-+91-9937148622 |

prerana_bgr@rediffmail.com |

  Wednesday 9th July 2025 |

| | | |

R.N.I. Regd No. ODIODI/2010/46693

Breaking News

ବାହୁଡା଼ ରଥଯାତ୍ରା ର ଅନ୍ତିମ ଦିବସରେ ଜୁଆଡ଼ି କୁ କାବୁ କଲେ ଅନନ୍ତ ବାବୁ   (09-Jul-2025)       ||      ବାହୁଡା଼ ରଥଯାତ୍ରାର ଅନ୍ତିମ ଦିବସରେ ଜୁଆଡ଼ିକୁ କାବୁ କଲେ ଅନନ୍ତ ବାବୁ    (09-Jul-2025)       ||      ଅବ୍ୟବସ୍ଥା ଘେରରେ ଧରଣୀମାଳ ଉଚ୍ଚ ବିଦ୍ୟାଳୟ, ପ୍ରଶାସନର ଦୃଷ୍ଟି କେବେ ?   (09-Jul-2025)       ||      ରଥଚକ ତଳେ ଚାପି ହୋଇ ତରଭା ଏନ୍ଏସି ଉପାଧ୍ୟକ୍ଷ ଗୁରୁତର*   (09-Jul-2025)       ||      ମ୍ୟାଲେରିଆ ଓ ଡ଼ାଇରିଆ ନିରାକରଣ ପାଇଁ ସରପଞ୍ଚ ଙ୍କ ଦ୍ୱାରା ସଚେତନତା ବୈଠକ   (09-Jul-2025)       ||      *ଡାବୁଗାଁ ରେ ଶ୍ରମିକ ସଙ୍ଗଠନର ଭାରତ ବନ୍ଦ ଡାକରା,ବିରୋଧୀ ଦଳଙ୍କ ସମର୍ଥନ*   (09-Jul-2025)       ||      ମନରେଗା ଦୁର୍ନୀତି କୁ ଚାପି ଦେବା ପାଇଁ ପ୍ରୟାସ ଜାରି   (09-Jul-2025)       ||      ଅଭିଯୁକ୍ତକୁ ଧରିବାକୁ ଯାଇ ପୋଲିସକୁ ଆକ୍ରମଣ, କଣ୍ଟାବାଞ୍ଜି ଥାନାରେ ଅଭିଯୁକ୍ତ ଅଟକ   (09-Jul-2025)       ||      ପଣ୍ଡ୍ରିଜୋର କେନ୍ଦୁପତ୍ର ଫଡ଼ି ରୁ ଲକ୍ଷାଧିକ ଟଙ୍କାର ପତ୍ର ଚୋରୀ; କଣ୍ଟାବାଞ୍ଜି ରେ ହେଲା ଠାବ   (09-Jul-2025)       ||      "ଝରିଆଲ ପଞ୍ଚାୟତ ମାହା ଦୁର୍ନୀତି": ମନରେଗା ଯୋଜନାରେ ଲକ୍ଷାଧିକ ଟଙ୍କା ହଡ଼ପ ଅଭିଯୋଗ; ବଙ୍ଗୋମୁଣ୍ଡା ବ୍ଳକ ପ୍ରଶାସନ ଦ୍ବାରସ୍ଥ ପଞ୍ଚାୟତବାସୀ,କାର୍ଯ୍ଯ ନିରପେକ୍ଷ ତଦନ୍ତ କରି କାର୍ଯ୍ୟନୁଷ୍ଠାନ ଦାବୀ    (09-Jul-2025)       ||      ବରୀରେ ବନ୍ୟା ଜଳ, ରତାଳଙ୍ଗରେ ଘାଇ ଆଶଙ୍କା   (09-Jul-2025)       ||      ବେଙ୍ଗାଳୁରୁ ସହକାର ନଗର ମନ୍ଦିରରେ ନୀଳାଦ୍ରୀ ବିଜେ ଉତ୍ସବ ଆୟୋଜନ                                        (09-Jul-2025)       ||      ଘଣ୍ଟାପଡ଼ା ଥାନାରେ ନୂଆ ସଂଶୋଧିତ ନିୟମ ଉପରେ ସଚେତନତା କାର୍ଯ୍ୟକ୍ରମ   (09-Jul-2025)       ||      ମାଓକ୍ୟାମ୍ପ ଠାବ ଓ ବିସ୍ଫୋରକ ସମଗ୍ରୀ ଜବତ   (08-Jul-2025)       ||      ମାଓକ୍ୟାମ୍ପ ଠାବ ଓ ବିସ୍ଫୋରକ ସମଗ୍ରୀ ଜବତ   (08-Jul-2025)       ||      ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ବିଭାଗର ନୂତନ ଅଧ୍ୟକ୍ଷ   (08-Jul-2025)       ||      ମନରେଗା ହୋଇଛି ଦିଗହରା: ଶ୍ରମିକ ବଦଳରେ ମେସିନ୍ କରୁଛି କାମ    (08-Jul-2025)       ||      ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ବନ ମହୋତ୍ସବ କାର୍ଯ୍ୟକ୍ରମ    (08-Jul-2025)       ||      *ସୋନପୁର ରେ ନୀଳାଦ୍ରି ବିଜେ କଲେ ଚତୁର୍ଦ୍ଧାମୂର୍ତ୍ତି*   (08-Jul-2025)       ||      ପର ଆଶ୍ରାରେ ଡୁଙ୍ଗୁରିପାଲି: ତହସିଲ କାମ ପାଇଁ ଯାଆନ୍ତି ରାମପୁର; ଶବ ବ୍ୟବଚ୍ଛେଦ ଓ ବିଦ୍ୟୁତ ପାଇଁ ବିନିକା ଭରସା   (08-Jul-2025)       ||     

