-+91-9937148622 |

prerana_bgr@rediffmail.com |

  Sunday 22nd November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||      ବଲାଙ୍ଗୀର ହାଟପଡ଼ାରେ ଦ୍ୱାଦଶ ତମ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଯାତ୍ରା   (22-Nov-2026)       ||      ସାଇଟ କଲେଜରେ ଶିଶୁ ସୁରକ୍ଷା ଓ  ସଚେତନତା ଶିବିର   (22-Nov-2026)       ||      ପାନ ଦୋକାନରେ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ, ଚୋରି ଟଙ୍କା ଉଦ୍ଧାର ସହ ଲୁହା ରଡ୍ ଜବତ   (22-Nov-2026)       ||      *ଓଡିଶା ପାଇଁ ଗୌରବ ଡା. ଜ୍ୟୋତିର୍ମୟ ନାୟକ ଜାତୀୟ ଶ୍ରେଷ୍ଠ ଚିକିତ୍ସା ଶିକ୍ଷକ ପୁରସ୍କାର ପାଇଁ ମନୋନୀତ*   (22-Nov-2026)       ||      ବାରିପଦା ବାସୀଙ୍କ ଦୀର୍ଘବର୍ଷର ସ୍ୱପ୍ନ ହେବ ପୂରଣ :ବୁଢାବଳଙ୍ଗ ରିଙ୍ଗରୋଡ଼ ପ୍ରକଳ୍ପ ପାଇଁ ୨୭୮.୧୩ କୋଟି ଟଙ୍କାର ଅନୁମୋଦନ   (22-Nov-2026)       ||      *ନବରଙ୍ଗପୁରରେ ଡାକ୍ତରଙ୍କୁ ଧମକ ଅଭିଯୋଗ, ଏକ ଦିନ ଓପିଡି ବନ୍ଦ କରିବ ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍*   (22-Nov-2026)       ||      ବରପାଲି ରେ ଗଙ୍ଗାଧର ମେହେର କପ୍ ଫୁଟବଲ ଫାଇନାଲକୁ କୁଚିଣ୍ଡା ଦଳ ପ୍ରବେସ   (22-Nov-2026)       ||      ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ    (21-Nov-2026)       ||      କୃଷିମହାବିଦ୍ୟାଳୟ ଶିଳାନ୍ୟାସ ପ୍ରସଙ୍ଗ.. ବିଧାୟକଙ୍କର ପ୍ରଶ୍ନ ସରକାରଙ୍କୁ ; ଉତ୍ତର ସରକାର ବଦଳରେ ବିଜେପି ପାର୍ଟିର   (21-Nov-2026)       ||      ସଡ଼କ ସୁରକ୍ଷାକୁ ନେଇ ଜିଲ୍ଲାପାଳଙ୍କ କଡ଼ା ଆଭିମୁଖ୍ୟ, ୨୩ରୁ ସରକାରୀ କର୍ମଚାରୀଙ୍କ ପାଇଁ ହେଲମେଟ୍ ବାଧ୍ୟତାମୂଳକ   (21-Nov-2026)       ||      ପିଲାମାନଙ୍କ ପ୍ରତିଭା, ସୃଜନଶୀଳତା ଓ ସୁରକ୍ଷାର ବାର୍ତ୍ତା ନେଇ ଆୟୋଜିତ ହେଲା ‘ପତଙ୍ଗୀ – ଶିଶୁ ମହୋତ୍ସବ ୨୦୨୬’   (21-Nov-2026)       ||      ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ   (21-Nov-2026)       ||      ଓଡ଼ିଶାର ବହୁଚର୍ଚ୍ଚିତ କଣ୍ଠଶିଳ୍ପୀ ମଣ୍ଟୁ ଛୁରିଆ ଲାଇଭରେ ଝୁମିଲେ ଛାତ୍ରଛାତ୍ରୀ   (21-Nov-2026)       ||      ବିଶ୍ୱ ଦର୍ଶନଶାସ୍ତ୍ର ଦିବସ ପାଳିତ    (21-Nov-2026)       ||      ମାଁ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ନାଗାବଳୀ ଛାତ୍ରୀ ନିବାସରେ ଖାଦ୍ୟରୁ ବଡ଼ ପୋକ ବାହାରିବା ଘଟଣା: ଦୃଢ଼ କାର୍ଯ୍ୟାନୁଷ୍ଠାନ ଏବଂ ଟେଣ୍ଡର ପ୍ରକ୍ରିୟା ପାଇଁ ଦାବି   (21-Nov-2026)       ||      ଟିକ୍ରାପଡା ଅହୋରାତ୍ର ନାମଯଜ୍ଞ ଟିକ୍ରାପଡା ରାମଜୀ ମନ୍ଦିର ଛକ ରେ ଆଜିଠାରୁ ଆରମ୍ଭ    (21-Nov-2026)       ||     

