-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ରାମନାଗୁଡାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

21-Jul-2025



ରାୟଗଡା(ସୁପ୍ରିୟା ଷଡଙ୍ଗୀ): ରାମନାଗୁଡା ବ୍ଲକ ସଦଭାବନା ସଭାଗୃହରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ପାରୁଲ ପଟୱାରୀଙ୍କ  ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ବନଖଣ୍ଡ ଅଧିକାରୀ ସଚିନ ଆନ୍ନା ସାହେବ  ଓହଲ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅମ୍ୟୁଲ କୁମାର ଧର, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ରାୟଗଡ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ କିରନଦୀପ କୌର ସହୋତା, ଗୁଣପୁର ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ  ଭି ସରୋଜିନୀ ଦେବୀ ରାମନାଗୁଡା ବ୍ଲକ ଅଧ୍ୟକ୍ଷ ରବିଶଙ୍କର ଗମାଙ୍ଗ ଯୋଗଦେଇ ସମସ୍ତ ଅଭିଯୋଗର ଶୁଣାଣୀ କରିଥିଲେ। ଆଜି ମୋଟ ୫୬ଟି ଅଭିଯୋଗର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ୪୯ଟି  ବ୍ୟକ୍ତିଗତ, ୭ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ଓଡିଶା ଜୀବିକା ମିଶନ ତରଫରୁ ଘୁଷୁରୀ, ଛେଳି, କୁକୁଡ଼ା ପାଳନ ନିମନ୍ତେ କାର୍ଯ୍ୟାଦେଶ, ଫଳଚାଷ ନିମନ୍ତେଶସ୍ୟବାବଦ ବାବଦକୁ ଆର୍ଥିକ ସହାୟତା ଅତିରିକ୍ତ ଜିଲ୍ଲାପାଳ ବଣ୍ଟନ କରି ଥିଲେ । ଅନ୍ୟ ଅଭିଯୋଗ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ଅତିରିକ୍ତ ଜିଲ୍ଲାପାଳ ସମ୍ପୃକ୍ତ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରିବା ସହ ଗ୍ରହଣ କରିଥିବା ପଦକ୍ଷେପର ବିବରଣୀ ଜିଲ୍ଲାପାଳଙ୍କ ଅବଗତ ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।
ଏହି ଅଭିଯୋଗ ଶିବିରରେ  ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ରଞ୍ଜିତା ବେହେରା, ଅବକାରୀ ନିରୀକ୍ଷକ ଧଳସାମନ୍ତ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ବାବୁଲି ନାୟକ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଲିଡ଼ ବ୍ୟାଙ୍କ ଅଧିକାରୀ ଦେବେନ୍ଦ୍ର ବାଉରୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଉପଖଣ୍ଡ ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ରାମନାଗୁଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳଙ୍କ ତତ୍ୱାବଧାନରେ ଅନୁଷ୍ଠୀତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ରାମନାଗୁଡା ତହସିଲଦାର ପ୍ରାଣକୃଷ୍ଣ ପାଣିଗ୍ରାହୀ, ରାମନାଗୁଡା ଥାନା ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।
ସହକାରି ଜିଲ୍ଲାପାଳ ତଥା ଅଭିଯୋଗ ଶୁଣାଣି ଅଧିକାରୀ ସସ୍ମିତା ପଟ୍ଟନାୟକ, ଅଭିଯୋଗ ଶୁଣାଣିର ବରିଷ୍ଠ ରାଜସ୍ୱ ସହାୟକ ଅଚ୍ୟୁତାନନ୍ଦ ଲିମା କନିଷ୍ଠ ରାଜସ୍ୱ ସହାୟକ ଲୋପାମୁଦ୍ରା ଶିବିର ପରିଚାଳନା  କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like