HOME   ଜିଲ୍ଲା

ଗଛ ଲଗାଅ ଗୋଟିଏ, ଜୀବନ ବଞ୍ଚାଅ କୋଟିଏ 

06-Jul-2025



ଅତାବିରା(ଆକାଶ ମିଶ୍ର): ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ଲାଦରପାଲି ସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର, ମାତୃପୁରୀ ତରଫରୁ ବନମହୋତ୍ସବ  ରେଙ୍ଗାଲିପାଲି ଖେଳ ପଡିଆ  ନିକଟରେ ଅନୁଷ୍ଠିତ ହୋଇଯାଇଅଛି। 'ମା ଙ୍କ ନାମରେ ଗଛଟିଏ ୨.୦ 'କାର୍ଯ୍ୟକ୍ରମରେ ଅତାବିରା ବନବିଭାଗ ଦାୟିତ୍ୱ ରେ ଥିବା ବନପାଳ ଶ୍ରୀମତୀ ଉସେଶ୍ୱରି ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସାମାଜିକ ବନୀକରଣ ଉପରେ ଆଲୋଚନା କରିଥିଲେ। ସମ୍ମାନିତ ଅତିଥି ରୂପେ ବନପାଳ ଲୋକେଶ୍ୱର୍ ଭୋଇ ଗଛର ଉପାଦେୟତା ସମ୍ପର୍କରେ ଛାତ୍ର ଛାତ୍ରୀ ମାନଙ୍କୁ ଅନେକ ତଥ୍ୟ ପ୍ରଦାନ କରିଥିଲେ। ଅଧ୍ୟକ୍ଷ  ବବୃବାହାନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ କୃଷି ବିଭାଗୀୟ ମୁଖ୍ୟ ହେମାନନ୍ଦ ଭୋଇ, ସଭାପତି ଶେଷଦେବ ନାଏକ, ଉପସଭାପତି ଅରୁଣ କୁମାର ହୋତା, ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରଧାନ ବୃକ୍ଷର ଆବଶ୍ୟକତା ଉପରେ ଆଲୋଚନା କରିଥିଲେ l ଗିରିଜା ସାହୁଙ୍କ ପରିଚାଳନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଜ୍ଞାନ ବିଭାଗୀୟ ମୁଖ୍ୟ ରତନ ଦୀପ  'ଗଛ ଲଗାଇବା କାହିଁକି ' ଶୀର୍ଷକରେ ଆଲୋଚନା କରିଥିଲେ । ଶେଷରେ ଉପାଧ୍ୟକ୍ଷ  ଯତୀନ୍ଦ୍ର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।କାର୍ଯ୍ୟକ୍ରମ ପରିଚାଳନାରେ ଅନୁଷ୍ଠାନର ସୁନୀଲ ଖମାରୀ,ରାମଚନ୍ଦ୍ର ପ୍ରଧାନ, ଗିରିଜା ସାହୁ ଯୁଗଳ ସାହୁ,ଶ୍ରୀ ସରୋଜ କୁମାର ରଥ, ସୁଶାନ୍ତ ସେଟ୍, ମିଲନିକା ନନ୍ଦ,ମାନସ ଦାନୀ, ହରିବାଲା ଅଦାବର୍ ତଥା ଅନ୍ୟ ଶିକ୍ଷକ ଭାଇ ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାହୁଡା଼ ରଥଯାତ୍ରା ର ଅନ୍ତିମ ଦିବସରେ ଜୁଆଡ଼ି କୁ କାବୁ କଲେ ଅନନ୍ତ ବାବୁ   09-Jul-2025
