-+91-9937148622 |

prerana_bgr@rediffmail.com |

  Thursday 21st May 2026 |

| | | |

R.N.I. Regd No. ODIODI/2010/46693

Breaking News

+୨ ପରୀକ୍ଷାରେ ବଲାଙ୍ଗୀର ଡି ଏନ ଏ ଛାତ୍ରଛାତ୍ରୀ ଙ୍କ ବାଜିମାତ୍   (21-May-2026)       ||      ଏଥଲେଟିକ ଏସୋସିଏସନ୍ ଝାରମୁଣ୍ଡା ର ୩୫ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ   (21-May-2026)       ||      ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ    (21-May-2026)       ||      ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   (21-May-2026)       ||      ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ    (21-May-2026)       ||      ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   (21-May-2026)       ||      ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ    (21-May-2026)       ||      ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   (21-May-2026)       ||      ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   (21-May-2026)       ||      *ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   (21-May-2026)       ||      କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର    (21-May-2026)       ||      ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   (21-May-2026)       ||      ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    (21-May-2026)       ||      ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   (20-May-2026)       ||      ଜନଭାଗୀଦାରୀ ଅଭିଯାନରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ସଚେତନତା   (20-May-2026)       ||      ଅରିନ୍ଦମଙ୍କ ନାଁରେ ଏତଲା ଦେଲେ ସାମ୍ବାଦିକ   (20-May-2026)       ||      କଟକ ଜିଲ୍ଲାର ନୂତନ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଭାବେ ବିଧିବଦ୍ଧ ଭାବରେ ଦାୟିତ୍ଵ ଗ୍ରହଣ କଲେ ଶ୍ରୀମତୀ ସ୍ଵାଗତିକା ବେହେରା   (20-May-2026)       ||      ସ୍ବାବଲମ୍ବୀ କାରିଗର ସଂଘ ପକ୍ଷରୁ କଟକ ସଦର ବ୍ଲକ ଅଫିସ୍ ସମ୍ମୁଖରେ ବିକ୍ଷୋଭ   (20-May-2026)       ||      କୁକୁର କାମୁଡ଼ିବାରୁ ସାମ୍ବାଦିକ ନିଲୁ ସାହୁ ଆହତ, ଡାକ୍ତରଖାନା ପହଞ୍ଚି ଚିକିତ୍ସା କଥା ପଚାରି ବୁଝିଲେ ପ୍ରସନ୍ନ I   (20-May-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ତୁରେକେଲା ବ୍ଲକ କମିଟି ର ପରିବର୍ଦ୍ଧିତ ବୈଠକ ଅନୁଷ୍ଠିତ    (20-May-2026)       ||     

