-+91-9937148622 |

prerana_bgr@rediffmail.com |

  Friday 12th June 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ    (12-Jun-2026)       ||      *ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   (12-Jun-2026)       ||      ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   (11-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   (11-Jun-2026)       ||      ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   (11-Jun-2026)       ||      ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ    (11-Jun-2026)       ||      *ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   (11-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   (11-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   (11-Jun-2026)       ||      ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   (11-Jun-2026)       ||      ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   (11-Jun-2026)       ||      ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ    (11-Jun-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||     

HOME   ଜିଲ୍ଲା

ସଇଁତଳା: ପ୍ରଧାନ ଶିକ୍ଷକ,ଶିକ୍ଷୟତ୍ରୀ ଓ ଶାରୀରିକ ଶିକ୍ଷା ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ନେଇ ସମ୍ବିଳନୀ

12-Jul-2025



ସଇଁତଳା (ପ୍ରେରଣା ଖବର):  ସଇଁତଲା ବ୍ଲକସ୍ତରୀୟ ବାର୍ଷିକ କ୍ରୀଡାର କ୍ୟାଲେଣ୍ଡେର ନିର୍ଦ୍ଧାରିତ କରିବା ପାଇଁ ବ୍ଲକର ପ୍ରଧାନଶିକ୍ଷକ/ଶିକ୍ଷୟତ୍ରୀ ଓ ଶାରୀରିକ ଶିକ୍ଷା ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ନେଇ ଏକ ସମ୍ବିଳନୀ ସଇଁତଳା ବାଳିକା ବିଦ୍ୟାଳୟରେ ଅନୁଷ୍ଠିତ ହୋଇଛି l ଗୋଷ୍ଠୀ ଶିକ୍ଷା ଅଧିକାରୀ  ଦିଲୀପ କୁମାର ଯୋଶୀଙ୍କ ନିର୍ଦ୍ଦେଶ କ୍ରମେ ଓ ସଭାପତିତ୍ୱରେ ଅନୁଷ୍ଠିତ ଏହି ସମ୍ବିଳନୀରେ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ  ପ୍ରବୀଣ କୁମାର ପଣ୍ଡା ମୁଖ୍ୟ ଅତିଥି, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ପ୍ରଦୀପ ପାତ୍ର, ପ୍ରଧାନଶିକ୍ଷକ ନୀଳମଣି ପଟେଲ, ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବିନାୟକ କୁମ୍ଭାର, ସଇଁତଲା ଅତିରିକ୍ତ ଶିକ୍ଷା ଅଧିକାରୀ ନାରାୟଣ ଭୋଇ ପ୍ରମୁଖ ସମ୍ମାନନୀୟ ଅତିଥି ଭାବରେ ମଂଚାସୀନ ଥିଲେ l ବ୍ଲକର ଖେଳକୁଦ ରେଜଲ୍ଟ ପାଇଁ ପ୍ରଶଂସା କରିବା ସହିତ କଣ କଲେ  ଏହାର ଅଧିକ ଉନ୍ନତି ହେବ ତାର ଉପରେ ମନ୍ତବ୍ୟ ରଖି ଥିଲେ l ଏହି ସମ୍ବିଳନୀରେ ବାର୍ଷିକ କ୍ରୀଡାର ସ୍ଥାନ ଚୟନ କରାଯାଇଥିଲା l ଖେଳକୁଦ ଘୁନସର ବିଦ୍ୟାଳୟ, କ୍ରିକେଟ ଟିକ୍ରାପଡ଼ା ହାଇସ୍କୁଲ, ଫୁଟବଲ ଧରାବଗଡ଼ ହାଇସ୍କୁଲ, କବାଡି ପଂଚାୟତ ହାଇସ୍କୁଲ ସଇଁତଲା, ଥାଙ୍ଗତା ଓ ହାଣ୍ଡ ବଲ୍ ବାଳିକା ବିଦ୍ୟାଳୟ ସଇଁତଲା ଏବଂ ଯୋଗାସନ, ଅଲମ୍ପିକ ଯୋଗାସନ ସରସ୍ବତୀ ଶିଶୁ ମନ୍ଦିର ସଇଁତଲାରେ ଅନୁଷ୍ଠିତ ହେବା ପାଇଁ ଚୟନ କରା ଯାଇଛି l କ୍ରୀଡା କାର୍ଯ୍ୟକାରୀ କମିଟିର ସଭ୍ୟ ତଥା ୟୁ ଜି ଏଚ ଏସ୍ ଡେଙ୍ଗ ର ପ୍ରଧାନଶିକ୍ଷକ ଚଣ୍ଡାଳ ମିଶ୍ରଙ୍କୁ ଖେଳ ଶିକ୍ଷକ ମାନଙ୍କ ତରଫରୁ ସମ୍ମାନିତ କରାଯାଇଥିଲା l  ବ୍ଲକର ଧରାବଗଡ ହାଇସ୍କୁଲର ପ୍ରଧାନ ଶିକ୍ଷକ ନୀଳମଣି ମେହେର, ଥାଙ୍ଗ ଟା ରେ ୮ଜଣ ଜାତୀୟସ୍ତରୀୟ ଖେଳାଳି ଓ ଏସ ଏସ ଡି  ପ୍ରଧାନଶିକ୍ଷୟତ୍ରୀ ନିବେଦିତା ହୋତା ସ୍କୁଲରୁ କବାଡିରେ ୨ଜଣ ଜାତୀୟସ୍ତରୀୟ ଖେଳାଳି ବାହାରି ଥିବାରୁ  ସମ୍ବର୍ଦ୍ଧିତ କରାଯାଇଥିଲା l ଏହି କାର୍ଯ୍ୟକ୍ରମ ବ୍ଲକ ସମ୍ପାଦିକା ଶ୍ରୀମତୀ ରଂଜିତା ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନ ଅନୁଷ୍ଠିତ ହୋଇ ଥିଲା l ଏଥିରେ ୟୁଜିଏଚଏସ କଅସର ର ପ୍ରଧାନଶିକ୍ଷକ ଘନ ଶ୍ୟାମ ଦଣ୍ଡସେନା ସ୍ବାଗତ ଅଭିଭାଷଣ ଦେଇଥିଲେ l ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷକୟତ୍ରୀ ବିନାୟକ କୁମ୍ଭାର ଧନ୍ୟବାଦ ଅର୍ପଣ କରିଥିଲେ  l ଏହି କାର୍ଯ୍ୟକ୍ରମ ସଫଳ କରିବା ପାଇଁ ବ୍ଲକ ର ସମସ୍ତ ଖେଳ ଶିକ୍ଷକ ଓ ଶିକ୍ଷୟତ୍ରୀ ଓ ସହକର୍ମୀ ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ   12-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   12-Jun-2026
  ଜିଲ୍ଲା  
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   11-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   11-Jun-2026
  ଜିଲ୍ଲା  
ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   11-Jun-2026
  ଜିଲ୍ଲା  
ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ   11-Jun-2026
  ଜିଲ୍ଲା  
*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   11-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   11-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   11-Jun-2026
  ଅପରାଧ  
ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   11-Jun-2026
  ଜିଲ୍ଲା  
ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   11-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ   11-Jun-2026

You Might Also Like