-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବର୍ଗତ ନିରାକାର ସାହୁ ଙ୍କ ସୃତିଚ।ରଣ  ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ଜିଲ୍ଲାପାଳଙ୍କ ପରିଦର୍ଶନ ଲୋକଙ୍କ ପାଇଁ ଦିଗଦର୍ଶନ   (13-Dec-2025)       ||      *ସାର୍ବ ଜନୀନ ସ୍ଵାସ୍ଥ୍ୟ ସେବା ଦିବସ ପାଳିତ*   (13-Dec-2025)       ||      *ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘ ର ବାର୍ଷିକ କ୍ରୀଡ଼ା ଉତ୍ସବ କୁ ଉଦ୍ଘାଟନ କଲେ ଜିଲ୍ଲାପାଳ ଓ ଏସପି*-   (13-Dec-2025)       ||      ୧୦୬ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭ ସ୍ତମ୍ଭ ସ୍ଥାପିତ    (13-Dec-2025)       ||      ୧୮ ଅଧିକାରୀଙ୍କୁ ୨୦ ଲକ୍ଷର ଚୂନ: ୨ ଗିରଫ   (13-Dec-2025)       ||      ବୋଡ଼େନ କୃଷି ସମବାୟ ସମିତି ଧାନ ମଣ୍ଡି ଉଦ୍ଘାଟନ    (13-Dec-2025)       ||      ଖଇରପଦର ଆଶ୍ରମ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ l   (13-Dec-2025)       ||      କଣ୍ଟାମାଳରେ କାର୍ଯ୍ୟରତ ଠିକାଦାର ସଂଘ ଗଠିତ   (13-Dec-2025)       ||      ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   (13-Dec-2025)       ||      ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||     

