-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||     

HOME   ଜିଲ୍ଲା

ଅଧରାତିରେ ରକ୍ତଦାନ କଲେ ବିଦ୍ୟାଧର

14-Jul-2025



ବଲାଙ୍ଗିର ଜିଲ୍ଲା ପୁଇତଲା  ବ୍ଲକ୍  ଚେରେଙ୍ଗlବlହlଲୀ ଗାଁ ର ହିରlବତୀ  ପଧାନ  ବଲାଙ୍ଗିର ଭୀମ ଭୋଇ କଲେଜରେ  ଚିକିତ୍ସିତ ହେଉଛନ୍ତି l ତାଙ୍କୁ ଜରୁରି ସ୍ଥିତିରେ ରକ୍ତର ଆବଶ୍ୟକ ହେବାରୁ ତାଙ୍କ ପୁଅ ଉପେନ୍ଦ୍ର ପଧାନ ରାତି ୧୧ ଟା ରେ  ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜକୁ ରକ୍ତ ପାଇଁ ସହଯୋଗ ମାଗିଥିଲେ l ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ସଭାପତି ଅସୀମ କୁମାର ଭୋଇ ଅଧ ରାତିରେ ବିଦ୍ୟାଧର ସାହୁଙ୍କ ଘରକୁ ଜାଇ ନିଜ ଗାଡ଼ିରେ ବସାଇ ଆଣି ଭୀମ ଭୋଇ ରକ୍ତ ଭଣ୍ଡାର ରେ ରକ୍ତଦାନ କରିଥିଲେ l ଠିକ୍ ସମୟରେ ବିଦ୍ୟାଧର ସାହୁ  ରକ୍ତଦାନ କରିଥିବାରୁ ହିରlବତୀ ପଧାନଙ୍କ ଦେହ ସୁସ୍ଥ ଥିବା ତାଙ୍କ ପରିବାର ଲୋକେ କହିଛନ୍ତି l ଏହୀ ଅବସରରେ  ମିଲାପ୍ ଗଡତ୍ୟାଙ୍କୁ ଯୁବ ସଙ୍ଗଠନ ତରଫରୁ ଚାରା ପ୍ରଦାନ କରଯାଇଥିଲା l ଯୁବ କୁଲୁତା ସମାଜର ଏଭଳି ସେବାମୂଳକ କାର୍ଯ୍ୟକ୍ରମକୁ ନୂଆପଡ଼ା ଜିଲ୍ଲା କୁଲୁତା ସମାଜ ସଭାପତି ସରୋଜ ସାହୁ ପ୍ରଶଂସା କରିଛନ୍ତି l ବିଦ୍ୟାଧରର ଏଭଳି ସେବା ପାଇଁ ତାଙ୍କୁ ଏହି  ଯୁବ ସଙ୍ଗଠନ ତରଫରୁ ସମ୍ମାନିତ କରାଯିବ ବୋଲି ପ୍ରସ୍ତାବ ଗୃହୀତ ହୋଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   24-Nov-2026
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026

You Might Also Like