-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ଜିଲ୍ଲାପରିଷଦ ଙ୍କ ଢିଲା କାମ, ଅମୃତଧାରାର କିଛି ନୁହେଁ କାମ

12-Jul-2025



ପାଟଣାଗଡ଼ (ପୂର୍ଣ୍ଣ ଶଶୀ ଶେଖର ରାଓ )ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ନିମନ୍ତେ ବିଭିନ୍ନ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରି କରି କୋଟି କୋଟି ଟଙ୍କା ବିନିଯୋଗ କରୁଥିବା ବେଳେ ବିଭାଗୀୟ ଅଧିକାରୀ ଓ ଠିକାଦାର ଙ୍କ ଲାଭଖୋର ନୀତି ପାଇଁ ସେସବୁ କାର୍ଯ୍ୟରେ ଆସୁନାହିଁ!କେଉଁଠି ଅଳ୍ପ ଦିନରେ ଖରାପ ହେଇଯାଉଛି ତ କେଉଁଠି ସମ୍ପୂର୍ଣ୍ଣ ଅଚଳ ରହୁଛି!ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ବେଲପଡା ବ୍ଲକ 26 ନମ୍ବର ଜୋନ ଧୂମାଭଟା ଗାଁ ରେ ଜିଲ୍ଲା ପରିଷଦ ଅନିମା ଦାଶ ଙ୍କ ଦ୍ୱାରା ଧୂମାଭଟା ନୋଡାଲ ଉଚ୍ଚ ପ୍ରାଥମିକ ଠାରେ ଏକ ଅମୃତଧାରା ନିର୍ମାଣ କରାଯାଇଛି!ସେହି କାମକୁ ଜିଲ୍ଲା ପରିଷଦ ଙ୍କ ଭାଇ ପପୁନ ଖମାରୀ ଠିକା କରିଥିବା ବେଳେ ସେହି କାମ ଟି ଗତ ଦୁଇ ମାସ ତଳେ ସମ୍ପୂର୍ଣ୍ଣ ହୋଇଥିଲା!ବିଲ ସମ୍ପୂର୍ଣ୍ଣ ହୋଇଯାଇଥିଲେ ସୁଦ୍ଧା ଉକ୍ତ ପ୍ରକଳ୍ପ ଟି କୌଣସି କାମରେ ଆସୁନଥିବା ଅଭିଯୋଗ ହେଉଛି!ସେହି କାମ ଟି ଅତି ନିମ୍ନ ମାନର ହୋଇଥିବା ବେଳେ ଟାଙ୍କି ରୁ ଚାରୋଟି ପାଣି ଧାର ଅଛି କିନ୍ତୁ ଗୁଟିଏ ଧାର ରେ ଛିର ଛିର ପାଣି ଆସୁଥିବା ବେଳେ 3 ଟି ଧାର ରେ ପାଣି ବୁନ୍ଦାଏ ମଧ୍ୟ ଆସୁନାହିଁ!ଅମୃତଧାରା ରେ ଥଣ୍ଡା ପାଣି ଯୋଗାଇବା ପାଇଁ ସେଥିରେ ଫ୍ରିଜ ବ୍ୟବହାର ହୁଏ କିନ୍ତୁ ସେଥିରେ ଫ୍ରିଜ ଲାଗିନଥିବା ମଧ୍ୟ ଗ୍ରାମବାସୀ ଅଭିଯୋଗ କରିଛନ୍ତି!ସେଠାରେ ଥିବା ବିଦ୍ୟାଳୟ ର ଛାତ୍ର ଛାତ୍ରୀ ଙ୍କ କୌଣସି କାମରେ ନ ଆସୁଥିବା ବେଳେ ଯାତାୟାତ କରୁଥିବା ଲୋକ ଙ୍କ ମଧ୍ୟ କୌଣସି କାମରେ ଆସୁନାହିଁ!କାର୍ଯ୍ୟ ପାଖରେ ତଦାରଖ କରିବା ପାଇଁ ଯନ୍ତ୍ରୀ ମଧ୍ୟ ଅନୁପସ୍ଥିତ ରହି ରାଜନୀତି ଚାପ ରେ ଚାପି ହୋଇ ବିଲ କରିଥିବା ଶୁଣିବାକୁ ମିଳେ! ଏ ବିଷୟରେ ତତ୍କାଳୀନ ଦାୟିତ୍ୱ ରେ ଥିବା କନିଷ୍ଠ ଯନ୍ତ୍ରୀ ଙ୍କ ପ୍ରତିକ୍ରିୟା ନେବାକୁ କଲ କରାଇଯାଇଥିବା ବେଳେ ସେ କଲ ଗ୍ରହଣ କରିନଥିଲେ!ବଡ଼ବାବୁ ଙ୍କୁ ପଚାରିବାରୁ ଫାଇଲ ଦେଖିଲେ କହିପାରିବି ବୋଲି କହିଥିଲେ!ଠିକ ସେହିପରି 26 ନମ୍ବର ଜୋନ ର ମଣ୍ଡଳ ଗ୍ରାମ ରେ ହୋଇଥିବା ଅମୃତଧାରା କୌଣସି କାମରେ ଆସୁନଥିବା କହୁଛନ୍ତି ଏହି କାମ ମଧ୍ୟ ଜିଲ୍ଲା ପରିଷଦ ଙ୍କ ଦ୍ୱାରା ହୋଇଥିବା ଜଣାପଡିଛି!


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like