-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||     

HOME   ଜିଲ୍ଲା

ବରପାଲି ଫାର୍ମାସୁଟିକାଲ୍ସ କଲେଜରେ ଦ୍ବିଦିବସୀୟ ସେମିନାର ଉଦଯାପିତ

13-Jul-2025



ବରପାଲି (ସୁଦାମ ଦୀପ)
 ଏନ୍‌ଆଇଏସ୍‌ଏମର "କୋନା କୋନା ଶିକ୍ଷା" ଦୁଇଦିନିଆ ସେମିନାର କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ବରପାଲି ସ୍ଥିତ ଫାର୍ମାସୁଟିକାଲ୍ କଲେଜ ପରିସରରେ ଆୟୋଜିତ ଏହି ସେମିନାରକୁ ମୁଖ୍ୟଅତିଥି ଭାବେ ଏନ୍‌ଆଇଏସ୍‌ଏମ୍‌ର ରିସୋର୍ସ୍ ପର୍ସନ୍ ଡ଼ ଜୟକିଶନ ମେହେର କାର୍ଯ୍ଯକ୍ରମକୁ ଉଦ୍‌ଘାଟନ କରିବା ସହ ନିଜର ଅନୁଭବ ଓ ଜ୍ଞାନ ମାଧ୍ଯମରେ ବିଶଦ ଭାବରେ ଉପସ୍ଥାପନ କରିଥିଲେ। ଆୟୋଜିତ ସେମିନାରର ମୂଖ୍ଯ ଲକ୍ଷ୍ୟ ଅଂଶଗ୍ରାହୀମାନଙ୍କୁ ଆବଶ୍ୟକୀୟ ଆର୍ଥିକ ଜ୍ଞାନ, ସୁରକ୍ଷା ବଜାର ବିଷୟରେ ଅନ୍ତଦୃଷ୍ଟି, ଆର୍ଥିକ ବଜାରରେ ଠକାମିରୁ ବଞ୍ଚିବା ପାଇଁ ସାବଧାନ ରହିବା ସହ  ରୋଜଗାରର ନୁତନ ସୁଯୋଗ ବିଷୟରେ ସଚେତନ କରିବା ଏବଂ ସଚେତନ ନିଷ୍ପତ୍ତି ନେବାରେ ସକ୍ଷମତା ଯୋଗାଇ ଦେବା। କାର୍ଯ୍ୟକ୍ରମରେ ପରିଚାଳନା ଅଧ୍ଯକ୍ଷ ନରେନ୍ଦ୍ର କୁମାର ହୋତା, ସଭାପତି ହିମାଂଶୁ ମୋହନ ଦେଓ,   ସଂପାଦକ ଦାମୋଦର ପଣ୍ଡା,  ନିର୍ଦ୍ଦେଶକ ରଞ୍ଜନ କୁମାର ସାହୁ, ମହାବିଦ୍ଯାଳୟର ଅଧ୍ୟକ୍ଷ ଅର୍ଣ୍ଣବାଦିତ୍ୟ ମହାନ୍ତି, ଉପାଧ୍ୟକ୍ଷ ଅଶୁତୋଷ ପଧାନ ତଥା କଲେଜର ସମସ୍ତ ଅଧ୍ୟାପକ,ଅଧ୍ୟାପିକା ତଥା ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ। ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ ଦୁଇ ଦିବସୀୟ ଭାବରେ ସଫଳତାର ସହିତ ସମ୍ପୂର୍ଣ୍ଣ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026
  ଜିଲ୍ଲା  
ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   23-Nov-2026
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026

You Might Also Like