-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

୪୨କିଲୋ ବାର୍‌ହା ମାଂସ ଜବତ, ଦୁଇଟି ଜୀଅନ୍ତା ଶାବକ ଉଦ୍ଧାର ଓ ୧୧ ଜଣ ଗିରଫ 

20-Jul-2025



ମାଲକାନଗିରି ଜିଲ୍ଲାରୁ କେଶବ ଚନ୍ଦ୍ର ନାୟକଙ୍କ ରିପୋର୍ଟ 

ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବନ ବିଭାଗ  ସ୍ୱାଭିମାନ ଅଂଚଳର ରାଲେଗଡ଼ା ପଞ୍ଚାୟତର ସାରକୁବନ୍ଧ ଗାଁ ନିକଟରୁ ବରାହ ଶିକାର କରୁଥିବା ଅଭିଯୋଗରେ ୧୧ ଜଣକୁ ଗିରଫ କରିବା ସହିତ ସେମାନଙ୍କ ନିକଟରୁ ଟାଙ୍ଗିଆ,କାତି,ତେଣ୍ଟା ଏବଂ ୧୦୦ରୁ ଊର୍ଦ୍ଧ୍ବ  ଜାଲ, ୪୨ କିଲୋ ବାର୍‌ହା ମାଂସ, ୨ ଗୋଟି ଜୀବନ୍ତ ଶାବକ, ୯ଟି ବାଇକ, ଗୋଟିଏ ଟ୍ରାକ୍ଟର ଜବତ କରାଯାଛି।

ବନ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁଯାୟୀ, ରାଲେଗଡ଼ା ପଞ୍ଚାୟତରେ କିଛି ଗ୍ରାମରେ ଗତ କିଛି ଦିନ ହେବ ଜଙ୍ଗଲ ଜନ୍ତୁ ଶିକାର ହେଉଥିଲା। ଆଜି ମାଲକାନଗିରି ଡିଏଫ୍‌ଓ ସାଇ କିରଣ ଡି ଏନଙ୍କ ନିର୍ଦ୍ଦେଶକ୍ରମେ ଚିତ୍ରକୋଣ୍ଡା ବନାଞ୍ଚଳ ଅଧିକାରୀ ବଳରାମ ନାୟକଙ୍କ ନେତୃତ୍ବରେ ବନପାଳ ନିରଞ୍ଜନ ସାରକା, ବନପାଳ ରାଜେଶ କୁମାର ସେଠୀ, ବନରକ୍ଷୀ ସଞ୍ଜୟ କୁମାର ପରିଡ଼ା, ୱାଇଲଡ଼ ଲାଇଫ ପାରା ସ୍କ୍ୱାର୍ଡ ମିଳିତ ଭାବେ ଉକ୍ତ ଅଂଚଳରେ ଚଢ଼ାଉ କରିଥିଲେ।
ଚଢ଼ଉ ସମୟରେ ସେମାନଙ୍କ ନିକଟରୁ କଟାଯାଇଥିବା ବାର୍‌ହା ମାଂସ ୪୨ କିଲୋ ୯୦୦ ଗ୍ରାମ, ଶିକାରରେ ବ୍ୟବହୃତ ହୋଇଥିବା ଟାଙ୍ଗିଆ,କାତି,ତେଣ୍ଟା,ବାର୍‌ହା ଫାଶ, ୯ ଗୋଟି  ମୋଟର ସାଇକେଲ, ଗୋଟିଏ ଟ୍ରାକ୍ଟର,୨ଟି ଜୀବନ୍ତ ବାର୍‌ହା ଶାବକ ଜବତ କରାଯାଇଛି। ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତ ସ୍ୱାଭିମାନ ଅଞ୍ଚଳର କୋତାଉରୁ, ଲିମାସେତୁ, ମଣ୍ଡା

ପାଲ୍ଲୀ ଏବଂ ପାପର ମେଟଲା ଅଂଚଳର ବୋଲି ବନ ବିଭାଗ ତରଫରୁ ସୂଚନା ମିଳିଛି। 
ଗିରଫ ଅଭିଯୁକ୍ତ ହେଲେ ବାଳକ୍ରୀଷ୍ଣା ଉଡ଼ୁ, ସନ୍ତୋଷ ବାରବାସ, କମଲେଶ ଉଡ଼ୁ, ରାମବାବୁ ବାରବାସ, ନାଗେଶ କୁମୁଡା, ନାଗରଜୁ ବାରବାସ, କ୍ରିଷ୍ଣା ରାଓ ପତରଙ୍ଗୀ, ବୋମାନା କୁମୁଡା, ମାଛଲିଙ୍ଗମ ବାରବାସ, ସନ୍ୟାସୀ ରାଓ ବାରବାସ, ଶ୍ରୀନୁବାବୁ ଖିଲ। ଆସନ୍ତାକାଲି ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟରେ ହଜାର କରାଯିବା ନେଇ ଚିତ୍ରକୋଣ୍ଡା ବନାଞ୍ଚଳ ଅଧିକାରୀ ବଳରାମ ନାୟକ ପ୍ରକାଶ କରିଛନ୍ତି । ଏହା ବ୍ୟତିତ ୨ ଗୋଟି ବରାହ ଶାବକକୁ ଉପଯୁକ୍ତ ତଦାରଖ ପରେ ଜଙ୍ଗଲରେ ଛଡ଼ାଯିବ ବୋଲି ଶ୍ରୀ ନାୟକ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like