-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ସୁନାମୁଦୀ ବାପୁଜୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଲଗୋ ଉନ୍ମୋଚିତ

21-Jul-2025



ବଲାଙ୍ଗୀର/ପାଟଣାଗଡ଼(ପ୍ରେରଣା ଖବର): ଆଜି ସ୍ଥାନୀୟ ବାପୁଜୀ ଉଚ୍ଚ ବିଦ୍ୟାଳୟ ସୁନାମୁଦି ଠାରେ  ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ଦ୍ଵାରା ସୁବର୍ଣ୍ଣ ଜୟନ୍ତୀ ଲଗୋ ଉନ୍ମୋଚିତ ହୋଇ ଯାଇଛି।  ଉକ୍ତ କାର୍ଯ୍ୟକ୍ରମରେ ପାଟଣାଗଡ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଗୋଷ୍ଠୀ ଶିକ୍ଷା ଅଧିକାରୀ ଉପସ୍ଥିତ ରହିଥିଲେ । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଆଗାମି ନଭେମ୍ବର ମାସରେ ଦୁଇ ଦିନ ବ୍ୟାପି ହେବାକୁ ଥିବା ସୁବର୍ଣ୍ଣ ଜୟନ୍ତୀର କାର୍ଯ୍ୟପନ୍ଥା ବିଷୟରେ ଆଲୋଚନା ସହ ବିଦ୍ୟାଳୟର ସର୍ବାଙ୍ଗୀନ ବିକାଶ କେମିତି ହେଇ ପାରିବ ତାହାରି ଉପରେ ଗୁରୁତ୍ବ ଆରୋପ କରିଥିଲେ। ଏହି କାର୍ଯ୍ୟକ୍ରମରେ ସୁବର୍ଣ୍ଣ ଜୟନ୍ତୀ ପାଳନ କମିଟିର ସମ୍ପାଦକ ମୋହନ ସାହୁ, ଉପ ସଭାପତି ଅର୍ଜୁନ କୁମାର ସାହୁ , ଦେବରାଜ ସାହୁ, ପ୍ରେମରାଜ ଯୋଷି, ନବୀନ ସାହୁ, ସୁବାଷ ମଲ୍ଲିକ, ତେଜଲାଳ୍ ବାରିକ , ଶାନ୍ତି କିଶୋର ସାହୁ , ଅମଜତ୍ ସାହୁ , ପକ୍ଷୀରାଜ ସାହୁ, ବିମ୍ବାଧର ବେହେରା,  ସନ୍ତୋଷ କଠାର,  ହରିସ୍ ପୁଟେଲ ପ୍ରମୂଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like