଭଳି ଅଭାବନୀୟ ପରିସ୍ଥିତି ସୃଷ୍ଟି ହେଉଥିବା ଅଭିଯୋଗ ହେଉଛି। ଉକ୍ତ ଏସଏଚଜି ବନ୍ଧପାଲି ଗ୍ରାମର ହୋଇଥିବା ବେଳେ ଏ ସଂପର୍କରେ ସେଠାକାର ସରପଞ୍ଚଙ୍କୁ ପଚାରିବାରୁ ଭକ୍ତ ଏସଏଚଜି ମୋ ସ୍ତ୍ରୀଙ୍କ ନାଁରେ ଅଭିଯୋଗ ଅଣାଯାଇଛି । ଆମେ ପ୍ରଥମ ହୋଇ ଏହି କାମ କରୁଥିବାରୁ ବିଳମ୍ବ ହୋଇଛି। ସାମାନ ସବୁ ଅଛି। ବଣ୍ଟନରେ ବିଳମ୍ବ ହେବା କଥା ସ୍ୱୀକାର କରିଥିଲେ l ଓଜନ ବାବଦରେ କେତେ ରହିବ ସେ ଠିକ ଭାବରେ ଜାଣି ନଥିବାରୁ ଏଭଳି ହୋଇଅଛି ବୋଲି କହିଥିଲେ। ପରବର୍ତ୍ତି ସମୟରେ ଠିକ୍ ଭାବରେ ବଣ୍ଟନ କରାଯିବ ବୋଲି ସେ ତାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like