HOME   ଜିଲ୍ଲା

ଶଗଡ଼ରେ ଗଲେ ବର

06-Jul-2025



ନୂଆପଡ଼ା(ପରମେଶ୍ଵର ମେହେର): ଥିଲା ଲୋକେ ଶଗଡ଼ ଗାଡ଼ିରେ ଯାତାୟାତ କରୁଥିଲେ। ବରଯାତ୍ରୀ ବି ଯାଉଥିଲେ। ଯୁଗ ବଦଳିବା ସହ ଲୋକଙ୍କ ଚାଲିଚଳଣିରେ ପରିବର୍ତ୍ତନ ହୋଇଛି। ବିବାହ ଭଳି ସାମାଜିକ କାର୍ଯ୍ୟକ୍ରମ ବ୍ୟୟବହୁଳ ହେଲାଣି। ବହୁ ଦାମୀ ଗାଡ଼ିରେ ବରଯାତ୍ରୀ ଯାଉଛନ୍ତି। ବାଣ ଫୁଟାଉଛନ୍ତି। ଏଭଳି ସମୟରେ ବିନା ଗାଡ଼ିମୋଟର, ବାଜାବାଣରେ ଶଗଡ଼ ଗାଡ଼ିରେ ବର ଯାଇଛନ୍ତି କନ୍ୟାଘରକୁ। ପରିବେଶ ପ୍ରଦୂଷଣ ରୋକିବା ଏବଂ ପୁରୁଣା ସଂସ୍କୃତି-ପରମ୍ପରା ବଞ୍ଚାଇବା ଉଦ୍ଦେଶ୍ୟରେ ନୂଆପଡ଼ା
ସହରର ସିରତୋଲ ବସ୍ତିର ଜୀବନ ଦଣ୍ଡସେନାଙ୍କ ଏଭଳି ପ୍ରୟାସ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ନୂଆପଡ଼ା ସହର ୱାର୍ଡ ନଂ.୧୨ ସିରତୋଲ ବସ୍ତର ବଣ୍ଡୁଲାଲ ଦଣ୍ଡସେନାଙ୍କ ପୁଅ ଜୀବନଙ୍କ ସହ ଛତିଶଗଡ଼ର ମହାସମୁନ୍ଦ ଜିଲ୍ଲା ଭାଲେଶ୍ଵର ଗାଁର ବଂଶୀଲାଲ ସିହ୍ନାଙ୍କ ଝିଅ ଛାୟାଙ୍କ ବିବାହ ଠିକ୍ ହୋଇ ଥିଲା। ଝିଅ ଘର ଦୂର ହୋଇଥିବାରୁ ନୂଆପଡ଼ାରେ ବିବାହ କରାଯିବାକୁ ନିଷ୍ପତ୍ତି ହୋଇଥିଲା । ଗତ ଗୁରୁବାର ଜୀବନ ଓ ଛାୟାଙ୍କcବିବାହ ସମ୍ପନ୍ନ ହୋଇଥିଲା। ରାତିରେ ସିରତୋଲରୁ ବରବେଶରେ ସଜେଇ ହୋଇ ବାହାରିଥିଲେ ଜୀବନ। କିନ୍ତୁ ବରଯାତ୍ରୀ ଶୋଭାଯାତ୍ରାରେ ନା ଥିଲା ଗାଡ଼ି ନା ରୋଷଣି।
ଏମିତି କି ବାଣ ବି ଫୁଟି ନ ଥିଲା। ବରଯାତ୍ରୀ ଦଳ ଜାତୀୟ ରାଜପଥ-୩୫୩ ଦେଇ କନ୍ୟା ଘରେ ପହଞ୍ଚିଥିଲେ। ଏଭଳି ସାଦାସିଧା ରୋଷଣିକୁ ଯିଏ ଦେଖୁଥିଲେ; ଘଡିଏ ଅଟକି ଯାଉଥିଲେ । ଅନେକ ଆଚମ୍ବିତ ମଧ୍ୟ ହେଉଥୁଲେ। ପରମ୍ପରା ଓ ସଂସ୍କୃତିକୁ ଉଜ୍ଜୀବିତ କରିବାକୁ ଉଚ୍ଚଶିକ୍ଷିତ ତଥା ସ୍ଵଚ୍ଛଳ ପରିବାରର ପୁଅ ଜୀବନଙ୍କ ଏଭଳି ପଦକ୍ଷେପକୁ ସବୁ ମହଲରେ ପ୍ରଶଂସା କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବର୍ଗତ ନିରାକାର ସାହୁ ଙ୍କ ସୃତିଚ।ରଣ  ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ଜିଲ୍ଲାପାଳଙ୍କ ପରିଦର୍ଶନ ଲୋକଙ୍କ ପାଇଁ ଦିଗଦର୍ଶନ   13-Dec-2025
  ଜିଲ୍ଲା  
*ସାର୍ବ ଜନୀନ ସ୍ଵାସ୍ଥ୍ୟ ସେବା ଦିବସ ପାଳିତ*   13-Dec-2025
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘ ର ବାର୍ଷିକ କ୍ରୀଡ଼ା ଉତ୍ସବ କୁ ଉଦ୍ଘାଟନ କଲେ ଜିଲ୍ଲାପାଳ ଓ ଏସପି*-   13-Dec-2025
  ଜିଲ୍ଲା  
୧୦୬ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭ ସ୍ତମ୍ଭ ସ୍ଥାପିତ    13-Dec-2025
  ଜିଲ୍ଲା  
୧୮ ଅଧିକାରୀଙ୍କୁ ୨୦ ଲକ୍ଷର ଚୂନ: ୨ ଗିରଫ   13-Dec-2025
  ଜିଲ୍ଲା  
ବୋଡ଼େନ କୃଷି ସମବାୟ ସମିତି ଧାନ ମଣ୍ଡି ଉଦ୍ଘାଟନ    13-Dec-2025
  ଜିଲ୍ଲା  
ଖଇରପଦର ଆଶ୍ରମ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
କଣ୍ଟାମାଳରେ କାର୍ଯ୍ୟରତ ଠିକାଦାର ସଂଘ ଗଠିତ   13-Dec-2025
  ଜିଲ୍ଲା  
ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025

You Might Also Like