-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ସମ୍ବଲପୁର- ଜମନକିରା ଥାନା ଅନ୍ତର୍ଗତ ସଡକ ଦୁର୍ଘଟଣାରେ ସାମ୍ବାଦିକଙ୍କ ସହ ୪ ଆହତ

20-Jul-2025



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ)
ସମ୍ବଲପୁରର ସାମ୍ବାଦିକ ନବୀନ ଦାଶ ଏକ ସଡ଼କ ଦୁର୍ଘଟଣାର ଶିକାର ହୋଇଛନ୍ତି । ନବୀନ ଓ ତାଙ୍କ ପତ୍ନୀ ନିରୁପମା ଶନିବାର ଜମନକିରା ଥାନା ଅନ୍ତର୍ଗତ ମୁକ୍ତେଶ୍ଵର ମନ୍ଦିରକୁ ଦର୍ଶନ ନିମନ୍ତେ ଏକ ବାଇକରେ ଯାଇଥିଲେ। ଅପରାହ୍ନ ୫ଟା ସମୟରେ ସେମାନେ ସମ୍ବଲପୁରକୁ ଫେରୁଥିବାବେଳେ ଗୌଡ଼ପାଲି ଛକ ନିକଟରେ ସମ୍ମୁଖରୁ ଆସୁଥିବା ଏକ ଦ୍ରୁତଗାମୀ ବାଇକ ସେମାନଙ୍କୁ ଜୋରରେ ଧକ୍କା ଦେଇଥିଲା। ଫଳରେ ଶ୍ରୀ ଦାଶ ଓ ପତ୍ନୀ ଜାତୀୟ ରାଜପଥ ଉପରେ ଛିଟକି ପଡ଼ିଥିଲେ। ଦୁର୍ଘଟଣା ଯୋଗୁଁ ସାମ୍ବାଦିକ ଶ୍ରୀ ଦାଶଙ୍କ ମୁଣ୍ଡ ଓ ଗୋଡ଼ରେ ଗଭୀର ଆଘାତ ଲାଗିଛି ଏବଂ ତାଙ୍କର ପତ୍ନୀ ମଧ୍ୟ ଆହତ ହୋଇଛନ୍ତି। ଅପରପକ୍ଷରେ ଦୁର୍ଘଟଣା ଘଟାଇଥିବା ଅନ୍ୟ ବାଇକରେ ଥ‌ିବା ୨ ଆରୋହୀ ମଧ୍ୟ ଆହତ ହୋଇଛନ୍ତି। ତେବେ ଉକ୍ତ ଗାଡ଼ିର ଚାଳକ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟ ଜଣକ ସାମାନ୍ୟ ଆହତ ହୋଇଛନ୍ତି । ଖବରପାଇ ଗୌରପାଲି ଫାଣ୍ଡି ପୁଲିସ ଘଟଣାସ୍ଥଳକୁ ପହଞ୍ଚି ତୁରନ୍ତ ସାମ୍ବାଦିକ ଶ୍ରୀ ଦାଶ, ତାଙ୍କର ପତ୍ନୀ ଓ ଆହତ ଅନ୍ୟ ବାଇକ ଚାଳକଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କରି ବୁର୍ଲା ଭିମସାରକୁ ସ୍ଥାନାନ୍ତର କରିଥିଲେ। ଖବର ଲେଖାଯିବା ପର୍ଯ୍ୟନ୍ତ ଶ୍ରୀ ଦାଶଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥ‌ିବାର ଜଣାପଡ଼ିଛି। ଅନ୍ୟ ପଟରେ ପୁଲିସ ୨ ବାଇକକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ଦୁର୍ଘଟଣା ଘଟାଇଥିବା ବାଇକ ଚାଳକର ପରିଚୟ ମଧ୍ୟ ଖୋଜୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like