-+91-9937148622 |

prerana_bgr@rediffmail.com |

  Sunday 22nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||      ବଲାଙ୍ଗୀର ହାଟପଡ଼ାରେ ଦ୍ୱାଦଶ ତମ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଯାତ୍ରା   (22-Nov-2026)       ||      ସାଇଟ କଲେଜରେ ଶିଶୁ ସୁରକ୍ଷା ଓ  ସଚେତନତା ଶିବିର   (22-Nov-2026)       ||      ପାନ ଦୋକାନରେ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ, ଚୋରି ଟଙ୍କା ଉଦ୍ଧାର ସହ ଲୁହା ରଡ୍ ଜବତ   (22-Nov-2026)       ||      *ଓଡିଶା ପାଇଁ ଗୌରବ ଡା. ଜ୍ୟୋତିର୍ମୟ ନାୟକ ଜାତୀୟ ଶ୍ରେଷ୍ଠ ଚିକିତ୍ସା ଶିକ୍ଷକ ପୁରସ୍କାର ପାଇଁ ମନୋନୀତ*   (22-Nov-2026)       ||      ବାରିପଦା ବାସୀଙ୍କ ଦୀର୍ଘବର୍ଷର ସ୍ୱପ୍ନ ହେବ ପୂରଣ :ବୁଢାବଳଙ୍ଗ ରିଙ୍ଗରୋଡ଼ ପ୍ରକଳ୍ପ ପାଇଁ ୨୭୮.୧୩ କୋଟି ଟଙ୍କାର ଅନୁମୋଦନ   (22-Nov-2026)       ||      *ନବରଙ୍ଗପୁରରେ ଡାକ୍ତରଙ୍କୁ ଧମକ ଅଭିଯୋଗ, ଏକ ଦିନ ଓପିଡି ବନ୍ଦ କରିବ ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍*   (22-Nov-2026)       ||      ବରପାଲି ରେ ଗଙ୍ଗାଧର ମେହେର କପ୍ ଫୁଟବଲ ଫାଇନାଲକୁ କୁଚିଣ୍ଡା ଦଳ ପ୍ରବେସ   (22-Nov-2026)       ||      ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ    (21-Nov-2026)       ||      କୃଷିମହାବିଦ୍ୟାଳୟ ଶିଳାନ୍ୟାସ ପ୍ରସଙ୍ଗ.. ବିଧାୟକଙ୍କର ପ୍ରଶ୍ନ ସରକାରଙ୍କୁ ; ଉତ୍ତର ସରକାର ବଦଳରେ ବିଜେପି ପାର୍ଟିର   (21-Nov-2026)       ||      ସଡ଼କ ସୁରକ୍ଷାକୁ ନେଇ ଜିଲ୍ଲାପାଳଙ୍କ କଡ଼ା ଆଭିମୁଖ୍ୟ, ୨୩ରୁ ସରକାରୀ କର୍ମଚାରୀଙ୍କ ପାଇଁ ହେଲମେଟ୍ ବାଧ୍ୟତାମୂଳକ   (21-Nov-2026)       ||      ପିଲାମାନଙ୍କ ପ୍ରତିଭା, ସୃଜନଶୀଳତା ଓ ସୁରକ୍ଷାର ବାର୍ତ୍ତା ନେଇ ଆୟୋଜିତ ହେଲା ‘ପତଙ୍ଗୀ – ଶିଶୁ ମହୋତ୍ସବ ୨୦୨୬’   (21-Nov-2026)       ||      ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ   (21-Nov-2026)       ||      ଓଡ଼ିଶାର ବହୁଚର୍ଚ୍ଚିତ କଣ୍ଠଶିଳ୍ପୀ ମଣ୍ଟୁ ଛୁରିଆ ଲାଇଭରେ ଝୁମିଲେ ଛାତ୍ରଛାତ୍ରୀ   (21-Nov-2026)       ||      ବିଶ୍ୱ ଦର୍ଶନଶାସ୍ତ୍ର ଦିବସ ପାଳିତ    (21-Nov-2026)       ||      ମାଁ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ନାଗାବଳୀ ଛାତ୍ରୀ ନିବାସରେ ଖାଦ୍ୟରୁ ବଡ଼ ପୋକ ବାହାରିବା ଘଟଣା: ଦୃଢ଼ କାର୍ଯ୍ୟାନୁଷ୍ଠାନ ଏବଂ ଟେଣ୍ଡର ପ୍ରକ୍ରିୟା ପାଇଁ ଦାବି   (21-Nov-2026)       ||      ଟିକ୍ରାପଡା ଅହୋରାତ୍ର ନାମଯଜ୍ଞ ଟିକ୍ରାପଡା ରାମଜୀ ମନ୍ଦିର ଛକ ରେ ଆଜିଠାରୁ ଆରମ୍ଭ    (21-Nov-2026)       ||      ବଲାଙ୍ଗିରର ସାମଗ୍ରିକ ବିକାଶକୁ ନେଇ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କଲେ ନରସିଂହ♦️ ଶିକ୍ଷା, ସ୍ୱାସ୍ଥ୍ୟ, ଆଇନଶୃଙ୍ଖଳା, ପରିବେଶ ପ୍ରଦୂଷଣ ଓ ଦୁର୍ନୀତିକୁ ନେଇ ବିଭିନ୍ନ ପ୍ରସ୍ତାବ   (21-Nov-2026)       ||     

