-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ମାଲକାନଗିରିରେ ନାବାଳିକାକୁ ଗଣଦୁଷ୍କର୍ମ , ୪ ଗିରଫ

22-Jul-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ମାଲକାନଗିରି ସଦର ମହକୁମାର ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣାରେ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ମାଲକାନଗିରି ଏସପି ବିନୋଦ ପାଟିଲ ଗଣମାଧ୍ୟମକୁ ଅବଗତ କରାଇଛନ୍ତି ଯେ ଏହା ଏକ ଗଣଦୁଷ୍କର୍ମର ଘଟଣା। ମାଲକାନଗିରି ଠାରୁ ୧୦କିମି ଦୂର ମାଲକାନଗିରି-ଜୟପୁର ରାସ୍ତାର ବିଜାଘାଟି ନିକଟରେ ଏହି ଦୁଷ୍କର୍ମ ଘଟଣା ଘଟିଛି। ମାଲକାନଗିରି ସଦର ଥାନା ଅଞ୍ଚଳର ଜଣେ ନାବାଳିକା ଗତ ରବିବାର ସନ୍ଧ୍ୟାରେ ଜଣେ ସାଙ୍ଗଙ୍କ ଜନ୍ମଦିନ ପାର୍ଟିରେ ଯୋଗ ଦେବାକୁ ଯାଇଥିଲା ବେଳେ ସେ କିନ୍ତୁ ଘରକୁ ଫେରିନଥିଲା। ବିଳମ୍ବ ହେବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ ମଧ୍ୟ ଝିଅଟିକୁ ପାଇନଥିଲେ।
ରାତିରେ ବିଜାଘାଟିର ସ୍ଥାନୀୟ ଲୋକେ ଜାତୀୟ ରାଜପଥ- ୩୨୬ ନିକଟରେ ନାବାଳିକାଙ୍କୁ ଏକ ଟ୍ରକ ଡ୍ରାଇଭର ସହ ସନ୍ଦେହଜନକ ଅବସ୍ଥାରେ ଦେଖି ପୋଲିସକୁ ଖବର ଦେଇ ଥିଲେ। ଫଳରେ ସିମେଣ୍ଟ ବୋଝେଇ ଟ୍ରକ ଡ୍ରାଇଭର ଭୟ ସହିତ ପୋଲିସ ନାବାଳିକାଙ୍କୁ ଉଦ୍ଧାର କରି ତଦନ୍ତ ଚଳାଇ ଥିଲା 
ବେଳେ ଆଉ ୩ ଜଣ ଯୁବକ ମଧ୍ୟ ପୀଡ଼ିତ ସହିତ ଦୁଷ୍କର୍ମ କରିଥିଲେ। ସେହି ୩ ଜଣ ଯୁବକ ମାଲକାନଗିରି ସଦର ମହକୁମାର ବୋଲି ଜଣା ପଡିଛି। ଫଳରେ ପୋଲିସ ମୋଟ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ରେ ସକ୍ଷମ ହୋଇଛି। ପୀଡିତା
ନାବାଳକକୁ ଡାକ୍ତର ମାଇନା ପରେ ସ୍ଥାନୀୟ ଶକ୍ତି ସଦନ ଆଶ୍ରୟସ୍ଥଳୀରେ ରଖାଯାଇଛି। ବର୍ତ୍ତମାନ ପୀଡ଼ିତର ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ରହିଛି। ସୁସ୍ଥ ହେଲା ପରେ ପରିବାରଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ କହିଛି। ପୀଡିତା ନାବାଳିକା ର  ମା’ଙ୍କ ଅଭିଯୋଗ ଆଧାରରେ ପୋଲିସ ଆଇପିସି ଓ ପୋକ୍ସୋ ଆଇନରେ ମାମଲା ରୁଜୁ କରିଛି।
ଏହି ଘଟଣା ପ୍ରଘଟ ହେବା ପରେ ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁଖିଲ ଓ କଂଗ୍ରେସର କର୍ମକର୍ତ୍ତାମାନେ ପହଞ୍ଚି ଥାନା ନିକଟରେ ବିଭିନ୍ନ ନାରାବାଜି କରିଥିବା ବେଳେ ପୂର୍ବତନ ବିଧାୟକ ମାନସ ମାଡକାମୀ ଏବଂ ବିଜେଡ଼ିର କର୍ମକର୍ତ୍ତା
ମାନେ ଦୋଷୀ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦୃଢ ଦାବି କରିଛନ୍ତି। ବର୍ତ୍ତମାନ ରାଜନୈତିକ ମହଲରେ ଏହି ଦୁଷ୍କର୍ମ ଘଟଣାକୁ ନେଇ ଚାପା ଉତ୍ତେଜନା ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like