-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ନୂଆପଡ଼ା: ଜିଲ୍ଲାସ୍ତରୀୟ ପ୍ରଶାସନିକ ବେଡମିଣ୍ଟନ ପ୍ରତିଯୋଗିତା

20-Jul-2025



ନୂଆପଡ଼ା(ପରମେଶ୍ଵର ମେହେର): ଇନଡୋର ଷ୍ଟାଡିୟମ ନୂଆପଡ଼ା ଠାରେ ଆନ୍ତର୍ଜାତିକ ସମବାୟ ବର୍ଷ ଅବସରରେ  ସମବାୟ ବିଭାଗ, ଓଡ଼ିଶା ସରକାର , ନୂଆପଡ଼ା ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା କ୍ରୀଡ଼ା ବିଭାଗ ତରଫରୁ ଜିଲ୍ଲାସ୍ତରୀୟ ପ୍ରଶାସନିକ ବେଡମିଣ୍ଟନ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି। ପ୍ରତିଯୋଗିତାକୁ ଜିଲ୍ଲାପାଳ ନୂଆପଡ଼ା ମଧୁସୂଦନ ଦାଶ ଏବଂ ଆରକ୍ଷୀ ଅଧିକ୍ଷକ ନୂଆପଡ଼ା ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ର ଉଦ୍ଘାଟନ କରିଥିଲ। ଡ଼ବଲସ ରେ ଷୋହଳଟି ପ୍ରଶାସନିକ ଅଧିକାରୀ ଦଳ ଭାଗନେଇ ଫାଇନାଲରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକ ଏବଂ ଲୋୟର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପ ଅଧିକାରୀ ତଥା ସହଯୋଗୀ ଖେଳାଳି ନୂଆପଡ଼ା ଙ୍କ ଦଳ ଫାଇନାଲକୁ ପ୍ରବେଶ କରିଥିଲେ। ଫାଇନାଲରେ ଲୋୟର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପ ଅଧିକାରୀ ସୌମ୍ୟ କିଶୋର ଜୟପୁରିଆ ଓ ଆଲୋକ କୁମାର ପାତ୍ର ବିଜେତା ହୋଇଥିଲେ ଏଵଂ ଜିଲ୍ଲାପାଳ ନୂଆପଡ଼ା ମଧୁସୂଦନ ଦାସ ଓ ଆରକ୍ଷୀ ଅଧିକ୍ଷକ ନୂଆପଡ଼ା ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ର ଉପବିଜେତା ହୋଇଥିଲେ । ମିକ୍ସଡ ଡବଲସରେ ଛଅଟି ଜିଲ୍ଲା ସ୍ତରୀୟ ପ୍ରଶାସନିକ ଦଳ

ଭାଗନେଇଥିଲେ । ଫାଇନାଲ ରେ ଆରକ୍ଷୀ ଅଧିକ୍ଷକ ନୂଆପଡ଼ା  ଗୁଣ୍ଡଲା ରେଡ୍ଡୀ ରାଘବେନ୍ଦ୍ର ଓ ଗୋଷ୍ଠି ଉନ୍ନୟନ ଅଧିକାରୀ ସିନାପାଲି କର୍ମୀ ଓରାମ ବିଜେତା ଏବଂ ଜିଲ୍ଲା କ୍ରୀଡ଼ା ଅଧିକାରୀ ରାଜେନ୍ଦ୍ର ପ୍ରସାଦ ବଢ଼ାଇ  ଓ ଅତିରିକ୍ତ କୋଷାଗାର ଅଧିକାରୀ ମଧୁସ୍ମିତା ପରିଜା ଉପ- ବିଜେତା  ହୋଇଥିଲା। କୃତିପ୍ରତିଯୋଗୀ ମାନଙ୍କୁ ଜିଲ୍ଲାପାଳ ନୂଆପଡ଼ା ମଧୁସୂଦନ ଦାଶ , ଆରକ୍ଷୀ ଅଧିକ୍ଷକ ନୂଆପଡ଼ା, ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ର, ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ନୂଆପଡ଼ା ସୁରମି ସୋରେନ ପ୍ରମୁଖ ପୁରସ୍କୃତ କରିଥିଲେ। ଜିଲ୍ଳା କ୍ରୀଡ଼ା ଅଧିକାରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l ଡିଆରସିଏସ ନୂଆପଡ଼ା ଶିବପ୍ରସାଦ ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ l ଜିଲ୍ଲା ସ୍ତରୀୟ ପ୍ରଶାସନିକ ବେଡମିଣ୍ଟନ ପ୍ରତିଯୋଗିତା ଅଧିକାରୀ ମାନଙ୍କ ମନରେ ଅଫୁରନ୍ତ ଉତ୍ସାହ ଓ ପ୍ରେରଣା ଭରି ଦେଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like