-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||     

HOME   ଜିଲ୍ଲା

୪ ତମ ସୋନପୁର ଜିଲ୍ଲା ସ୍ତରୀୟ ସନ୍ତରଣ ପ୍ରତିଯୋଗିତା ଅନୁଷ୍ଠିତ

14-Jul-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
 ୪ ତମ ଜିଲ୍ଲା ସ୍ତରୀୟ ସନ୍ତରଣ ପ୍ରତିଯୋଗିତା -୨୦୨୫ ରାମେଶ୍ବର ଷ୍ଟାଡିୟମ୍ ପରିସରରେ ଥିବା ବିଜୁ ପଟ୍ଟନାୟକ ସନ୍ତରଣଗାର ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାର ସନ୍ତରଣକରୀ ମାନେ ଉଭୟ ଜୁନିଅର ଓ ସବ ଜୁନିଅର ବିଭାଗ ନିମନ୍ତେ ଆଗାମୀ ରାଜ୍ୟରେ ହେବାକୁ ଥିବା ସନ୍ତରଣ ପ୍ରତିଯୋଗିତା ପାଇଁ ଅଂଶ ଗ୍ରହଣ କରିଥିଲେ। ପ୍ରତିଯୋଗିତା ରେ ୧୦୫ ଜଣ ପ୍ରତିଯୋଗୀ ଭାଗ ନେଇଥିଲେ। ୭୦ ଜଣ ପୁଅ ଓ ୩୫ ଜଣ ଝିଅ ଅଂଶ ଗ୍ରହଣ କରିଥିଲା ବେଳେ ଶେଷରେ କୁନି କୁନି ସନ୍ତରଣକାରୀ ମାନଙ୍କୁ ପୁରସ୍କୃତ କରି ଉତ୍ସାହିତ କରାଯାଇଥିଲା। ଏହି ପ୍ରତିଯୋଗିତା କୁ ଜିଲ୍ଲା ସନ୍ତରଣ ସଂଘ ସଭାପତି ଜୟନାରାୟଣ ମେଣ୍ଡିଲୀ ଙ୍କ ଉପସ୍ଥିତିରେ ଏବଂ ସନ୍ତରଣଗାର ର ମୁଖ୍ୟ କୋଚ ସଞ୍ଜୟ କୁମାର ପାଣ୍ଡେ ସହକୋଚ ନିମାଇଁ ଚରଣ ବାଘ, ଦିଗାମ୍ବର ଶତପଥୀ, ବିଦ୍ୟାଧର ମିଶ୍ର, ବିଶ୍ଵ ରଞ୍ଜନ ଦଳାଇ, ପ୍ରକାଶ ମେହେର, ମନୋରଞ୍ଜନ ମିଶ୍ର, ଭକ୍ତି ରଞ୍ଜନ ଦଳାଇ, ସ୍ୱର୍ଣ୍ଣପ୍ରଭା ମହାପାତ୍ର ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026
  ଜିଲ୍ଲା  
ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   23-Nov-2026
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026

You Might Also Like