-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||     

HOME   ଜିଲ୍ଲା

ଗ୍ରାମଉତଥାନର ଯୁବ ବିକାଶ କାର୍ଯ୍ୟକ୍ରମ ଦ୍ଵାରା ଦ୍ଵିତୀୟ ମହଲ୍ଲା ସଭା ଆୟୋଜିତ

11-Jul-2025



ସୋନପୁରୋ (ପ୍ରେରଣା ଖବର): ସୋନପୁର ଜିଲ୍ଲାର ଅଗ୍ରଣୀ ସ୍ଵେଚ୍ଛାସେବୀ ଅନୁଷ୍ଠାନ ଗ୍ରାମଉତଥାନ ଦ୍ଵାରା କେଉଟିପାଲି ଠାରେ ଯୁବ ବିକାଶ କାର୍ଯ୍ୟକ୍ରମର ପ୍ରଥମ  ମହଲ୍ଲା ସଭା ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ  ଏକ ବର୍ଷ ହେବ ଯୁବ ବିକାଶ କାର୍ଯ୍ୟକ୍ରମ ଚାଲି ଆସୁଅଛି । ଏହି କାର୍ଯ୍ୟକ୍ରମ The Commutiny Youth Collective, Delhi ର ସହାୟତାରେ କରାଯାଉଅଛି । ଏହି ମହଲ୍ଲା ସଭାକୁ ଯୁବ

ବିକାଶ କାର୍ଯ୍ୟକ୍ରମର ପରିଚାଳକ କ୍ଷିରେନ୍ଦ୍ର ରଣା କାର୍ଯ୍ୟକ୍ରମଟିକୁ ପରିଚାଳନା କରିଥିଲେ ଓ   ପ୍ରିୟଙ୍କା ସେଠି ଓ କାଜଲ ସ୍ଵାଇଁ ତାଙ୍କୁ ସହଯୋଗ କରିଥିଲେ । କାର୍ଯ୍ୟକ୍ରମରେ ଅତିଥି ଭାବେ ଗ୍ରାମଉତଥାନ୍ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ପ୍ରତାପ କୁମାର ପଧାନ, ୱାର୍ଡ ମେମ୍ବର ନମିନୀ ନାଭ କାଳତା ଓ  ଆଶା ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ଯୁବକ ଯୁବତୀ, ଆଶା, ୱାର୍ଡ ମେମ୍ବର ଓ ଗ୍ରାମବାସୀ ମିଶି  ଗ୍ରାମର ସମସ୍ତ ଗଳିକନ୍ଦି ବୁଲି “ବେଟି ବଚାଓ ବେଟି ପଢାଓ”  ସଚେତନ କାର୍ଯ୍ଯକ୍ରମ କରିଥିଲେ । ତାପରେ କ୍ଷିରେନ୍ଦ୍ର ରଣା ନିଜେ ଲେଖିଥିବା କବିତା “ମୋତେ ବଞ୍ଚିବାକୁ ଦିଅ” ଏକ କବିତା ପରିବେଷଣ କରିଥିଲେ ଓ ମିତା, ନିତୁ, ପ୍ରିୟଙ୍କା ଓ ସାଥି ନୃତ୍ୟ ପରିବେଷଣ କରିଥିଲେ । ତାପରେ ଅତିଥିମାନେ, ଗ୍ରାମବାସୀ, ଯୁବଗୋଷ୍ଠୀ, ଅଭିଭାବକ ଓ ଅଭିଭାବିକାମାନେ  ଝିଅ ମାନଙ୍କୁ ପାଠ ପଢାଇବା ଓ କନ୍ୟା ଭୃଣହତ୍ୟାର

ସମସ୍ଯାର ସମାଧାନ ବିଷୟରେ ଆଲୋଚନା କରାଯାଇଥିଲା।   ଝିଅମାନଙ୍କୁ ପାଠ ପଢାଇବା ସେମାନଙ୍କ ଭବିଷ୍ୟତ ଦୃଷ୍ଟି ଦେବା ବିଷୟରେ ମତବ୍ୟକ୍ତ କରଯାଇଥିଲା । ଶେଷରେ ସିପାନ ବାରିକ  ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଗ୍ରାମଉତଥାନର ସଦସ୍ୟ ରଶ୍ମିତା ପଧାନ, ସୁବଳ ମେହେର ଓ ମଣ୍ଟୁ ମେହେର ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମରେ ୪୦ ଜଣ ଯୁବକ ଯୁବତୀ ଅଂଶଗ୍ରହଣ କରିଥିଲେ ଓ ଦମାମୁଣ୍ଡା ସମସ୍ତ ଗ୍ରାମବାସୀ ବୃନ୍ଦ ଯୋଗଦାନ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026
  ଜିଲ୍ଲା  
ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   23-Nov-2026
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026

You Might Also Like