-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||     

HOME   ଜିଲ୍ଲା

ସମାଜସେବୀ ଉଦଯୋଗୀ ଗଦାଧରଙ୍କ ଅକାଳ ବିୟୋଗ  

11-Jul-2025



ତରଭା(କପିଳାସ ସେଠ):  ତରଭା ନିକଟସ୍ଥ ତଥା ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ବଇରାସର ଗ୍ରାମର ସମାଜସେବୀ, ସଂଗଠକ, ଉଦଯୋଗୀ,  ଧର୍ମପରାୟଣ ବ୍ଯକ୍ତି ଗଦାଧର ମହାପାତ୍ରଙ୍କ  ବୁଧବାର ରାତିରେ ପରଲୋକ ଘଟିଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହେଉଥିଲା।ସେ କିଛିଦିନ ହେଲା ରକ୍ତ ସ°କ୍ରମଣରେ ଆକ୍ରାନ୍ତ ହୋଇ ଗୁରୁତର ହୋଇ ପଡିଥିଲେ। ତାଙ୍କୁ ପରିବାର ଲୋକେ ସଙ୍ଗେ ସଙ୍ଗେ ବଲାଙ୍ଗୀର ଭିମଭୋଇ ମେଡିକାଲ୍ କଲେଜ ହସ୍ପିଟାଲକୁ ଚିକିତ୍ସା ପାଇଁ ନେଇଥିଲେ। ସେଠାରେ ବିଳମ୍ବିତ ରାତ୍ରିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଥିଲା। ମୃତ୍ୟୁଶଯ୍ୟା ନିକଟରେ ଦୁଇ ପୁତ୍ର ଦିପଙ୍କର ମହାପାତ୍ର ଓ ଶୁଭଙ୍କର ମହାପାତ୍ରଙ୍କ ସହିତ ସମସ୍ତ ପରିବାର ବର୍ଗ ଉପସ୍ଥିତ ଥିଲେ। ତାଙ୍କର ପାର୍ଥିବ ଶରୀରକୁ ଆଜି ବଇରାସର ସ୍ଥିତ ନିଜ ବାସଭବନକୁ ଅଣାଯିବା ପରେ ତାଙ୍କର ବନ୍ଧୁ ବର୍ଗ, ବଇରାସର ଗ୍ରାମବାସୀ ଓ ତରଭାର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ବାସଭବନକୁ ଆସି ତାଙ୍କର ଶେଷ ଦର୍ଶନ କରିଥିଲେ।, ନିବୃତ୍ତୀ ଯୋର କୁଳରେ ଥିବା ସ୍ଵର୍ଗଦ୍ଵାର ଠାରେ ତାଙ୍କର ଅନ୍ତ୍ୟେଷ୍ଟି କ୍ରିୟା ସମାପନ ହୋଇଥିଲା। ବଡ଼ପୁଅ  ମୁଖାଗ୍ନି ଦେଇଥିଲେ। 


News Comment




Photo in News

Advertisment
Lastest News
  ଜିଲ୍ଲା  
ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   24-Nov-2026
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026

You Might Also Like