HOME   ଜିଲ୍ଲା

ମ୍ୟାଲେରିଆ ଓ ଡ଼ାଇରିଆ ନିରାକରଣ ପାଇଁ ସରପଞ୍ଚ ଙ୍କ ଦ୍ୱାରା ସଚେତନତା ବୈଠକ

09-Jul-2025



(ପୂର୍ଣ୍ଣ ଶଶୀ ଶେଖର ରାଓ ) ବର୍ତ୍ତମାନ ବର୍ଷା ଋତୁ ର ଆଗମନ ହୋଇଥିବା ବେଳେ ମ୍ୟାଲେରିଆ ଓ ଡ଼ାଇରିଆ ବ୍ୟାପିବାରେ ଲାଗିଥିବାରୁ ତାକୁ ଦୃଷ୍ଟି ରେ ଯୁବ ସରପଞ୍ଚ ବନମାଳୀ ନାଏକ ନେତୃତ୍ୱ ରେ ଆଜି ଧୁମାଭଟା ଗ୍ରା.ପ. ର ସମସ୍ତ ଅଙ୍ଗନବାଡି ଓ ଆଶା କର୍ମୀ ମାନଙ୍କୁ ନେଇ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇ ଥିଲା! ଏହି ସଭାରେ  କମ୍ୟୁନିଟି ହେଲଥ ଅଫିସର ସୁଶ୍ରୀ ସଙ୍ଗୀତା ସ୍ୱାଇଁ ଯୋଗଦାନ କରି ସଚେତନତା ବାର୍ତ୍ତା ଦେଇଥିଲେ!ଗାଁ ଗାଁ ଓ ଘର ଘର ବୁଲି ସମସ୍ତ ଙ୍କୁ ସଚେତନ କରିବା ଏବଂ  ମେଲେରିଆ, ଡାଇରିଆ ଏବଂ ବିଭିନ୍ନ ପ୍ରକାର ରୋଗ ରୁ କିପରି ସୁରକ୍ଷୀତ ରହିବେ ସେଥି ପାଇଁ ସମସ୍ତ ଙ୍କୁ ସଚେତନ କରିବାକୁ ସରପଞ୍ଚ ପରାମର୍ଶ ଦେଇଛନ୍ତି! ଆମର କର୍ତ୍ତବ୍ଯ ହେଉଛି ନିଜ ନିଜର ଘର ଆଖ ପାଖରେ ଅଲିଆ ଆବର୍ଚ୍ଚନା ନ କରିବା ଓ ଯେଉଁ ଗାଁ ମାନଙ୍କୁ କୁଆଁ ପାଣି ବ୍ୟବହାର କରୁଛନ୍ତି ସେହି କୁଆଁ ମାନଙ୍କୁ ବ୍ଲିଚିଙ୍ଗ ପାଉଡର ପକାଇବା ପାଇଁ ସରପଞ୍ଚ କହିଥିଲେ! ଖରା ଦିନେ ର ବ୍ୟବହୃତ କ୍ଲୁଲର ପାଣି ବାହାରେ ଫିକି ଦେବାପାଇଁ ଲୋକ ଙ୍କୁ କହିବା ସହ ରାତି ରେ ମସାରୀ ଟାଣି ସୋଇବା ପାଇଁ ଲୋକ ଙ୍କୁ କହନ୍ତୁ ବୋଲି ଅଙ୍ଗନବାଡି ଓ ଆଶା କର୍ମୀ ଙ୍କୁ ସରପଞ୍ଚ ନିର୍ଦେଶ ଦେଇଛନ୍ତି!


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   22-Nov-2026
  ଜିଲ୍ଲା  
ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   22-Nov-2026
  ଜିଲ୍ଲା  
ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   22-Nov-2026
  ରାଜ୍ୟ  
ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   22-Nov-2026
  ଜିଲ୍ଲା  
ବଲାଙ୍ଗୀର ହାଟପଡ଼ାରେ ଦ୍ୱାଦଶ ତମ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଯାତ୍ରା   22-Nov-2026
  ଜିଲ୍ଲା  
ସାଇଟ କଲେଜରେ ଶିଶୁ ସୁରକ୍ଷା ଓ  ସଚେତନତା ଶିବିର   22-Nov-2026
  ଅପରାଧ  
ପାନ ଦୋକାନରେ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ, ଚୋରି ଟଙ୍କା ଉଦ୍ଧାର ସହ ଲୁହା ରଡ୍ ଜବତ   22-Nov-2026
  ଜିଲ୍ଲା  
*ଓଡିଶା ପାଇଁ ଗୌରବ ଡା. ଜ୍ୟୋତିର୍ମୟ ନାୟକ ଜାତୀୟ ଶ୍ରେଷ୍ଠ ଚିକିତ୍ସା ଶିକ୍ଷକ ପୁରସ୍କାର ପାଇଁ ମନୋନୀତ*   22-Nov-2026
  ଜିଲ୍ଲା  
ବାରିପଦା ବାସୀଙ୍କ ଦୀର୍ଘବର୍ଷର ସ୍ୱପ୍ନ ହେବ ପୂରଣ :ବୁଢାବଳଙ୍ଗ ରିଙ୍ଗରୋଡ଼ ପ୍ରକଳ୍ପ ପାଇଁ ୨୭୮.୧୩ କୋଟି ଟଙ୍କାର ଅନୁମୋଦନ   22-Nov-2026
  ଜିଲ୍ଲା  
*ନବରଙ୍ଗପୁରରେ ଡାକ୍ତରଙ୍କୁ ଧମକ ଅଭିଯୋଗ, ଏକ ଦିନ ଓପିଡି ବନ୍ଦ କରିବ ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍*   22-Nov-2026
  ଜିଲ୍ଲା  
ବରପାଲି ରେ ଗଙ୍ଗାଧର ମେହେର କପ୍ ଫୁଟବଲ ଫାଇନାଲକୁ କୁଚିଣ୍ଡା ଦଳ ପ୍ରବେସ   22-Nov-2026
  ଅପରାଧ  
ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ   21-Nov-2026

You Might Also Like