-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||     

HOME   ଜିଲ୍ଲା

ବାହୁଡା଼ ରଥଯାତ୍ରାର ଅନ୍ତିମ ଦିବସରେ ଜୁଆଡ଼ିକୁ କାବୁ କଲେ ଅନନ୍ତ ବାବୁ

09-Jul-2025



ପାଟଣାଗଡ(ପୂର୍ଣ୍ଣ ଶଶୀ ଶେଖର ରାଓ): ବଲାଙ୍ଗିର ଜିଲ୍ଲା ବେଲପଡା ଅଞ୍ଚଳ ରେ ରଥଯାତ୍ରା ୫ଦିନ ଓ ବାହୁଡା଼ ରଥଯାତ୍ରା ୫ଦିନ ପାଳନ କରାଯାଏ । ପୂର୍ବରୁ ଏହି ଅଞ୍ଚଳ ରେ ଜୁଆଡ଼ି ମାନଙ୍କ ପାଦୁର୍ଭାବ ବଢ଼ି ଚାଲିଥିଲା ଏବଂ ବିଭିନ୍ନ ସମୟ ରେ ଲୋକଙ୍କ ମଧ୍ୟରେ ଝଗଡା ହେଉଥିବାର ମଧ୍ୟ ଦେଖିବାକୁ ମିଳୁଥିଲା । ଏହି ଥାନାରେ ଗତ ବର୍ଷ ଅନନ୍ତ କୁମାର ପ୍ରଧାନ ଯୋଗ ଦେବା ପରେ ଥାନା ଅଞ୍ଚଳର ସମସ୍ତ ଯାତ୍ରା କମିଟିକୁ ଜୁଆ ନ ଖେଳିବାକୁ ପରାମର୍ଶ ଦେଇଥିବା ସତ୍ବେ କିଛି ଅମାନିଆ ଜୁଆଡ଼ି ଲୁଚିଛପି ଜୁଆ ଖେଳାଇ ଆସୁଥିଲେ!ଆଜି ବେଲପଡା ଥାନା ଅଞ୍ଚଳ ର ଅଏଁଲାଭଟା ଗାଁ ରେ ବାହୁଡା଼ ରଥଯାତ୍ରା ଚାଲିଥିବା ବେଳେ କଣ୍ଟାବାଞ୍ଜି ଅଞ୍ଚଳର କିଛି ଜୁଆଡ଼ି ଜୁଆ ଖେଳ ଖେଳାଉଥିଲେ!ଉକ୍ତ ବିଷୟରେ ଖବର ପାଇ ଥାନା ଧିକାରୀ ଅନନ୍ତ କୁମାର ପ୍ରଧାନ ହୋମଗାର୍ଡ ହରି ଶଗଡିଆ ସହିତ ନିଜେ ଆସି ସନ୍ଧ୍ୟା ୬.୩୦ ଟା ସମୟ ରେ ଜୁଆଡ଼ି ମାନଙ୍କୁ କାବୁ କରିଥିଲେ!ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଚଟୁଅନକା ଗାଁ ର ବାଦଲ ବାଗ(୨୦)ପିତା. ସତ୍ୟ ନାରାୟଣ ବାଗ ଓ ଲବ ପୁଞ୍ଜି ପିତା. ମଙ୍ଗଳ ସାଏ ପୁଞ୍ଜି କୁ ଗିରଫ କରି ଥାନାରେ ରଖାଯାଇଛି!ଦୁଇ ଜଣକ ନାଁ ରେ ବେଲପଡା ଥାନା କେଶ ନମ୍ବର ୧୮୮/୨୦୨୫ ଦଫା ୩ ଓ ପି ଜି ଏକ ମାମଲା ରୁଜୁ କରି ଆସନ୍ତାକାଲି ଦୁଇ ଜଣଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଥାନାଧିକାରୀ ଅନନ୍ତ କୁମାର ପ୍ରଧାନ ସୂଚନା ଦେଇଛନ୍ତି!ଥାନାଧିକାରୀଙ୍କ ଏହି କାର୍ଯ୍ୟ ପାଇଁ ଅଞ୍ଚଳର ବୁଦ୍ଧିଜୀବୀ ମାନେ ପ୍ରଶଂସା କରୁଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026

You Might Also Like