-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||     

HOME   ଜିଲ୍ଲା

ବରପାଲିରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର।

08-Jul-2025



ବରପାଲି  (ସୁଦାମ ଦୀପ)
ବରପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ  ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜ଼ିଲ୍ଲା ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟି ମିନା ଙ୍କ ସମେତ ବରଗଡ଼ ଉପଜିଲ୍ଲାପାଳ  ପ୍ରସନ୍ନ କୁମାର ପାଣ୍ଡେ,  ବରପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁମନ୍ତ କୁମ୍ଭାର ଏବଂ ବିଭିନ୍ନ ସରକାରୀ ଜ଼ିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ 43 ଗୋଟି  ଅଭିଯୋଗ ପଞ୍ଜିକୃତ ହୋଇଥିଲା l  ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ  ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଅବସରରେ ସାରଦା ଦେବି ପବ୍ଲିକ ସ୍କୁଲ ତରଫରୁ ଜ଼ିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କୁ ବୃକ୍ଷ ପ୍ରଦାନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026

You Might Also Like