-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ମାରାଡୁଗୁଚ୍ଛା ଛକ ରୁ ଗୁଞ୍ଜି ମୁଣ୍ଡା ରାସ୍ତା ମରାମତି ଆରମ୍ଭ

21-Jul-2025



ତରଭା(କପିଳାସ ସେଠ) ତରଭା ବ୍ଲକ ମରାଡୁ ଗୋଛା ଗ୍ରାମ ପଞ୍ଚାୟତ ର ମରାଡୁଗୋଛା ଛକ ଠାରୁ ଗୁଞ୍ଜି ମୁଣ୍ଡା ଛକ ପ୍ରୟନ୍ତ ବିପର୍ଯ୍ୟସ୍ତ ହୋଇପଡିଥିବା ଓ ଅଞ୍ଚଳ ବାସି ଙ୍କ ଆନ୍ଦୋଳନ ଧମକ ନେଇ ପ୍ରଗତିବାଦୀ କାଗଜ ସମେତ ଅନ୍ୟ କାଗଜ ରେ ବାରମ୍ବାର ଖବର ପ୍ରକାଶିତ ହେବା ପରେ ପ୍ରଶାସନ ର ମୁଣ୍ଡ ବ୍ୟଥା ର କାରଣ ସାଜି ଥିଲା ରାସ୍ତା I  ଏହି ରାସ୍ତା ମରାମତି ନେଇ ପ୍ରଶାସନ ର ପ୍ରତିଶୃତି କାର୍ଯ୍ୟକାରି ନହେବା ଦୀର୍ଘ ତିନି ମାସ ବିତିଯାଇଥିଲେ ମଧ୍ୟ୍ୟ କୌଣସି ପଦକ୍ଷେପ ନିଆ ନ ଯିବାରୁ ପୁଣି ଥରେ ଗ୍ରାମ ବାସୀ ଓ ଛାତ୍ର ଛାତ୍ରୀ ମାନେ ରାସ୍ତା ମରାମତି ଦାବୀ ନେଇ ଆଗାମୀ 23/7/25ରେ ରାସ୍ତା ରୋକ କରିବା ନେଇଗତ ତା 14/7/25ରେ ଜିଲ୍ଲାପାଳ ଙ୍କ ଉଦେଶ୍ୟ ରେ ତରଭା ବିଡ଼ିଓ ଙ୍କୁ  ଏକ ଦାବୀପତ୍ର ଦିଆ ଯାଇଥିଲା I ଏହି ପରିପେକ୍ଷୀ ରେ ଆଜି ସୋମବାର (21/7/25)  ଜିଲ୍ଲା ପ୍ରଶାସନ ପକ୍ଷରୁ ତରଭା ତହସିଲଦାର ଶ୍ୱେତାଳୀନା ମହାଣା ତରଭା ଥାନା ଆଇ ଆଇସି ଅନିତା କିଡୋ, ଆର. ଡ଼ି ଜେଇ ହେମନ୍ତ କୁମାର ରଣା, ସ୍ଥାନୀୟ ସରପଞ୍ଚ ମନମୋହନ ସାହୁ,   ସ୍ୱେଚ୍ଛା ସେବୀ ରବି ନାରରାୟଣ ସାହୁ, ବନ୍ଦ କେଡ଼ା ଗ୍ରାମର ଅଶୋକ ଦାଶ, ଗୁଞ୍ଜି ମୁଣ୍ଡା  ଗ୍ରାମର ପଦ୍ମଲୋଚନ ଦଳବେହେରା, ବିଶି ନାଏକ, ସୁଦାମ ଦଳବେହେରା, ବନ୍ଦକେଡ଼ା ଗ୍ରାମର ୱାର୍ଡମେମ୍ବର ଜୟ ଚନ୍ଦ୍ର ଭୁଏ, ଗୁହୁରିଆଘାଟ ଗ୍ରାମ ର କାର୍ତ୍ତିକ ସାହୁ  ଙ୍କସହ ବହୁ ନେତୃତ୍ୱ ସ୍ଥାନୀୟ ବ୍ୟକ୍ତି ଙ୍କ ଉପସ୍ଥିତତି ରେ ଆଲୋଚନା ହୋଇ ଥିଲା I  ବର୍ଷା ଛାଡିବା ଓ ଆଗାମୀ ତିନି ମାସମଧ୍ୟରେ ରାସ୍ତା ନିର୍ମାଣ କାମ ଆରମ୍ଭ ହେବ  I ସରକାରୀସ୍ତର ଓ ବିଭାଗୀୟ ସ୍ତର ରେ ସମସ୍ତ କାର୍ଯ୍ୟ, ଟେଣ୍ଡର ପ୍ରକ୍ରିୟା ଶେଷ ହୋଇ ଯାଇଛି ବୋଲି ଆର.ଡ଼ି ଜେଇ ରଣା ସୂଚନା ଦେବା ସହ ପ୍ରାରମ୍ଭିକ ସ୍ତର ରେ ରାସ୍ତା ମରାମତି କାର୍ଯ୍ୟ ଆରମ୍ଭ କରାଯାଇ ଥିଲା I ଗ୍ରାମବାସୀ ମାନେ ରାସ୍ତା ରୋକ ଧମକ ଦାବୀ ରୁ ଓହରିବା ପାଇଁ ପ୍ରସ୍ତାବ ଦେଇ ଥିଲେ I ଅନ୍ୟ ପକ୍ଷ ରେ ଏହି ରାସ୍ତା ରେ ମାତ୍ରା ଧିକ ଭାରି ଯାନ ଯାତାୟାତ କରୁ ଥିବାରୁ ରାସ୍ତା ର ଅବସ୍ଥା ଶୀଘ୍ର ଖରାପ ହେବା ସହ ଅନେକ ସମୟରେ ଦୁର୍ଘଟଣା ଘଟୁଛି ବୋଲି  ଗ୍ରାମ ବାସୀ ମନେ  ପ୍ରଶାସନ ର ଦୃଷ୍ଟି ଆକର୍ଷଣ କରିବା ପରେ ଏହାର ଲିଖିତ ଅଭିଯୋଗ କରନ୍ତୁ ତା ପରେ ଏହାରବ୍ୟବସ୍ଥା କରାଯିବ ବୋଲି ତହସିଲଦାର ପ୍ରକାଶ କରି ଥିଲେ  I 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like