-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ପରିବେଶ ଦିବସରେ ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟକୁ ‘ପ୍ରକୃତି ମିତ୍ର’ ପୁରସ୍କାର   (06-Jun-2026)       ||      ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||     

HOME   ଜିଲ୍ଲା

ମାଓକ୍ୟାମ୍ପ ଠାବ ଓ ବିସ୍ଫୋରକ ସମଗ୍ରୀ ଜବତ

08-Jul-2025



ନୂଆପଡ଼ା(ପରମେଶ୍ଵର ମେହେର): ଓଡ଼ିଶା ସୀମା ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଅନ୍ତର୍ଗତ ନାରାୟଣ ଡୋଙ୍ଗରୀ ସଂରକ୍ଷିତ ଜଙ୍ଗଲରେ କୁମ୍ବୀ ଅପରେସନ ସମୟରେ ଏକ ମାଓ କ୍ୟାମ୍ପ ଠାବ କରି ସେଠାରୁ ବିପୁଳ ପରିମାଣ ରେ ବିସ୍ଫୋରକ ସାମଗ୍ରୀ ଜବତ କରିଥିବା ସାମ୍ବାଦିକ ସମ୍ମିଳନୀରେ ଆଜି ନୂଆପଡ଼ା ଏସପି ଗୁଣ୍ଡାଲା ରାଘବେନ୍ଦ୍ର ରେଡି ସୁଚନା ଦେଇଛନ୍ତି। ନିର୍ଦ୍ଦିଷ୍ଟ ଗୋଇନ୍ଦା ସୂତ୍ରରୁ ଖବର ପାଇ ନୁଆପଡ଼ା ପୋଲିସ ମିଳିତ ନକ୍ସଲ ବିରୋଧୀ ଅଭିଯାନ ଆରମ୍ଭ କରିଥିଲେ । ଡିଭିଏଫ ଫୋର୍ସ ଦ୍ବାରା ସିନାପାଲି ଥାନା(ଓଡ଼ିଶାଛତିଶଗଡ଼) ସୀମା ଅନ୍ତର୍ଗତ ନାରାୟଣ ଡୋଙ୍ଗରୀ ପାହାଡରୁ ଏକ ମାଓ କ୍ୟାମ୍ପ ଠାବ କରି ସେଠାରୁ ଗୋଟିଏ ଟିଫିନ୍ ଆଇଇଡି, ୨୦ଖଣ୍ଡ ଜିଲେଟିନ ଷ୍ଟିକ୍, ଇଲେଟ୍ରିକ ଡିଟୋନେଟର, ବିଦ୍ୟୁତ ତାର, ଟର୍ଚ୍ଚ ଲାଇଟ,ପଲିନ ସିଟ ସହ ଅନ୍ୟାନ୍ୟ ମାଓ କ୍ୟାମ୍ପ ବ୍ୟବହୃତ ସାମଗ୍ରୀ ଜବତ ହୋଇଛି। ଟିଫିନ୍ ଆଇଇଡି ସୂଚାଇ ଦେଉଛି ଯେ ପୋଲିସ ବାହିନୀ ଉପରେ କିଛି ବଡ ହିଂସାତ୍ମକ ଅଘଟଣ ଘଟାଇବା ଉଦ୍ଦେଶ୍ୟରେ ମାଓବାଦୀମାନେ ନାରାୟଣ ଡୋଙ୍ଗରି ପାହାଡ ରେ ମେଳିବାନ୍ଧୀ ବୈଠକ କରିଥିଲେ । ନୂଆପଡ଼ା ପୋଲିସର ସମୟୋଚିତ ସତର୍କତା ଅବଲମ୍ବନ ଦ୍ବାରା ଏକ ନିର୍ଦ୍ଦିଷ୍ଟ ଆକ୍ରମଣ ପୁର୍ବରୁ ମାଓବାଦୀଙ୍କ ଯୋଜନାକୁ ଭଣ୍ଡୁର କରିବାରେ ସକ୍ଷମ ହୋଇଛନ୍ତି। ମାଓକ୍ୟାମ୍ପ ଠାବ ପରେ ଉପରୋକ୍ତ ଅଞ୍ଚଳରେ କୁସିଂ ଅପରେଶନ ଜୋରଦାର କରା ଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସରେ ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟକୁ ‘ପ୍ରକୃତି ମିତ୍ର’ ପୁରସ୍କାର   06-Jun-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026

You Might Also Like