-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ଜିଲ୍ଲା

ଘଣ୍ଟାପଡ଼ାରେ ବୌଦ୍ଧ ଜିଲ୍ଲାପାଳ, ଭୋଟିଙ୍ଗ ବୁଥ୍ ବଢ଼ାଇବା ପାଇଁ କ୍ଷେତ୍ର ପରିଦର୍ଶନ

21-Jul-2025



କଣ୍ଟାମାଳ(ଜୟ କୁମାର ମହାରଣା): ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଯେ କୌଣସି ଭୋଟିଙ୍ଗ ବୁଥରେ ୧୨୦୦ ରୁ ଉର୍ଦ୍ଧ ଭୋଟର ଥିବେ ତାକୁ ୨ଟି ବୁଥ କରିବାପାଇଁ ଆଜି ବୌଦ୍ଧ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ଘଣ୍ଟାପଡ଼ାସ୍ଥିତ ପ୍ରାଥମିକ ବିଦ୍ୟାଳୟର ୧୮୩ ନଂବୁଥକୁ ପରିଦର୍ଶନ କରିଥିଲେ। ଉକ୍ତ କେନ୍ଦ୍ରରେ

୧୨୦୦ରୁ ଅଧିକ ଭୋଟର ଥିବାରୁ ଆଉ ଗୋଟିଏ ବୁଥ ପାଇଁ କ୍ଷେତ୍ର ନିରିକ୍ଷଣ କରିଥିଲେ। ବୁଥ ଗୃହର ଆବଶ୍ୟକୀୟମାନ ନିର୍ଦ୍ଧାରିଣରେ ଠିକ୍ ଥିବା ଏବଂ କିଛି ଅଂଶକୁ ଠିକ୍ କରିବାପାଇଁ କଣ୍ଟାମାଳ ବିଡ଼ିଓ ସାମୀ ଜୟଶ୍ରୀ ରେଡ୍ଡିଙ୍କୁ ଶିଘ୍ର କରିବାପାଇଁ

ନିର୍ଦ୍ଦେଶ ଦେଇଥିଲେ।ଏହି ପରିଦର୍ଶନ ସମୟରେ ଜିଲ୍ଲାପାଳ ଶ୍ରୀ ପଣ୍ଡା ଓ ବିଡିଓ ଶ୍ରୀମତୀ ରେଡ୍ଡି ଙ୍କ ସହ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ପରିଷଦ ମୂଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଉପଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ ,ବ୍ଲକ୍ ସହକାରୀ ଯନ୍ତ୍ରୀ ଜୟ ମହନ୍ତ,ବରଗାଁ ପିଇଓ ଭୂଲେଶ୍ଵର ନାଗ, ବୁଥ ବିଏଲଓ ହେମନ୍ତ ଭୋଇ ଓ ସିଆରସିସି ରୂପାସିଂ କ୍ଷେତି ପ୍ରମୁଖ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like