-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

*ସୋନପୁର ପୌରାଞ୍ଚଳ ରେ ରେ ଖାଦ୍ୟ ନିରାପତ୍ତା ସ୍କ୍ୱାର୍ଡ ର ଚଢାଉ*-27 ଟି ଦୋକାନ ରେ ଚଢାଉ*-

12-Jul-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ରାଜ୍ୟ ସରକାର ଙ୍କ  ନିର୍ଦ୍ଦେଶ ରେ ସୋନପୁର ପୌରାଞ୍ଚଳ  ହୋଟେଲ ଓ ରେଷ୍ଟୁରାଣ୍ଟ  ଓ ଠେଲା ମାନଙ୍କ ରେ ଖାଦ୍ୟ ନିରାପତ୍ତା ଅଧିକାରୀ ଓ ସ୍ଵତନ୍ତ୍ର ଟିମ  ଚଢ଼ାଉ  କରିଥିଲେ l ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା ପ୍ରଦୀପ କୁମାର ହୋତା ଙ୍କ ନିର୍ଦେଶ କ୍ରମେ  ଆଜି ଦିବା 11 ଟା ରୁ ସନ୍ଧ୍ୟା  ପର୍ଯ୍ୟନ୍ତ  ସମସ୍ତ ହୋଟେଲ ରେଷ୍ଟୁରାଣ୍ଟ ମାନଙ୍କରେ ଖାଦ୍ୟ ନିରାପତ୍ତା ଅଧିକାରୀ ଓ ତାଙ୍କ ଟିମ  ର ଚଢ଼ାଉ ଜାରି ରହିଥିଲା l ମୋଟ 27 ଗୋଟି ଦୋକାନରେ ଖାଦ୍ୟ ର ମାନ ଯାଞ୍ଚ କରି ପାଣି ର ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଗଲା l ବିଶେଷ କରି ବର୍ତ୍ତମାନ ପରସ୍ଥିତି ରେ ତରଳ ଝାଡା ରୋଗ ବ୍ୟାପିବାର ସମ୍ଭାବନା ଥିବାରୁ ଓ ଯାନିଯାତ୍ରା ଲାଗିରହୁଥିବାରୁ  ଲୋକ ଭିଡ ରେ ସମସ୍ତଙ୍କୁ ବିଶୁଦ୍ଧ ପାନୀୟ ତଥା ତଟକା  ଖାଦ୍ୟ ସବୁ ଦେବାକୁ କଡା ନିର୍ଦେଶ ଦିଆଗଲା l ଉକ୍ତ ଟିମ ରେ  ଖାଦ୍ୟ ନିରାପତ୍ତା ଅଧିକାରୀ ସସ୍ମିତା ନାଏକ, ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ,ରାଜୀବ ପଧାନ, ପୋଲିସ ଟିମ ସବୁ ସାମିଲ ଥିଲେ.  ଚଢ଼ାଉ ବେଳେ ବାସି ଖାଦ୍ୟ ସବୁ ନଷ୍ଟ କରାଗଲା I ଦୂଷିତ ଖାଦ୍ୟ ଓ ପାନୀୟ ଲୋକ ଙ୍କୁ ନଦେବା ପାଇଁ ତାଗିଦ କରାଗଲା ଓ ଯେ ଏହାର ଖିଲାପ କରିବେ ତାଙ୍କୁ ଉଚିତ ଦଣ୍ଡ ଦିଆଯିଵ ବୋଲି  ଦୋକାନୀ ଙ୍କୁ ସତର୍କ କରାଗଲା l ପ୍ରକାଶ  ଥାଉ କି ପୂର୍ବରୁ ଉଲୁଣ୍ଡା, ତରଭା ଡୁଙ୍ଗୁରିପାଲି ସହର ରେ ମଧ୍ୟ ଏହି ଟିମ ଦ୍ୱାରା ଚଢ଼ାଉ କରି ଖାଦ୍ୟ ର ମାନ ଯାଞ୍ଚ କରାଯାଇଛି l ଆଗକୁ ଜିଲ୍ଲା ର ବିଭିନ୍ନ ସହର ରେ ଅଚାନକ ଚଢ଼ାଉ କରାଯିବ ବୋଲି ଜିଲ୍ଲା ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like