-+91-9937148622 |

prerana_bgr@rediffmail.com |

  Friday 12th June 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ    (12-Jun-2026)       ||      *ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   (12-Jun-2026)       ||      ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   (11-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   (11-Jun-2026)       ||      ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   (11-Jun-2026)       ||      ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ    (11-Jun-2026)       ||      *ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   (11-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   (11-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   (11-Jun-2026)       ||      ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   (11-Jun-2026)       ||      ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   (11-Jun-2026)       ||      ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ    (11-Jun-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||     

HOME   ଅପରାଧ

ନିଜକୁ ଟ୍ରେଜେରୀ ଅଫିସର ର ପରିଚୟ ଦେଇ ଅବସରପ୍ରାପ୍ତ ଶିକ୍ଷକଙ୍କ ଠାରୁ ଲକ୍ଷାଧିକ ଟଙ୍କର ଠକେଇ, ପୋଲିସ ହାତରେ ଗିରଫ ହେଲା ଅଭିଯୁକ୍ତ

12-Jul-2025



ବଲାଙ୍ଗୀର(ପ୍ରେରଣା ଖବର):  ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ର ଉନ୍ନତି ସାଙ୍ଗକୁ ଆଜିକାଲି  ଚାରିଆଡ଼େ ସାଇବର କ୍ରାଇମ ବଢିବାରେ ଲାଗିଛି l ଅଜଣା ଫୋନ କଲ ଦ୍ଵାରା  ନିଜକୁ ଉଚ୍ଚ ଅଧିକାରୀ ବୋଲି କହି ବେଳେ ବେଳେ ଠକ ମାନେ ଅନେକ ନିରୀହ ଲୋକଙ୍କ କଷ୍ଟ ଉପାର୍ଜିତ ଲକ୍ଷାଧିକ ଟଙ୍କା ଲୁଟି ନେଉଛନ୍ତି  l ଟ୍ରେଜେରୀ  ଅଫିସରର ପରିଚୟ ଦେଇ ଏପରି ଏକ ଅଭିନବ ଉପାୟରେ ଜଣେ ଶିକ୍ଷକଙ୍କ ଠାରୁ ୧ଲକ୍ଷ ୯୮ ହଜାର ୯୬୮ ଟଙ୍କା ଠକି ନେଇଥିଲା  ଜଣେ ଠକ। ଏହି ଠକର  ନାମ ରାଜେନ୍ଦ୍ର ବିନ୍ଧାଣି (୩ଠ) ଓ ତାର ଘର ମୟୁରଭଂଜ ଜିଲ୍ଲା ବଡସାହି ଥାନା ଅନ୍ତର୍ଗତ ଭଣ୍ଡାରିକୂଳ ବୋଲି ଜଣାପଡିଛି।

  ସୂଚନାରୁ ପ୍ରକାଶ ଯେ,  ଟିଟିଲାଗଡ଼ ଉପଖଣ୍ଡ ପଥର୍ଲାର ଏହି ଅବସରପ୍ରାପ୍ତ ଶିକ୍ଷକଙ୍କ ବକେୟା ପେନସନ୍ ରାଶି କରାଇ ଦେବାକୁ କହି ଏହି ବାବଦକୁ ସରକାରୀ ଟିଡିଏସ୍ ଟଙ୍କା ନ ଦେଲେ ପେନ୍‌ସନ ବନ୍ଦ ହୋଇଯିବ ବୋଲି କହି ଠକ ଜଣକ ଶିକ୍ଷକଙ୍କ ଠାରୁ ବିଭିନ୍ନ ସମୟରେ ଫୋନ୍ ପେ ରେ ୧ଲକ୍ଷ ୯୮ ହଜାର ୯୬୮ ଟଙ୍କା ଠକି ନେଇଥିଲା । ଜାଲ ସିମ୍ କାର୍ଡ ବ୍ୟବହାର କରି ଠକ ଜଣକ ଶିକ୍ଷକଙ୍କ ସରଳତାର ସୁଯୋଗ ନେଇ ତାଙ୍କ ଠାରୁ ଟଙ୍କା ଲୁଟ୍ କରିଚାଲିଥିଲା । ପରେ ଫୋନ୍ ରେ ଯୋଗାଯୋଗ କରିବା ପରେ କୌଣସି ଉତ୍ତର ନ ମିଳିବାରୁ ଶିକ୍ଷକ ଜଣକ ଠକାମୀର ଶିକାର ହୋଇଥିବା ଜାଣିବବାକୁ ପାଇଥିଲେ । ସଇବର ପିଏସ୍ କେଶ ନମ୍ବର ୬, ଦଫା ୩୧୮(୪), ୩୧୯(୨)ବିଏନ୍‌ଏସ, ଦଫା ୬୬-ଡିଆଇଟି ଆକ୍ଟ ୨ଠଠଠରେ ଆଜି ଅଭିଯୁକ୍ତ ରାଜେନ୍ଦ୍ର ବିନ୍ଧାଣି(୩୦)କୁ ବଲାଙ୍ଗୀର ସାଇବର ପୋଲିସ ଗିରଫ କରିଛି । ତା ଠାରୁ ୨ଟି ସ୍ମାର୍ଟ ଫୋନ୍ , ଗୋଟିଏ କିପେଡ୍ ଫୋନ୍, ୨ଟି ଚେକ୍ ବୁକ୍‌, ୩ଟି ପାସବୁକ୍ ଓ ୨ଟି ଡେବିଟ୍ କାର୍ଡ ଜବତ କରାଯାଇଛି । ଏହାପୂର୍ବରୁ ଅଭିଯୁକ୍ତଙ୍କ ନାମରେ କେନ୍ଦୁଝର ଓ ବଲାଙ୍ଗୀର ଥାନାରେ ୪ଟି ଅପରାଧିକ ମାମଲା ରହିଥିବା ପୋଲିସ ସୂଚନା ଦେଇଛି । ସଇବର ପୋଲିସ ଷ୍ଟେସନର ଇନିସପେକ୍ଟର ଭାରତୀ ନାଏକ, ଏସ୍‌ଆଇ ଅବିନାସ ନାଏକଙ୍କ ସମେତ ଧନୀରାମ ବାଗ, ରିପନ ମିଶ୍ର ଓ ସୁଶାନ୍ତ ବାରିକ ଏହି ମାମଲାର ଅନୁସନ୍ଧାନ କରୁଥିବା ବେଳେ ପୋଲିସ ଜନସାଧାରଣଙ୍କୁ ନିଜର ବେଙ୍କ ଏକାଉଣ୍ଟ, ଆଧାର ନମ୍ବର କିମ୍ବା ଏଟିଏମ୍ ପାସୱାର୍ଡ କୌଣସି ଅଜଣା ବ୍ୟକ୍ତି ଙ୍କ  ସହ ସେୟାର ନ କରିବା ପାଇଁ ନିବେଦନ କରିଛନ୍ତି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ   12-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   12-Jun-2026
  ଜିଲ୍ଲା  
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   11-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   11-Jun-2026
  ଜିଲ୍ଲା  
ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   11-Jun-2026
  ଜିଲ୍ଲା  
ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ   11-Jun-2026
  ଜିଲ୍ଲା  
*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   11-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   11-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   11-Jun-2026
  ଅପରାଧ  
ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   11-Jun-2026
  ଜିଲ୍ଲା  
ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   11-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ   11-Jun-2026

You Might Also Like