-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ଜିଲ୍ଲା

ଭାରତୀୟ ମଜଦୂର ସଂଘ ନୂଆପଡ଼ା ଶାଖା ଦ୍ଵାରା ୭୦ ତମ ପ୍ରତିଷ୍ଠା ଦିବସ ପାଳିତ

23-Jul-2025



ନୂଆପଡ଼ା -(ରାମନାଥ ପଣ୍ଡା)
ନୂଆପଡ଼ା ଜିଲ୍ଲା ଖରୀଆର ସ୍ଥିତ ଅଗ୍ରସେନ ଭବନ ଠାରେ ଏସିଆର ସର୍ବବୃହତ ସଂଘ ଭାରତୀୟ ମଜଦୂର ସଂଘ ନୂଆପଡ଼ା ଜିଲ୍ଲା ସଭାପତି ପ୍ରଦୀପ କୁମାର ଦଣ୍ଡ ସେନାଙ୍କ ନେତୃତ୍ୱରେ ଆୟୋଜିତ ପ୍ରତିଷ୍ଠା ଦିବସ ପାଳନ ଅବସରରେ ବି ଏମ ଏସ ର ବରିଷ୍ଠ କାର୍ଯ୍ୟକର୍ତ୍ତା ମାନଭଞ୍ଜନ ବଘେଲ ସଭାପତିତ୍ବ କରିଥିବାବେଳେ ଅବସରପ୍ରାପ୍ତ ଜିଲ୍ଲା କୃଷି ଅଧିକାରୀ ତଥା ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘର ବରିଷ୍ଠ କାର୍ଯ୍ୟକର୍ତ୍ତା ପୁସ୍ତମ ସୁନାନି ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ରୂପେ ନୂଆପଡ଼ା ଜିଲ୍ଲା ସମ୍ପାଦକ ବାବୁଲାଲ ମାଝୀ,ଦୀର୍ଘ ବର୍ଷର ବି ଏମ ଏସ ଅର୍ଗାନାଇଯିଂ ସେକ୍ରେଟାରୀ କୁଞ୍ଜ ବିହାରୀ କଟା ମଞ୍ଚାସିନ ଥିଲେ ।ଜିଲ୍ଲା ସଭାପତି ପ୍ରଦୀପ କୁମାର ଦଣ୍ଡ ସେନା ମଞ୍ଚ ପରିଚାଳନା କରିଥିଲେ।ମୁଖ୍ୟ ଅତିଥି ନିଜ ଅଭିଭାଷଣରେ ଭାରତୀୟ ମଜଦୂର ସଂଘର ଇତିହାସ ପୃଷ୍ଠା ଓଲଟାଇବା ସହ ଏହି ସଂଘର ଉଦ୍ଦେଶ୍ୟ ଜ୍ଞାପନ କରି ଉପସ୍ଥିତ ସକ୍ରିୟ କାର୍ଯ୍ୟକର୍ତ୍ତାଙ୍କୁ ଉତ୍ସାହ ପ୍ରଦାନ କରି ସଂଘକୁ ଆହୁରି ବଡ଼ କରିବାକୁ ଅନୁରୋଧ କରିଥିଲେ ।ଜିଲ୍ଲା ସଭାପତି ଓ ଜିଲ୍ଲା ସମ୍ପାଦକ ପ୍ରକାଶ କଲେ ଯେ ବି ଏମ ସ୍ ରେ ଅନୁବନ୍ଧିତ  ହୋଇଥିବା ସମସ୍ତଙ୍କ ପାଇଁ ତାଙ୍କର ଅଧିକାର ତାଙ୍କୁ ଯୋଗାଇବାକୁ ବି ଏମ ଏସ ସବୁବେଳେ ଚେଷ୍ଟା କରିଛି ଏବଂ କରିବ ମଧ୍ୟ ।ଆସନ୍ତା ୨୭ ତାରିଖ ଦିନ ନୂଆପଡ଼ା ଜିଲ୍ଲା ସଦର ମହକୁମାରେ ଏକ ବଡ଼ ଧରଣର ସଭା କରିବାକୁ ସ୍ଥିରୀକୃତ ହୋଇସାରିଛି ତେଣୁ ଜିଲ୍ଲା ସଭାପତି ବହୁ ସଂଖ୍ୟାରେ ଯୋଗଦାନ କରିବାକୁ ଅନୁରୋଧ କଲେ ।

ଆଜିର ଏହି କାର୍ଯ୍ୟକ୍ରମରେ ଆଲୋକ ବାଗ,ସଞ୍ଜୟ ନାୟକ,ବୈଷ୍ଣବ  ଜଗତ,ଆକାଶ କଟା, ପିଣ୍ଟୁ ହଂସ,ମିନତି ପଣ୍ଡା,ମମତା ଖମାରୀ,ସୁନିତା ସିଂ ଦେଓ, ପ୍ରମୋଦିନି ପୁଞ୍ଜି,ରେଶ୍ମା ବାନୋ,ଅଞ୍ଜୁଲତା ବାଗ,ସରିତା କୈବର୍ତ୍ତ,ସରୋଜ ଶବର,ଉପେନ୍ଦ୍ର ଠେଲା,ବିନୟ କୁମାର ରାଉତ,ମାନସାଏ ମାଝୀ,ଲଳିତ ବେହେରା,ଖଗେଶ୍ୱର ପରାଭୋଇ ସକ୍ରିୟ ଅଂଶ ଗ୍ରହଣ କରି ସହଯୋଗ କରିଥିଲେ ।ଅର୍ଗନାଇଜିଂ ସେକ୍ରେଟାରୀ କୁଞ୍ଜ ବିହାରୀ କଟା ନିଜର ସୁନ୍ଦର ଶବ୍ଦ ସଂଯୋଜନା ମାଧ୍ୟମରେ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like