-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||     

HOME   ଜିଲ୍ଲା

ସାଂସଦ ସଙ୍ଗୀତାଙ୍କୁ ଭେଟିଲେ ସୋନପୁର କଲେଜର ପୁରାତନ ଛାତ୍ର ସଂଘ

16-Jul-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୋନପୁରର ଏକ ମାତ୍ର ୬୨ ବର୍ଷ ସର୍ବ ପୂରାତନ ସୋନପୁର କଲେଜ କୁ ସରକାରୀ ମାନ୍ୟତା ଦାବୀ ଜୋର ଧରିଛି। ପୂର୍ବ ସରକାର ରେ ବ୍ୟାପକ ରାଜନୈତିକ ଅବହେଳାର ଶିକାର ହୋଇଥିବା ସୋନପୁର କଲେଜ ର ଉନ୍ନତି ତଥା ସରକାରୀ ମାନ୍ୟତା ପାଇଁ ପୂରାତନ ଛାତ୍ର ସଙ୍ଘ ପକ୍ଷରୁ ପ୍ରସ୍ତୁତି ଜୋରଦାର କରିଛି ଦରକାର ହେଲେ ଆନ୍ଦୋଳନକୁ ଓହ୍ଲାଇବା ପାଇଁ ଆଗକୁ ସଂଘ ପ୍ରସ୍ତୁତ ଅଛି। ଏ ନେଇ ସୋନପୁର କଲେଜର ପୁରାତନ ଛାତ୍ରଛାତ୍ରୀ ସଂଘର ସଭାପତି ପ୍ରଫୁଲ୍ଲ ରଥଙ୍କ ନେତୃତ୍ୱରେ କମିଟି ସଦସ୍ୟ ମାନେ ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂଦେଓଙ୍କୁ ସାକ୍ଷାତ କରି କଲେଜର ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା କରିଥିଲେ । ଏହି ଆଲୋଚନାରେ ସୋନପୁର କଲେଜ କିପରି ସରକାରୀ ମାନ୍ୟତା ପାଇ ପାରିବ ସେ ଦିଗରେ ପୁର୍ଣ୍ଣ ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ସଂଘ ପକ୍ଷରୁ ଅନୁରୋଧ କରାଯାଇଥିଲା। ସାଂସଦ ଆସନ୍ତା ଆର୍ଥିକ ବର୍ଷରେ ଆର୍ଥିକ ପାଣ୍ଠି ଦେବା ସହ କଲେଜ ସରକାରୀ ନେଇ ନିର୍ଭର ପ୍ରତିଶ୍ରୁତି ଦେଇଥିଲେ ବୋଲି ସଂଘ ପକ୍ଷରୁ କୁହାଯାଇଛି । ଉକ୍ତ ପ୍ରତିନିଧି ଦଳରେ ଅନ୍ୟ ମାନଙ୍କ ମଧ୍ୟରେ ସଂଘର ସମ୍ପାଦକ ଭାରତ ଭୁଷଣ ଦାଶ, ଯୁଗ୍ମ ସଂପାଦକ ବିଶ୍ବବୀର ମିଶ୍ର, କାର୍ଯ୍ୟକାରିଣୀ ସଦସ୍ୟ ରାମଶଙ୍କର ଭୋଇ, ପ୍ଲାବନ ମହାପାତ୍ର, ରାଜ କିଶୋର ତ୍ରିପାଠୀ, ଜ୍ୟୋତିର୍ମୟ ମିଶ୍ର ପ୍ରମୁଖ ସାମିଲ ଥିଲେ। ସେପଟେ ଜିଲ୍ଳାର ସରକାରୀ ଦଳର ବିଧାୟକ ଇଂ ରଘୁନାଥ ଜଗଦଲା ପୁରାତନ ଛାତ୍ରଛାତ୍ରୀ ସଙ୍ଘର ଦାବୀ ଯତାର୍ଥ ଏବଂ ଏ ନେଇ ସେ ଉଚ୍ଚ ଶିକ୍ଷାମନ୍ତ୍ରୀ ଙ୍କ ସହିତ କଥାବାର୍ତ୍ତା ହୋଇଥିବା ଏଵଂ ପୂର୍ବ ସରକାର ସମୟରେ ଅବହେଳିତ ଅବସ୍ଥାରେ ଥିବା ରାଜ୍ୟର ଆଉ କିଛି ମହାବିଦ୍ୟାଳୟ ଏକା ସାଙ୍ଗରେ ସରକାରୀ ମାନ୍ୟତା ପାଇବା ନେଇ ସୂଚନା ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026

You Might Also Like