-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ ପାଳିତ

20-Jul-2025



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ)
ଜିଲ୍ଲା  ସ୍ୱାସ୍ଥ୍ୟ ସମିତି ତରଫରୁ ସ୍ଥାନୀୟ ସରକାରୀ ମହିଳା  ସ୍ୱାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ର ସୁବର୍ଣ୍ଣପୁର ତାଲିମ ଗୃହ ଠାରେ ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା  ଦିବସ-୨୦୨୫   ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ ଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସଭା ରେ ଅତିରିକ୍ତ ଜ଼ିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ (ଯକ୍ଷ୍ମା) ଡ଼ା ପଦ୍ମହଂସା ଦୋରା , ଜାତୀୟ ସ୍ୱାସ୍ଥ୍ୟ ମିଶନ ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ରୂପକ କୁମାର ମହାପାତ୍ର, ଅଧୀକ୍ଷକ ସରକାରୀ ମହିଳା ସ୍ୱାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ର ସୁବର୍ଣ୍ଣପୁର ସ୍ମିତାଶ୍ରୀ ନାୟକ ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଉପସ୍ଥିତ ଥିଲେ। ଉପସ୍ଥିତ ଅତିଥି ବୃନ୍ଦ ଉକ୍ତ ଦିବସ ର ମହତ୍ୱ ତଥା ଜନ ସଂଖ୍ୟା ବୃଦ୍ଧି ର କାରଣ ଓ ନିରାକରଣ ଉପରେ ବିଷଦ ଭାବରେ ଆଲୋଚନା କରି ସମସ୍ତ ଙ୍କୁ ସଚେତନତା ବାର୍ତା ମାଧ୍ୟମରେ ଜନସଂଖ୍ୟା ରୋକିବା ପାଇଁ ଆହ୍ୱାନ ଦେଇ, ପରିବାର ନିୟୋଜନ ଏକ ସାମାଜିକ ଦାୟିତ୍ୱ, ପ୍ରଥମ ଗର୍ଭଧାରଣ ରେ ବିଳମ୍ବ ଓ ସନ୍ତାନ ଜନ୍ମ ମଧ୍ୟରେ ବ୍ୟବଧାନ ପାଇଁ କୋୖଣସି ଗୋଟିଏ ଉପାୟ ଆପଣାନ୍ତୁ ଏବଂ ଏକ ସୁସ୍ଥ ସୁନ୍ଦର ସୁଖୀ ପରିବାର ଗଠନ କରିବାରେ ସହାୟକ ହୋଇ ପାରିବା ଉପରେ ଗୁରୁତ୍ୱାରୋପ କରିଥିଲେ।
ଉକ୍ତ ସଭାରେ ଆଶା, ମାସ ମେମ୍ବର, RARE ର କର୍ମକର୍ତା, skill Development center ର କର୍ମଚାରୀ,ନର୍ସିଂ ସ୍କୁଲ ର ଛାତ୍ରୀ , ନର୍ସିଂ ଅଫିସର ,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ  ଉପସ୍ଥିତ ଥିଲେ । ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ଶ୍ୟାହେଲି ହାଲଦାର ଓ ମଧୁସ୍ମିତା କର ନର୍ସିଂ ଟ୍ୟୁଟର  କାର୍ଯ୍ୟକ୍ରମ କୁ ସହଯୋଗ କରିଥିଲେ । ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ   ଉପସ୍ଥିତ ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like