-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||     

HOME   ଜିଲ୍ଲା

ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଳନ ପାଇଁ ବରପାଲି ବ୍ଲକସ୍ତରୀୟ ଯାଦବ ସମାଜ ର ପ୍ରସ୍ତୁତି ବୈଠକ

21-Jul-2025



ବରପାଲି(ସୁଦାମ ଦୀପ): ଚଳିତ ବର୍ଷ ଜନ୍ମାଷ୍ଟମୀ ଓ ନାନ୍ଦୋତ୍ସବ ପାଇଁ ରବିବାର ବରପାଲି ଯାଦବ ସମାଜ ତରଫରୁ ଏକ ପ୍ରସ୍ତୁତି ବୈଠକ ଜୟଗୋପାଳ କଲ୍ୟାଣ ମଣ୍ଡପ ଠାରେ ବ୍ଲକ ସଭାପତି ମନଫୁଲ ଭୋଇଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି l ବୈଠକରେ ପୂର୍ବବର୍ଷ ଅପେକ୍ଷା ଚଳିତବର୍ଷ ଏହି ତିନିଦିନିଆ କାର୍ଯ୍ୟକ୍ରମକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସର୍ବସମ୍ମତି କ୍ରମେ ପ୍ରସ୍ତାବ ନିଆଯାଇଥିଲା l ଏହି ଅବସରରେ ଯାତ୍ରା ସୁପରିଚାଳନା ପାଇଁ ବିଭିନ୍ନ କମିଟି ଗଠନ କରାଗଲା l ଯାତ୍ରା କମିଟିର ମୁଖ୍ୟ ପରିଚାଳକ ଭାବେ ରସାନନ୍ଦ ଥପା ମନୋନୀତ ହୋଇଥିବାବେଳେ ଖଡିଆ ବଗର୍ତି, ନନ୍ଦୀ କିଶୋର ବାଗ, ପ୍ରତାପ ନାଗ, କୁନୁ ଜାଲ, ସୁଦାମ ପୋଡ଼, ଅକ୍ଷୟ ଭୋଇ, ଟିକି ଜାଲ, ନମିତା ଜାଲ, ସିନ୍ଧୁ ବଗର୍ତି, ତିଲୋତ୍ତମା ଭୋଇ ପ୍ରମୁଖ ପରିଚାଳନା କମିଟିରେ ରହିଛନ୍ତି l ଏହି ବର୍ଷ ନନ୍ଦରାଜା ଭାବେ କୁଞ୍ଜବିହାରୀ ରାଉତ ଓ ବସୁଦେବ ଭାବେ ଧୀରେନ୍ଦ୍ର ଭୋଇ ସପତ୍ନୀକ କର୍ତ୍ତା ଦାୟିତ୍ୱ ନିର୍ବାହ  କରିବେ l ପ୍ରସ୍ତୁତି ବୈଠକରେ ଗୋବିନ୍ଦ ଜୁଆଡ଼ି, ଆନନ୍ଦ କାଣ୍ଡ, ବିଶ୍ଵାମିତ୍ର ପୋଢ଼, ହଜାରୁ ମହାକୁର, ମନୋରଞ୍ଜନ ବଗର୍ତ୍ତୀ, ପୂର୍ଣଚନ୍ଦ୍ର ଠେଲା, ନିକୁଞ୍ଜ ଷାଣ୍ଡ, ଗୁଡ଼ୁ ଷାଣ୍ଢ, ବାଲୁଙ୍କେଶ୍ୱର ବେମାଲ, ଆଦିକନ୍ଦ ଭୋଇ ପ୍ରମୁଖ ଙ୍କ ସହିତ ମହିଳା ସମିତିର ସମସ୍ତ ସଭ୍ୟ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ l ପରିଶେଷରେ ବରିଷ୍ଠ ସଭ୍ୟ କୁଞ୍ଜ ବିହାରୀ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026

You Might Also Like