-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ରାଜ୍ୟ

ଝିଙ୍କିଡୁଙ୍ଗୁରୀ ଗ୍ରାମ ପଂଚାୟତରେ ମହାଦୁର୍ନୀତି: ୪ବର୍ଷରେ ୪କୋଟିରୁ ଉର୍ଦ୍ଧ୍ବ ଟଙ୍କାର ଘୋଟାଲା

15-Jul-2025



ସଇଁତଲା(ପ୍ରେରଣା ଖବର): ସଇଁତଲା ବ୍ଲକ ଝିଙ୍ଗିଡୁଙ୍ଗୁରୀ ଗ୍ରାମ ପଂଚାୟତରେ ଗତ ୪ବର୍ଷରେ ୪ କୋଟିରୁ ଉର୍ଦ୍ଧ ଟଙ୍କାର ଘୋଟାଲା ହୋଇଥିବା ଜଣାଯାଏ ।

   ସୂଚନା ଅନୁସାରେ, ଷ୍ଟେଜୱାର୍କରେ ୭୨ଲକ୍ଷ, ନାଳା କାମର ୨୪ ଲକ୍ଷ, ଟେଙ୍ଗ କାମରେ ୧କୋଟି ୨୦ଲକ୍ଷ, ମୋ ପୋଖରୀ ଯୋଜନାରେ ୪୮ ଲକ୍ଷ, ଜମି ଉନ୍ନତିକରଣରେ ୫୦ଲକ୍ଷ, ସୋକପିଟ ନିର୍ମାଣରେ ୧୮ଲକ୍ଷ, ଚେକ ଡ୍ୟାମ ତଥା ମନରେଗା ଯୋଜନାରେ ୨୦ଲକ୍ଷ, ରାସ୍ତା ନିର୍ମାଣରେ ୧୦ଲକ୍ଷ ଟଙ୍କାର କା ଦେଖାଯାଇଥିବା ବେଳେ ସେ ମଧ୍ୟରୁ କେତେଗୋଟି କାମ ନ ହୋଇ ସମସ୍ତ ଟଙ୍କା ହଡ଼ପ କରାଯାଇଥିବା ଜଣାଯାଏ । ଗତ ୪ ବର୍ଷରେ ପ୍ରାୟ ୩ କୋଟି ୫୨ ଲକ୍ଷ ଟଙ୍କାର ଉନ୍ନତିମୂଳକ କାମ ପଂଚାୟତ ଅନ୍ତଗତ ପଟାମରାରେ କରାଯାଇଥିବା ଜଣାଯାଏ । ଅନ୍ୟପକ୍ଷରେ ଏ ବିଷୟରେ ଗତ ୭.୭.୨୦୨୫ ରିଖରେ ସଇଁତଲା ରାଜୀବଗାନ୍ଧୀ ସେବାକେନ୍ଦ୍ର ପରିସରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଦ୍ବାରା ହୋଇଥିବା ଯୁଗ୍ମ ଜଣଶୁଣାଣୀ ଶିବିରରେ ଗ୍ରାମବାସୀ ଏ ବିଷୟରେ ଅଭିଯୋଗ କରିଥିବା ବେଳେ ଅଦ୍ୟାବଧ ପ୍ରଶାସନ କୌଣସି ପଦକ୍ଷେପ ନେଇ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like