-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ

21-Jul-2025



କଣ୍ଟାମାଳ(ଜୟ କୁମାର ମହାରଣା): କଣ୍ଟାମାଳ ବ୍ଲକ ସମ୍ବିଳନୀ କକ୍ଷଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳସୁବ୍ରତ କୁମାର ପଣ୍ଡା ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ଗୋୟଲ ଙ୍କ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ

ହୋଇଯାଇଛି ।୫୮ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ବ୍ୟକ୍ତିଗତ ୪୯ଟି ଓ ଗୋଷ୍ଟୀଗତ ୯ଗୋଟି ହୋଇଥିଲା । ୫ ଜଣଙ୍କୁ ନୂତନ ଭତ୍ତା ପ୍ରଦାନ କରାଯାଇଥିଲା l ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିବା ସହ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ସମାଧାନ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା l କଣ୍ଟାମାଳ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଦ୍ୱାରା ବୟୋଜ୍ୟେଷ୍ଟ ବ୍ୟକ୍ତିଙ୍କ ସ୍ଵାସ୍ତ୍ୟ ସେବା ଶିବିର ଅନୁଷ୍ଠିତ ହୋଇଥଲା l ଯୁଗ୍ମଅଭିଯୋଗ ଶୁଣାଣି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା,ଉପଜିଲ୍ଲାପାଳପ୍ରବୀଣ କୁମାର ବାନୁଆ, ଅଧିକ୍ଷଣ ଯନ୍ତ୍ରୀ ଇଂ ସନ୍ଦୀପ କୁମାର ଛୁଆଳସିଂ, ଜିଲ୍ଲାପଂଚାୟତ ଅଧିକାରୀ ମନୋରଞ୍ଜନ ମହାନ୍ତି, ବିଡ଼ିଓ ଶ୍ରୀମତୀ ସାମୀ ରେଡ୍ଡୀ ଜୟଶ୍ରୀ, ତହସିଲଦାର ଶ୍ୱେତପଦ୍ମା ଯୋଶୀ,ବ୍ଲକ ସହକାରୀ ନିର୍ବାହୀଯନ୍ତ୍ରୀ ଜୟ ମହନ୍ତ ,ଏପିଓ ସଂଜିତକୁମାର ମିଶ୍ର,ଗ୍ରାମ ପଂଚାୟତ ଉନ୍ନୟନ ଅଧିକାରୀ ଜ୍ଞାନ ରଞ୍ଜନ ପ୍ରଧାନ,ସହକାରୀ ଯନ୍ତ୍ରୀ ଇଂ ଅଜିତ କୁମାର ସେଠୀ,କନିଷ୍ଠ

ଯନ୍ତ୍ରୀ ରବିନ୍ଦ୍ର ଆଚାରି, ,ବିଏସଏସଓ ସୂର୍ଯ୍ୟ ନାରାୟଣ ଦାସ,ସିଡିପିଓ ପଙ୍କଜିନୀ ମିଶ୍ର,କଣ୍ଟାମାଳ ଥାନା ଅଧିକାରୀ ଭାବନନ୍ଦ ପ୍ରଧାନ ଉପସ୍ଥିତ ଥିଲେ l ପିଇଓ ଜୟଦେବ ପ୍ରଧାନ, ଜ୍ଞାନ ରଞ୍ଜନ ମିଶ୍ରଙ୍କ ସମେତ କଣ୍ଟାମାଳ ବ୍ଲକର ସମସ୍ତ ଅଧିକାରୀ ଓ କର୍ମଚାରୀ ଶିବିର ପରିଚାଳନାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like