-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ଘଣ୍ଟାପଡ଼ା ଥାନାରେ ନୂଆ ସଂଶୋଧିତ ନିୟମ ଉପରେ ସଚେତନତା କାର୍ଯ୍ୟକ୍ରମ

09-Jul-2025



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ଘଣ୍ଟାପଡ଼ା ଥାନା ପରିସରରେ ଭାରତୀୟ ନ୍ୟାୟ ସଂହିତା ଆଇନ୍-୨୦୨୩ର ସଂଶୋଧନ ଉପରେ ତୃତୀୟ ପର୍ଯ୍ୟାୟ ସଚେତନା ଶିବିର ନୂତନ ଥାନାଧିକାରୀ ଇନିସ୍ପେକ୍ଟର ବାଲ୍ମିକୀ ପ୍ରଧାନଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଠିତ ହୋଇଯାଇଛି। ପୂର୍ବରୁ ପ୍ରଚଳିତ ୩ଟି ଆଇନକୁ ସଂଶୋଧନ କରାଯାଇ ନ୍ୟାୟିକ

ବିଚାରକୁ  ନୂତନ ଭାବେ ଜୁଲାଇ ୧ ତାରିଖରେ ସାରା ଭାରତରେ ବିଧିବଦ୍ଧ ଭାବେ ଲାଗୁ ହେବା ଉପରେ ଜନସାଧାରଣଙ୍କୁ ବୁଝାଇଥିଲେ। ଉକ୍ତ ସଚେତନତା ସଭାରେ ଆଦିବାସୀ ନେତା ସାମନ୍ତ ମାଝୀ, ଚାଷୀନେତା ପୁରନ୍ଦର

ମହାକୁଡ଼, ଅଶୋକ ସାହୁ, ଶିକ୍ଷାବିତ ଶ୍ରୀପତି ମଲିକ, ସମାଜସେବୀ ମହେଶ୍ୱର ରଣା, ସନ୍ତୋଷ ଦିଶ୍ରି ,ଘଣ୍ଟାପଡ଼ାନାରୀ ଶକ୍ତି ସଭାନେତ୍ରୀ ବିଜୟନୀ ମିଶ୍ର, ମହିଳା ଗୋଷ୍ଠୀ, ଘଣ୍ଟାପଡ଼ା ଗ୍ରାମର ଅନେକ  ବୁଦ୍ଧିଜୀବିମାନେ, ସାମ୍ବାଦିକ ପ୍ରଭାତ କୁମାର ସାହୁ, ପୋଲିସ   ପ୍ରମୁଖ ଉପସ୍ଥିତ ରହିଥିଲେ। ଏସ୍‌.ଆଇ.ମାଧବ ଚନ୍ଦ୍ର ଟାକ୍ରି ସଭା ପରିଚାଳନା କରିଥିବା ସ୍ଥଳେ ଏସ୍ଆଇ ବିଶ୍ଵାମିତ୍ର ଲୋଇ ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like