-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||     

HOME   ଜିଲ୍ଲା

୭ ଦଫା ଦାବୀ ନେଇ ସିନାପାଲି ଡ୍ରାଇଭର ସଂଘ ର ଷ୍ଟିୟରିଂ ଛାଡ ଆନ୍ଦୋଳନ

11-Jul-2025



ନୂଆପଡା(ପରମେଶ୍ଵର ମେହେର): ଓଡିଶା ଡ୍ରାଇଭର ମହାସଂଘର ନିର୍ଦ୍ଦେଶ କ୍ରମେ ୭ ଦଫା ଦାବି ନେଇ ନୂଆପଡା ଜିଲ୍ଲା ସିନାପାଲି ବ୍ଲକର ଡ୍ରାଇଭର ସଙ୍ଘ ଷ୍ଟିୟରିଂ ଛାଡ ଆନ୍ଦୋଳନକୁ ଓହ୍ଲାଇଛନ୍ତି | ଆଜି ତୃତୀୟ ଦିନରେ ଡ୍ରାଇଭର ସଂଘର ସଦସ୍ୟ ମାନେ ଏକତ୍ରିତ ହୋଇ ସିନାପାଲି ଫୋର ୱେ ଯୁଗେନପଦର ଛକ ନିକଟରେ ଆନ୍ଦୋଳନରେ ବସିଛନ୍ତି |  ସିନାପାଲିରୁ କଳାହାଣ୍ଡି ଜିଲ୍ଲା ଓ ବୋଡ଼େନ-ନୂଆପଡ଼ା ସଦର ମହକୁମା, ସିନାପାଲି ଠାରୁ ଛତିଶଗଡକୁ ଯୋଗାଯୋଗ କରୁଥିବା ରାସ୍ତାରେ ଯାନବାହାନ ଚଲାଚଳ ବନ୍ଦ ରହିଥିଲା। ଫଳରେ ଜନସାଧାରଣ  ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏହି ୭ ଦଫା ଦାବୀ ପୂରଣ ନ ହେବା ଯାଏଁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ ଜାରୀ ରହିବ ବୋଲି ଡ୍ରାଇଭର ସଂଘ ପକ୍ଷରୁ ଚେତାବନୀ ଦିଆ ଯାଇଛି । ଏହି ୭ ଦଫା ମଧ୍ୟରୁ ୬୦ ବର୍ଷର ଡ୍ରାଇଭରଙ୍କୁ ପେନସନ ପ୍ରଦାନ, ଟ୍ୟାକ୍ସି ଅଟୋ ଡ୍ରାଇଭରଙ୍କୁ ଡ୍ରାଇଭର ଜନ କଲ୍ୟାଣ ବୋର୍ଡରେ ସାମିଲ କରିବା, ପ୍ରତିବର୍ଷ ସେପ୍ଟେମ୍ବର ୧ ତାରିଖକୁ ଡ୍ରାଇଭର ଦିବସ ଭାବେ ପାଳନ କରିବା, ପୋଲିସର ଗାଡ଼ି ଚେକିଂ କ୍ଷମତାକୁ ବନ୍ଦ କରିବା ସମେତ ଅନେକ ଦାବୀ ନେଇ ଆନ୍ଦୋଳନକୁ ଡ୍ରାଇଭର ସଂଘ ଓହ୍ଲାଇଛନ୍ତି | ଏହି ଆନ୍ଦୋଳନରେ ସଭାପତି ଜିତେନ୍ଦ୍ର ପାତ୍ର, ବୁଲୁ ପଟେଲ, ଗଗନ ବିହାରୀ ଖଣ୍ଡାୟତ, ଗୋବିନ୍ଦ ବାଗ, ସିଧୁ ମାଳି, ପବିତ୍ର ରାଉତ, ଧନୀରାମ ମାଝି, ପ୍ୟାରିଲାଲ ବାଗ, ଉପେନ୍ଦ୍ର ପ୍ରଧାନ, ଲଳିତ ଜଗତ, ପର୍ଶୁରାମ ବାଗ , କୃଷ୍ଣଚନ୍ଦ୍ର ହଂସ, ଛବିଲାଲ ମାଝି ସମେତ ଅନେକ ଆନ୍ଦୋଳନରେ ସାମିଲ ରହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026
  ଜିଲ୍ଲା  
ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   23-Nov-2026
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026

You Might Also Like