  ଜିଲ୍ଲା  
ବାହୁଡା଼ ରଥଯାତ୍ରାର ଅନ୍ତିମ ଦିବସରେ ଜୁଆଡ଼ିକୁ କାବୁ କଲେ ଅନନ୍ତ ବାବୁ   09-Jul-2025
  ଜିଲ୍ଲା  
ଅବ୍ୟବସ୍ଥା ଘେରରେ ଧରଣୀମାଳ ଉଚ୍ଚ ବିଦ୍ୟାଳୟ, ପ୍ରଶାସନର ଦୃଷ୍ଟି କେବେ ?   09-Jul-2025
  ଜିଲ୍ଲା  
ରଥଚକ ତଳେ ଚାପି ହୋଇ ତରଭା ଏନ୍ଏସି ଉପାଧ୍ୟକ୍ଷ ଗୁରୁତର*   09-Jul-2025
  ଜିଲ୍ଲା  
ମ୍ୟାଲେରିଆ ଓ ଡ଼ାଇରିଆ ନିରାକରଣ ପାଇଁ ସରପଞ୍ଚ ଙ୍କ ଦ୍ୱାରା ସଚେତନତା ବୈଠକ   09-Jul-2025
  ଜିଲ୍ଲା  
*ଡାବୁଗାଁ ରେ ଶ୍ରମିକ ସଙ୍ଗଠନର ଭାରତ ବନ୍ଦ ଡାକରା,ବିରୋଧୀ ଦଳଙ୍କ ସମର୍ଥନ*   09-Jul-2025
  ଜିଲ୍ଲା  
ମନରେଗା ଦୁର୍ନୀତି କୁ ଚାପି ଦେବା ପାଇଁ ପ୍ରୟାସ ଜାରି   09-Jul-2025
  ଜିଲ୍ଲା  
ଅଭିଯୁକ୍ତକୁ ଧରିବାକୁ ଯାଇ ପୋଲିସକୁ ଆକ୍ରମଣ, କଣ୍ଟାବାଞ୍ଜି ଥାନାରେ ଅଭିଯୁକ୍ତ ଅଟକ   09-Jul-2025
  ଜିଲ୍ଲା  
ପଣ୍ଡ୍ରିଜୋର କେନ୍ଦୁପତ୍ର ଫଡ଼ି ରୁ ଲକ୍ଷାଧିକ ଟଙ୍କାର ପତ୍ର ଚୋରୀ; କଣ୍ଟାବାଞ୍ଜି ରେ ହେଲା ଠାବ   09-Jul-2025
  ଜିଲ୍ଲା  
"ଝରିଆଲ ପଞ୍ଚାୟତ ମାହା ଦୁର୍ନୀତି": ମନରେଗା ଯୋଜନାରେ ଲକ୍ଷାଧିକ ଟଙ୍କା ହଡ଼ପ ଅଭିଯୋଗ; ବଙ୍ଗୋମୁଣ୍ଡା ବ୍ଳକ ପ୍ରଶାସନ ଦ୍ବାରସ୍ଥ ପଞ୍ଚାୟତବାସୀ,କାର୍ଯ୍ଯ ନିରପେକ୍ଷ ତଦନ୍ତ କରି କାର୍ଯ୍ୟନୁଷ୍ଠାନ ଦାବୀ    09-Jul-2025
  ଜିଲ୍ଲା  
ବରୀରେ ବନ୍ୟା ଜଳ, ରତାଳଙ୍ଗରେ ଘାଇ ଆଶଙ୍କା   09-Jul-2025
  ଜିଲ୍ଲା  
ବେଙ୍ଗାଳୁରୁ ସହକାର ନଗର ମନ୍ଦିରରେ ନୀଳାଦ୍ରୀ ବିଜେ ଉତ୍ସବ ଆୟୋଜନ                                        09-Jul-2025

You Might Also Like