-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଟ୍ୱିଟର (X)ଅଭିଯୋଗ ସମାଧାନ ପାଇଁ ଜିଲ୍ଲାପାଳଙ୍କୁ ଭେଟିଲେ ଆଟା ର ଜିଲ୍ଲା ସଂଯୋଜକ ଶୁଭମ ତାଣ୍ଡି ଓ ଟ୍ୱିର୍ଟର ଆକ୍ଟିଭିଷ୍ଟ ଲକ୍ଷ୍ମୀକାନ୍ତ ତାଣ୍ଡି

22-Jul-2025



ନୂଆପଡା (ଡୋଲେଶ୍ୱର ବାଗ)
ସରକାରୀ ବିଭାଗଗୁଡ଼ିକ ସହିତ ସିଧାସଳଖ ସଂଯୋଗ ସ୍ଥାପନ କରି ନାଗରିକଙ୍କ ଅଭିଯୋଗ ତୁରନ୍ତ ସମାଧାନ କରାଯିବା ଦୃଷ୍ଟିରେ ଟ୍ୱିଟର (X) ପ୍ଲାଟଫର୍ମ ମାଧ୍ୟମରେ ଗ୍ରୀଭାନ୍ସ ରେଡ୍ରେସାଲ ସିଷ୍ଟମ୍ ସକ୍ରିୟ କରାଯିବା ଦାବି କରି ଟ୍ୱିଟର କର୍ମୀମାନେ ନୂଆପଡା ଜିଲ୍ଲାପାଳଙ୍କୁ ଭେଟିଥିଲେ।

ସେମାନେ ଜଣାଇଛନ୍ତି ଯେ, ସାମାଜିକ ଗଣମାଧ୍ୟମର ବ୍ୟାପକ ପ୍ରଚାର ଓ ପ୍ରଭାବ ମଧ୍ୟନଜରରେ ରଖି, ଟ୍ୱିଟର ମାଧ୍ୟମରେ ଅଭିଯୋଗ ଦାଖଲ କରିବା ପାଇଁ ଏକ ସଂଖ୍ୟାବଦ୍ଧ ପ୍ରକ୍ରିୟା ଗଠନ କରାଯିବା ଅତ୍ୟନ୍ତ ଆବଶ୍ୟକ। ଏହା ମାଧ୍ୟମରେ ଜନସାଧାରଣ ସହଜରେ ନିଜ ଅଭିଯୋଗ, ଅନୁରୋଧ ବା ସୂଚନା ସରକାରୀ ଅଧିକାରୀଙ୍କୁ ଦେଇପାରିବେ।

ଏହି ଉଦ୍ୟମ ମାଧ୍ୟମରେ ଏକ ନିର୍ଦ୍ଦିଷ୍ଟ ଟିମ୍ ବା ଅଧିକାରୀଙ୍କୁ ଏହି ପ୍ଲାଟଫର୍ମ ତଦାରଖ ପାଇଁ ନିଯୁକ୍ତ କରାଯିବା ଉଚିତ ବୋଲି ମତ ପ୍ରକାଶ କରିଛନ୍ତି, ଯେଉଁମାନେ ତୁରନ୍ତ ସ୍ୱୀକୃତି ଓ ପ୍ରତିକ୍ରିୟା ଦେବେ।

ସେମାନେ ଅଭିଯୋଗ କରିଛନ୍ତି ଯେ, ପୂର୍ବତନ ସରକାର ସମୟରେ ଟ୍ୱିଟର ମାଧ୍ୟମରେ ଅନେକ ଅଭିଯୋଗ ତୁରନ୍ତ ସମାଧାନ ହୁଏଥିଲା, ଜନସାଧାରଣଙ୍କ ଅନୁଭବ ଉପରେ ସକାରାତ୍ମକ ପ୍ରଭାବ ପଡ଼ୁଥିଲା। କିନ୍ତୁ ବିରୋଧ କରୁଥିବା ଦଳର ଅଭିଯୋଗ ଅନୁସାରେ ବିଜେପି ଶାସନ ଆସିବା ପରେ ଏହି ପ୍ରକ୍ରିୟାକୁ ଅଣଦେଖା କରାଯାଉଛି।

ସେମାନେ ଜିଲ୍ଲାପାଳଙ୍କୁ ଅନୁରୋଧ କରିଛନ୍ତି ଯେ, ଏହି ମାଧ୍ୟମକୁ ତତ୍କାଳ କାର୍ଯ୍ୟାନ୍ବୟନ କରି ଜନସାଧାରଣଙ୍କୁ ସୁବିଧା ଦିଆଯାଉ। ଏହା ନାଗରିକମାନେ ସିଧାସଳଖ ଉପାୟରେ ଶୁଣାଯିବା ଓ ସମାଧାନ ପାଇବାର ଅନୁଭବ ଦେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like