HOME   ଜିଲ୍ଲା

ଅଭିଯୁକ୍ତକୁ ଧରିବାକୁ ଯାଇ ପୋଲିସକୁ ଆକ୍ରମଣ, କଣ୍ଟାବାଞ୍ଜି ଥାନାରେ ଅଭିଯୁକ୍ତ ଅଟକ

09-Jul-2025



କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଥାନା ର କାର୍ଯ୍ୟରତ କଷ୍ଟେବଳ ବିରେନ୍ଦ୍ର ରାବାକୁ ଆକ୍ରମଣ । କଣ୍ଟାବାଞ୍ଜି ଥାନା ଖୁଟୁଲମୁଣ୍ଡା ଗାଁ ରେ ଗୋଟିଏ ଘଟଣା ରେ ଅଭିଯୁକ୍ତଙ୍କୁ ଧରିବାକୁ ଯାଇ ଆକ୍ରମଣ ଶିକାର ହେଲା ପୋଲିସ। ଗୁରୁତର ଅବସ୍ଥାରେ କଣ୍ଟାବାଞ୍ଜି ଡାକ୍ତରଖାନ ରେ ଭର୍ତି। ମଙ୍ଗଳବାର ଅପରାହ୍ନରେ ଖୁଟଲୁମୁଣ୍ଡା ଗାଁ ରେ କ୍ଷୀରସାଗର ସଗରିଆ ନିମକ ଜଣେ ଯୁବକ ଗାଁ ରେ ଥିବା ଏକ ଦୋକାନକୁ ଯାଇ ଗଣ୍ଡଗୋଳ କରିବା କିରାଣା ଦୋକାନ ସାମଗ୍ରୀ ପିଙ୍କି ଥିଲେ। ଏନେଇ ଦୋକାନ ମାଳିକା ଯୁବକ ନାଁରେ ଏତଲା ଦେବା ପରେ‌ ଏହି ଘଟଣାରେ ଗାଁ କୁ ପୋଲିସ ଗାଡିରେ ଏକ ଟିମ ଯାଇଥିଲେ। ପୋଲିସ ପହଞ୍ଚିଲା ପରେ ଅତର୍କିତ ଭାବରେ ଲୁହା ବାଳା ରେ ଅଭିଯୁକ୍ତ କ୍ଷୀରସାଗର ସଗରିଆ ପୋଲିସ କର୍ମଚାରୀଙ୍କ ମୁଣ୍ଡ ଆକ୍ରମଣ କରିଥିଲା। ଅଭିଯୁକ୍ତ କ୍ଷୀରସାଗର ସଗରିଆ ଙ୍କୁ ଅଟକ ରଖି ତଦନ୍ତ କରୁଛି କଣ୍ଟାବାଞ୍ଜି ପୋଲିସ। ସେପଟେ କଷ୍ଟେବଳ ବିରେନ୍ଦ୍ର ରାବା ଙ୍କୁ ମୁଣ୍ଡ ରେ ଗଭୀର ଆଘାତ ଲୃଗିଥିବା ଯୋଗୁଁ ତାଙ୍କ ମୁଣ୍ଡ ରେ ଟିସ ଲାଗିଥିବା ବେଳେ ଗୁରୁତର ରହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   22-Nov-2026
  ଜିଲ୍ଲା  
ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   22-Nov-2026
  ରାଜ୍ୟ  
ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   22-Nov-2026
  ଜିଲ୍ଲା  
ବଲାଙ୍ଗୀର ହାଟପଡ଼ାରେ ଦ୍ୱାଦଶ ତମ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଯାତ୍ରା   22-Nov-2026
  ଜିଲ୍ଲା  
ସାଇଟ କଲେଜରେ ଶିଶୁ ସୁରକ୍ଷା ଓ  ସଚେତନତା ଶିବିର   22-Nov-2026
  ଅପରାଧ  
ପାନ ଦୋକାନରେ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ, ଚୋରି ଟଙ୍କା ଉଦ୍ଧାର ସହ ଲୁହା ରଡ୍ ଜବତ   22-Nov-2026
  ଜିଲ୍ଲା  
*ଓଡିଶା ପାଇଁ ଗୌରବ ଡା. ଜ୍ୟୋତିର୍ମୟ ନାୟକ ଜାତୀୟ ଶ୍ରେଷ୍ଠ ଚିକିତ୍ସା ଶିକ୍ଷକ ପୁରସ୍କାର ପାଇଁ ମନୋନୀତ*   22-Nov-2026
  ଜିଲ୍ଲା  
ବାରିପଦା ବାସୀଙ୍କ ଦୀର୍ଘବର୍ଷର ସ୍ୱପ୍ନ ହେବ ପୂରଣ :ବୁଢାବଳଙ୍ଗ ରିଙ୍ଗରୋଡ଼ ପ୍ରକଳ୍ପ ପାଇଁ ୨୭୮.୧୩ କୋଟି ଟଙ୍କାର ଅନୁମୋଦନ   22-Nov-2026
  ଜିଲ୍ଲା  
*ନବରଙ୍ଗପୁରରେ ଡାକ୍ତରଙ୍କୁ ଧମକ ଅଭିଯୋଗ, ଏକ ଦିନ ଓପିଡି ବନ୍ଦ କରିବ ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍*   22-Nov-2026
  ଜିଲ୍ଲା  
ବରପାଲି ରେ ଗଙ୍ଗାଧର ମେହେର କପ୍ ଫୁଟବଲ ଫାଇନାଲକୁ କୁଚିଣ୍ଡା ଦଳ ପ୍ରବେସ   22-Nov-2026
  ଅପରାଧ  
ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ   21-Nov-2026
  ରାଜନୀତି  
କୃଷିମହାବିଦ୍ୟାଳୟ ଶିଳାନ୍ୟାସ ପ୍ରସଙ୍ଗ.. ବିଧାୟକଙ୍କର ପ୍ରଶ୍ନ ସରକାରଙ୍କୁ ; ଉତ୍ତର ସରକାର ବଦଳରେ ବିଜେପି ପାର୍ଟିର   21-Nov-2026

You Might Also Like