HOME   ଜିଲ୍ଲା

ଭାଙ୍ଗିରୁଜି ଗଲାଣି ଢଳେଇ ରାସ୍ତା

07-Jul-2025



ଯାଜପୁର: ଯାଜପୁର ଜିଲ୍ଲା ବରୀ ବ୍ଲକ ଭଅଁରା ପଞ୍ଚାୟତର ଭଅଁରା ଗ୍ରାମକୁ ଘେରି ରହିଛି ଦୁଇଟି ନଦୀ ଗୋଟେ ପଟେ ଖରେସ୍ରୋତା ଅନ୍ୟ ପାର୍ଶ୍ଵରେ ତନ୍ତୀଘାଇ ନଦୀ ପ୍ରବାହିତ ହେଉଛି । ଦୀର୍ଘ ବର୍ଷ ହେବଏହି ପଞ୍ଚାୟତର ୬ନମ୍ବର ୱାର୍ଡ ହନୁମାନ ଠାକୁରଙ୍କ ନିକଟରୁ ବଡ଼ବନ୍ଧ ପର୍ଯ୍ୟନ୍ତ ଯାଇଥିବା ଢଳେଇ ରାସ୍ତା ଭାଙ୍ଗି ରୁଜି ଗଲାଣି ଅଞ୍ଚଳ ବାସୀ ଅସୁବିଧା ଭୋଗୁଛନ୍ତି । ଏପରିକି ଗୋଟିଏ ବାଇଏହି ରାସ୍ତାରେ ଆସିଲେ ଆଉ ଗୋଟିଏ ବାଇକ୍ ଯିବାକଷ୍ଟକର ହୋଇପଡୁଛି। ରାସ୍ତାର ବିଭିନ୍ନ ସ୍ଥାନରେ ସ୍ଥାନ ଫାଟସୃଷ୍ଟି ହେବା ସହ ବଡ଼ ବଡ଼ ଖାଲ ମଧ୍ଯ ସୃଷ୍ଟି ହୋଇଛି । ଭଅଁରା ପଞ୍ଚାୟତର ୬ ନମ୍ବର ୱାର୍ଡ଼ରେ ଥିବା ପକ୍କା ରାସ୍ତାଟି ଏବେ ବିପର୍ଯ୍ୟସ୍ତ ହୋଇପଡ଼ି ପଡ଼ିଛି । ରାସ୍ତାଟି ଫାଟି ଏବେଆଁ କଲାଣି । ଯାହା ଫଳରେ ଯାତାୟାତରେ ଅଞ୍ଚଳବାସୀନାହିଁ ନଥୁବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । କେତେକ ସ୍ଥାନରେ ରାସ୍ତାରେ ଗଛଲତା ମାଡ଼ି ଗଲାଣି । ଧୂରେ ଧୂରେ ରାସ୍ତା ସଙ୍କୁଚିତ ହେଉଥ୍ ଉଥିଲେ ମଧ୍ୟ ଏହା ଏହାକୁ ସଫା କରାଯାଉନାହିଁ । ବିଶେଷ କରି ରାତି ସମୟରେ ଯାତାୟାତ କରୁଥିବା ଲୋକେ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି । ବିଭିନ୍ନ କାର୍ଯ୍ୟରେ ଲୋକେ ଲାକେ ବିପଦ ସଙ୍କୁଳ ଭାବେ ଯାତାୟାତ କରୁଛନ୍ତି। ବହୁ ସମୟରେ ମଧ୍ଯ ପଞ୍ଚାୟତବାସୀ ଦୁର୍ଘଟଣାର ଶିକାର ହେଉଥୁବା ମଧ୍ଯ ନଜିର ରହିଛି । ଭଅଁରା ଓ ବୋଦୁଅପଞ୍ଚ ପଞ୍ଚାୟତର ରାଇପୁର, ପୋଡପୋଡା, ପଣ୍ଡାସାହି, ପାଳସାହି ଲୋକଙ୍କ ପାଇଁ ଏହି ରାସ୍ତ ରାସ୍ତାଟି ମୁଖ୍ୟରାସ୍ତା । ଏହି ରାସ୍ତା ଦେଇ ସ୍ଥାନୀୟ ଅଞ୍ଚଳର ଛାତ୍ରଛାତ୍ରୀ  କଲେ ଲଜ ଯାଉଛନ୍ତି । ରାସ୍ତା ବସ୍ଥା ଅତ୍ୟନ୍ତ ଖରାପ ଥିବାରୁ ସେମାନଙ୍କୁ ଯାତାୟାତରେ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି । ବିଶେଷକରି ଜରୁରିକାଳୀନ ସମୟରେ ଏକ ଗା ଗାଡ଼ି ଅଞ୍ଚଳକୁ ଆସିବାରେ କାଠିକାର ପାଠ ହେଉଛି। ରାସ୍ତାନିର୍ମାଣ ହେବାର ଦୀର୍ଘ ବର୍ଷ ବିତିଯା ଯାଇଥିଲେ ମଧ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ ଏହାର ମରାମତି ହୋଇନାହିଁ । ଫଳରେ ଏହାର ଅବସ୍ଥା ଦିନକୁ ଦିନ ଶୋଚନୀୟ ହୋଇପଡ଼ିଛି। ବ୍ଳକ ପ୍ରଶାସନ ଭଅଁରା ପଞ୍ଚାୟତର ଗତର ଏହି ସମସ୍ଯାକୁ ପ୍ରଶାସନ ଗୁରୁତର ସହ ନେଇ ଉକ୍ତ ରାସ୍ତାକୁ ମରାମତି କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
+୨ ପରୀକ୍ଷାରେ ବଲାଙ୍ଗୀର ଡି ଏନ ଏ ଛାତ୍ରଛାତ୍ରୀ ଙ୍କ ବାଜିମାତ୍   21-May-2026
  ଜିଲ୍ଲା  
ଏଥଲେଟିକ ଏସୋସିଏସନ୍ ଝାରମୁଣ୍ଡା ର ୩୫ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ   21-May-2026
  ଜିଲ୍ଲା  
ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ   21-May-2026
  ଜିଲ୍ଲା  
ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   21-May-2026
  ଜିଲ୍ଲା  
ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ   21-May-2026
  ଜିଲ୍ଲା  
ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   21-May-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ   21-May-2026
  ଜିଲ୍ଲା  
ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   21-May-2026
  ଜିଲ୍ଲା  
ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   21-May-2026
  ଜିଲ୍ଲା  
*ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   21-May-2026
  ରାଜ୍ୟ  
କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର   21-May-2026
  ଜିଲ୍ଲା  
ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   21-May-2026

You Might Also Like