-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||     

HOME   ଜିଲ୍ଲା

୭୬ତମ ବନ ମହୋତ୍ସବ ପାଳନ

06-Jul-2025



(ଚିନ୍ତା ମଣି ନେତାମ)
ସରକାର ଙ୍କ ନିର୍ଦ୍ଦେଶ କ୍ରମେ ବନ ବିଭାଗ ପ୍ରତିବର୍ଷ ଜୁଲାଇ ପହିଲା ରୁ ଏକ ସପ୍ତାହ ବ୍ୟାପି ବନ ମହୋତ୍ସବ ପାଳନ କରି ଆସୁଛି। ଚଳିତ ବର୍ଷ ମଧ୍ୟ ୭୬ ତମ ବନ ମହୋତ୍ସବ ପାଳନ କରାଯାଉଛି। ହେଲେ ଏହା ବନ ମହୋତ୍ସବ ନୁହେଁ ବରଂ ମାନବ ସମାଜ ପାଇଁ ଦୀର୍ଘ ଜିବୀ ହେବାର ମହୋତ୍ସବ ହେବା ଜରୁରୀ ବୋଲି  କହିବା ସହ ଯେଭଳି ଭାବରେ ଜଙ୍ଗଲ ଧ୍ଵଂସ ହେଉଛି ଭବିଷ୍ୟତ ପିଢ଼ି ପାଇଁ ବିପଦ ରହିଛି। ତେଣୁ ଏବେଠାରୁ ଜଙ୍ଗଲ ସୁରକ୍ଷା, ନୂତନ ବନୀକରଣ, ଜଙ୍ଗଲ କୁ ନିଆଁ ଦାଉରୁ ରକ୍ଷା କରିବା ସାଙ୍ଗକୁ ସବୁଜ ସୁନ୍ଦର ପରିବେଶ ସୃଷ୍ଟି କରିବା ପାଇଁ ସିନାପାଲି ରେଞ୍ଜ ଅଧୀନ ମୁଣ୍ଡାପଲା ଗ୍ରାମଠାରେ ଆୟୋଜିତ ବନ ମହୋତ୍ସବ ଓ ସାମୁହିକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରେ ଅତିଥି ମାନେ ମତ ପୋଷଣ କରିଥିଲେ। ଏହି ଅବସର ରେ ଜନ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବରେ ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହି, ବିଶିଷ୍ଟ ଅତିଥି ଖଡିଆଳ ବନଖଣ୍ଡ ଅଧିକାରୀ ମହମ୍ମଦ ଅଜିଜ ଖାନ, ଏସିଏଫ ପ୍ରସନ୍ନଜିତ ନାୟକ,ନୂଆପଡ଼ା ଜିଲ୍ଲା ପୁର୍ବତନ ବିଜେପି ସଭାପତି ଶିବ ପ୍ରସାଦ ମୁଣ୍ଡ, ସ୍ଥାନୀୟ ସରପଞ୍ଚ କୌଶଲ୍ୟା ମେହେର, ସମାଜ ସେବୀ ତ୍ରିନାଥ ମେହେର, ଗୋପାଳ ଭୋଇ, ଗଣ୍ଡାବାହଲି ହାଇ ସ୍କୁଲ ପ୍ରଧାନ ଶିକ୍ଷକ ଜଗନ୍ନାଥ ସେଠି, ବିଜ୍ଞାନ ଶିକ୍ଷକ କୈଳାସ ଚନ୍ଦ୍ର ଦାସ, ସିନାପାଲି ରେଞ୍ଜର କାମେଶ୍ୱର ତାଣ୍ଡି ପ୍ରମୁଖ ମଞ୍ଚାସିନ ରହି ବନ ମହୋତ୍ସବ ପାଳନ ର ଉଦ୍ଦେଶ୍ୟ ଓ ବୃକ୍ଷ ରୋପଣ ର ମହତ୍ତ୍ଵ ଉପରେ ଆଲୋକପାତ କରିଥିଲେ। ପରେ ବନ ମହୋତ୍ସବ ଅବସର ରେ ଆୟୋଜିତ କୁଇଜ, ବକୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀ ଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ। ପରେ ସ୍ଥାନୀୟ ମୁଣ୍ଡାପଲା ଗ୍ରାମର କାନ୍ଦୁଲ ଡଙ୍ଗରୀ ପାହାଡ ରେ ସାମୁହିକ ବୃକ୍ଷ ରୋପଣ କରଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ଫରେଷ୍ଟର ପୂର୍ଣ୍ଣଚନ୍ଦ୍ର ନାୟକ, ରଞ୍ଜନ ସାହୁ, ମେଘନାଦ ମାଝି, କନ୍ଦର୍ପ ସୁନାନୀ, ଚୁଡ଼ାନାଥ ସରାଫ, ରମା ରଞ୍ଜନ ରାଉତ, ଫରେଷ୍ଟ ଗାର୍ଡ ମନୋଜ ବାଗ, ସଂଗ୍ରାମ ପ୍ରଧାନ, ଶରତ ସିଂ ବାରିକ, ରୁକ୍ମଣ ମାଝି, ହେମନ୍ତ ସୁନା, ଚିନ୍ମୟୀ ପାତ୍ର, ଖୁଲେଶ୍ଵରି ମାଝି, ସ୍ୱାଗତିକା ଦାସ ସମେତ ବିଦ୍ୟାଳୟ ର ଛାତ୍ର ଛାତ୍ରୀ,ଅଭିଭାବକ ଜଙ୍ଗଲ ସୁରକ୍ଷା କମିଟି ସଦସ୍ୟ ଗ୍ରାମର ଜନସାଧାରଣ ସାମିଲ ରହିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026

You Might Also Like