-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ସିନାପାଲି ଜଗନ୍ନାଥ ଛକ ଦୁର୍ଗାପୂଜା ପ୍ରସ୍ତୁତି ବୈଠକ

21-Jul-2025



ସିନାପାଲି (ଚିନ୍ତାମଣି ନେତାମ)
 ଶାରଦୀୟ ଦୁର୍ଗାପୂଜା ନିମନ୍ତେ ସିନାପାଲି ଜଗନ୍ନାଥ ଛକ ଦୁର୍ଗାପୂଜା କମିଟିର ଏକ ପ୍ରସ୍ତୁତି ବୈଠକ ଈଶ୍ୱର ପ୍ରସାଦ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଛି ା ଚଳିତବର୍ଷ ଏହି କମିଟି ୪୮ତମ ପାର୍ବଣ ଉତ୍ସବ ପାଳନ କରିବାକୁ ଯାଉଥିବା ବେଳେ ଏଥର ସଭାପତି ଭାବରେ ଈଶ୍ୱର ପ୍ରସାଦ ମେହେର, ଉପସଭାପତି ରାମକୃଷ୍ଣ ମେହେର, ସଂପାଦକ ଜିତେଂଦ୍ର ମେହେର, ସହସଂପାଦକ ଭୀଷ୍ମରାଜ ମେହେର ଓ ବେଣୁଧର ମେହେର ଏବଂ କୋଷାଧ୍ଯକ୍ଷ ଭାବରେ ମହେଂଦ୍ର ମେହେରଙ୍କୁ ଚୟନ କରାଯାଇଛି ା ପୂଜାକୁ ଭବ୍ଯ ଓ ଶୃଙ୍ଖଳିତ କରିବା ପାଇଁ ଏହି ସଭାରେ ବିଶଦ ଆଲୋଚନା କରାଯାଇଛି ା ସେହିପରି କମିଟିର ଉପଦେଷ୍ଟା ମଣ୍ତଳୀରେ ବୈଶମ୍ପାୟନ ମେହେର, ତୁଳସୀରାମ ମେହେର, ଚତୁର୍ଭୁଜ ମେହେର, ତପେଶ୍ବର ମେହେର, ନବୀନଚଂଦ୍ର ମେହେର, ଲୋକନାଥ ମେହେର, ପରମେଶ୍ବର ମେହେର, ଚତୁର୍ଭୁଜ ମେହେର, ଉଦ୍ଧବ ମେହେର, ବୈଷ୍ଣବ ମେହେର, ତରୁଣ କୁମାର ମେହେର ରହିଛନ୍ତି ା କର୍ତ୍ତା ଭାବରେ ଉଗ୍ରେସନ ମେହେର ଓ ତାଙ୍କ ଧର୍ମପତ୍ନୀଙ୍କୁ ଚୟନ କରାଯାଇଛି ା ସେହିପରି ଆଗାମୀ ୨୦୨୭ରେ ହେବାକୁ ଥିବା ସୁବର୍ଣ୍ଣ ଜୟନ୍ତୀର ସଂଯୋଜକ ଭାବରେ ଚତୁର୍ଭୁଜ ମେହେର, ବୈଷ୍ଣବ ମେହେର ଓ ତରୁଣ ମେହେରଙ୍କୁ ମନୋନିତ କରାଯାଇଥିଲା ା ଅନ୍ଯମାନଙ୍କ ମଧ୍ଯରେ ସଭାରେ ମୁରଳୀଧର ମେହେର, ବନମାଳି ମେହେର, ପ୍ରଦ୍ଯୁମ୍ନ ମେହେର, ପ୍ରଦୀପ ମେହେର, ହାଡ଼ୁରାମ ମେହେର, ବୈବସୁତ ମେହେର, ନିଲାଂଚଳ ମେହେର, କୄଷ୍ଣରାମ ମେହେର, ନିତିଶ ମେହେର, ନୂତନ, ତିଳେଶ୍ବର, ତ୍ରିବିକ୍ରମ, ବୁଦ୍ଧଦେବ, ପରମେଶ୍ବର,  ଶଙ୍କର, ପ୍ରଭାତ, ଜଗମୋହନ, ଚଂଦ୍ରଶେଖର, ଓମପ୍ରସାଦ, ସୋହନ, ମନୋରଞ୍ଜନ, ରାକେଶ, ଆୟୁଷ, ହିମାଂଶୁ, ଚନ୍ଦନ, ନରେଶ, କିଶନଲାଲ, ଚଂଦ୍ରଧ୍ୱଜ, ଘନଶ୍ଯାମ ପ୍ରମୁଖ ଉପସ୍ଥିତ ଥିଲେ ା


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like