-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

 ରୁଙ୍ଗଟା ଶିଳ୍ପ ପ୍ରତିଷ୍ଠା ପାଇଁ ପଲ୍ଲୀସଭା                     

20-Jul-2025



ଶିଳ୍ପ ପ୍ରତିଷ୍ଠା ନେଇ ପଲ୍ଲୀସଭା ଚାଲିଥିଲା l ତେବେ ପ୍ରଶାସନ ମତାମତ ସଂଗ୍ରହ କରି ଫଳାଫଳ ନ ଜଣାଇବାରୁ ସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଥିଲା l ପରେ ଗ୍ରାମବାସୀ ବ୍ଲକ ଘେରାଉ କରିଥିଲେ l ତେବେ ଏହି ସମୟରେ ପୁଲିସ ସେମାନଙ୍କ ଉପରେ ଲାଠି ଚାଳନା କରିଥିବା ଜଣାପଡିଛି l ସୂଚନା ଅନୁଯାୟୀ,ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ରେ ରୁଙ୍ଗଟା ଶିଳ୍ପ ପ୍ରତିଷ୍ଠା ହେବା ନେଇ ପୁରୁଣାପାଣି ପଞ୍ଚାୟତ କଣ୍ଟାବଣି ସ୍କୁଲ

ପଡିଆ ଠାରେ ସ୍ବତନ୍ତ୍ର ପଲ୍ଲୀସଭା ହୋଇଥିଲା l ଯେଉଁଥିରେ ପ୍ରଭାବିତ ହେବାକୁ ଥିବା ଗ୍ରାମର ଲୋକ ଯୋଗ ଦେଇଥିଲେ l ରାଇରଙ୍ଗପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧନାଇ ଚରଣ ଟୁଡୁଙ୍କ ଅଧ୍ଯକ୍ଷତାରେ ଦିନ ୧୦ଟା ବେଳେ ପଲ୍ଲୀସଭା ଆରମ୍ଭ ହୋଇଥିଲା l ପ୍ରଶାସନ ପକ୍ଷରୁ ହାତ ଉଠାଇ ଶିଳ୍ପ ସପକ୍ଷରେ  ଓ ବିପକ୍ଷରେ ମତ ଲୋଡାଯାଇଥିଲା l ତେବେ ସ୍ପଷ୍ଟ ନ ହେବାରୁ ଦସ୍ତଖତ ମାଧ୍ଯମରେ ମତାମତ ସଂଗ୍ରହ କରାଯାଇ ଥିଲା l ବିପକ୍ଷ ମତ ଅଧିକ ଆସୁଥିବା ଦେଖି ବିଡିଓ କୁଆଡେ ପଲ୍ଲୀସଭାରୁ ଦସ୍ତଖତ ଖାତା ନେଇ ଚାଲିଯିବା ଉଦ୍ଯମ କରିଥିଲେ l ହେଲେ ତାଙ୍କୁ ଛଡାଯାଇ ନଥିଲା ଏବଂ ପୁଣି ମତାମତ ସଂଗ୍ରହ ହୋଇଥିଲା l ପ୍ରାୟ ୬ ଘଣ୍ଟା ଧରି ଏହି ପ୍ରକ୍ରିଆ ଚାଲିଥିବା ବେଳେ ତେବେ ଅଧିକାରୀମାନେ ଫଳାଫଳ ନ ଜଣାଇ ବ୍ଲକ କାର୍ଯ୍ଯାଳୟ ଚାଲିଯାଇଥିଲେ l ଫଳରେ ଉତ୍ତ୍ଯକ୍ତ ଗ୍ରାମବାସୀ ବ୍ଲକ ଘେରାଉ କରିଥିଲେ ଏବଂ ଫଳାଫଳ

ଜାଣିବା ପାଇଁ ଅଡିବସିଥିଲେ l ସଂନ୍ଧ୍ଯା ୭ଟା ବେଳେ ଉତ୍ତେଜନା ବଢିଥିଲା l ସ୍ଥିତି ନିୟନ୍ତ୍ରଣ ପାଇଁ ୮ ଟା ବେଳେ ପୁଲିସ ଲାଠି ଚାଳନା କରିଥିଲେ l ବିଦ୍ଯୁତ୍ କାଟ ହୋଇଥିଲେ ବି ପୁଲିସ ଗୋଡାଇ ଗୋଡାଇ ପିଟିଥିଲେ l ପୁଲିସ ମାଡରୁ ଗଣମାଧ୍ଯମ ପ୍ରତିନିଧୁ ମଧ୍ଯ ବାଦ୍ ପଡି ନଥିଲେ l ସ୍ଥିତି ନିୟନ୍ତ୍ରଣ ପାଇଁ ରାଇରଙ୍ଗପୁର ଅତିରିକ୍ତ ଏସପି ଯଦୁନାଥ ଜେନା, ଏସଡିପିଓ ଗୋକୁଳାନନ୍ଦ ସାହୁ, ରାଇରଙ୍ଗପୁର ଆଇଆଇସି ଜ୍ଯୋତି ପ୍ରକାଶ ସ୍ବାଇଁ ପ୍ରମୁଖଙ୍କ ସହ ୪ ପ୍ଲାଟୁନ ପୁଲିସ ଫୋର୍ସ ବ୍ଲକ କାର୍ଯ୍ଯାଳୟ ରେ ମୁତୟନ ଥିଲେ l

ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଶ୍ଯାମନେନ୍ଦୁ ପରିଡାଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like