-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଜିଲ୍ଲା

ଅବ୍ୟବସ୍ଥା ଘେରରେ ଧରଣୀମାଳ ଉଚ୍ଚ ବିଦ୍ୟାଳୟ, ପ୍ରଶାସନର ଦୃଷ୍ଟି କେବେ ?

09-Jul-2025



(ଚିନ୍ତାମଣି ନେତାମ)
ପୂର୍ବ ସରକାର ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ମାନଙ୍କୁ ରୂପାନ୍ତରିକରଣ କରିବାପାଇଁ ଲକ୍ଷ ଲକ୍ଷ ଟଙ୍କା ସମସ୍ତ ଶିକ୍ଷାନୁଷ୍ଠାନ  ମାନଙ୍କୁ  ପ୍ରଦାନ କରିଛନ୍ତି  l ଯାହା ଛାତ୍ରଛାତ୍ରୀମାନଙ୍କ ମନକୁ  ପାଠ ପଢିବାରେ ଆହୁରି ଦୃଢ କରିବ ସେଥିପାଇଁ ସ୍ମାର୍ଟ କ୍ଲାସ ସହିତ ଅନେକ ପ୍ରକାର ବ୍ୟବସ୍ଥା ପାଇଁ ଅଟକଳ ପ୍ରଦାନ କରିଥିଲେ l ହେଲେ ଆଜି ପୂର୍ବ ସରକାର ଅନୁଦାନ ଦେଇ ଆଜକୁ  ନୂଆ ସରକାର ବସି ଅନେକ ମାସ ବିତିଗଲାଣି ହେଲେ ଏବେ ଵି ଛାତ୍ରମାନେ ପରିସ୍ରା ପାଇଁ ମୁଖ୍ୟ ରାସ୍ତା ଅତିକ୍ରମ କରି ଯାଉଛନ୍ତି  l ଯାହା ଦେଖିବାକୁ ମିଳିଛି ନୂଆପଡା ଜିଲ୍ଲା ବୋଡେ଼ନ ଗୋଷ୍ଠୀ ଶିକ୍ଷା ଅଧିନସ୍ଥ ବାବେବିର ଗ୍ରାମପଂଚାୟତ ଧରଣୀମାଳ ଉଚ୍ଚ ବିଦ୍ୟାଳୟ ରେ , ଏହି ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି  l ଯାହା ପୁଅ ମାନଙ୍କ  ଶୌଚାଳୟ ଅର୍ଦ୍ଧ ନିର୍ମାଣ ହୋଇ ରହିଛି  l ବିଶୁଦ୍ଧ ପାନୀୟ ଜଳ ଯୋଗାଣ ଠପ ହୋଇ ରହିଛି  l ଯାହା ଅଧ କିଲୋମିଟରକୁ ଯାଇ ପିଇବା ପାଇଁ ପାଣି ଆଣୁଛନ୍ତି  l  ଇନଭେଟ ବ୍ୟବସ୍ଥା ପାଇଁ ବ୍ୟାଟେରୀ ଅଣାଯାଇଛି କିନ୍ତୁ ଅତି ଦୁଃଖର ବିଷୟ  ଏ ପର୍ଯ୍ୟନ୍ତ ତାହା କୌଣସି କାର୍ଯ୍ୟରେ ଲଗାଯାଇ ନାହିଁ  l ଅନ୍ୟ ବିଦ୍ୟାଳୟ ମାନଙ୍କରେ ସୁନ୍ଦର ଭୋଜନାଲୟ ରହିଛି ହେଲେ  ଏହି ବିଦ୍ୟାଳୟ ରେ ତାହା  ସ୍ବପ୍ନ ହୋଇ ରହିଛି  l ଏ ପର୍ଯ୍ୟନ୍ତ  ବିଦ୍ୟାଳୟ ସମ୍ମୁଖରେ ପେପର ବ୍ଲକ ମଧ୍ୟ ଲଗାଯାଇ ନାହିଁ  l ବିଦ୍ୟାଳୟ ଉପରେ ଯାଇଛି  ମୁକୁଳା ବିଦ୍ୟୁତ ତାର, କେବେ ଯେ କେଉଁ ଶିକ୍ଷକ / ଶିକ୍ଷୟିତ୍ରୀ  ଛାତ୍ରଛାତ୍ରୀ ଙ୍କ ଜୀବନ ଯିବ ତାହା ସମୟ ହିଁ କହିବ l ଏମିତି ଅନେକ ପ୍ରକାର ସମସ୍ୟା ବିଦ୍ୟାଳୟରେ ଘେରି ରହିଛି  l ତେଣୁକରି  ଏଥିପ୍ରତି ବ୍ଲକ ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ଦୃଷ୍ଟି ଆକର୍ଷଣ କରିବା ସହ ରହିଥିବା ସମସ୍ୟା କୁ  ଦୂର କରିବା ପାଇଁ ଛାତ୍ରଛାତ୍ରୀ ମାନେ  ନିବେଦନ କରିଛନ୍ତି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like