-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ଜିଲ୍ଲା

ମାତ୍ରୁପୁରୀରେ ବିଜ୍ଞାନ ପ୍ରଦର୍ଶନୀ: ୩୩୬ ଟି ପ୍ରକଳ୍ପ ପ୍ରଦର୍ଶିତ

23-Jul-2025



ରେଙ୍ଗାଲି କ୍ୟାମ୍ପ(ଆକାଶ ମିଶ୍ର): ଅତାବିରା ଏନ୍ଏ ସି ଲାଦରପାଲି ସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର, ମାତୃପୁରୀ  ଠାରେ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି।  ଆଜିର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସମ୍ବଲପୁର ସ୍ଥିତ ନିଉଟନ୍ କଲେଜର ଅଧ୍ୟକ୍ଷ ଡ଼.ତେଜରାଜ ପାତ୍ର ଯୋଗଦେଇ ଏହାକୁ ଉଦ୍ଘାଟନ କରିଥିଲେ। ବିଜ୍ଞାନ ବିଭାଗୀୟ ମୁଖ୍ୟ ରତନ୍ ଦୀପ ଓ ସୁଦୀପ୍ କୁମାର ସାହୁଙ୍କ ପରିଚାଳନାରେ ଅନୁଷ୍ଠିତ ଉଦ୍ଘାଟନୀ

ସମାରୋହରେ  ସ୍କୁଲ ପରିଚାଳନା କମିଟିର ସଭାପତି  ଶେଷଦେବ ନାଏକ, ସ୍କୁଲ ଅଧ୍ୟକ୍ଷ ବବ୍ରୁବାହାନ ମିଶ୍ର, ଉପସଭାପତି  ଅରୁଣ ହୋତା , ସମ୍ପାଦକ  କୃଷ୍ଣଚନ୍ଦ୍ର ପ୍ରଧାନ,କୋଷାଧ୍ୟକ୍ଷ  ଜୟ ପ୍ରକାଶ ଅଗ୍ରୱାଲ ,  ଅମିତ୍ କୁମାର ମିଶ୍ର, ଶରତ କୁମାର ପ୍ରଧାନ , ବିନୋଦ ପ୍ରଧାନ, ଭରତ ଚୌହାନ , ସୁସ୍ମିତା ମିଶ୍ର, ଯତୀନ୍ଦ୍ର ପ୍ରଧାନ,  ସରୋଜ କୁମାର ରଥ, ସୁନୀଲ ଖମାରି,  ଗଜିନ୍ଦ୍ର ବାଗ,  ସରିତା ପ୍ରଧାନ , ଜୟଶ୍ରୀ ନନ୍ଦ ପ୍ରମୁଖ ଯୋଗ ଦେଇଥିଲେ ।ଏଥିରେ ସବ ଜୁନିଅର ବିଭାଗ ରେ ୭୯ ଟି,ଜୁନିଅର ବିଭାଗ ରେ ୧୧୩ଟି,ସିନିୟର୍ ବିଭାଗ ରେ ୧୪୪ଟି ପ୍ରକଳ୍ପ ସ୍ଥାନ ପାଇଥିଲା। କାର୍ଯକ୍ରମରେ ବିଚାରକ ଭାବରେ କଳାପାଣି ଓ ସୋହେଲା, ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରୁ  ଯଥାକ୍ରମେ  ଇନ୍ଦ୍ରଜିତ ସାହୁ ଓ  ଖିରୋଦ୍ର ଭୋଇ ,ଲାଦରପାଲି ଉଚ୍ଚ ବିଦ୍ୟାଳୟର ବର୍ଷାରାନୀ ଦାଶ, ଅତାବିରା  ବାଳିକା ଉଚ୍ଚ ବିଦ୍ୟାଳୟର  ଇଲା ବୁଡେକ୍ ତଥା ମାତୃପୁରୀର ରାମଚଂଦ୍ର ପ୍ରଧାନ,ଯୁଗଳ ସାହୁ,ମୋନାଲିସା ବିଶ୍ଵାଳ ,ଆଦିତ୍ୟ କୁମାର ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ପରିଚାଳନା ରେ ଶ୍ରୀ ଟିକେଲାଲ ଚାନ୍ଦ୍ ,ମାନସ ଦାନୀ, ମାନସ ଭୋଇ ,  ଝସକେତନ୍ ସାହୁ, ଶିଖା ଭୋଇ , ଏକାଦଶିଆ ସାହୁ,ଦୁର୍ବାଦଳ ସାହୁ,ଶାନ୍ତନୁ ଦାଶ, ହରିବୋଲ

ଅଦାବର୍,ମିନତୀ ଦାଶ,ଗିରିଜା ସାହୁ,ଜୟଶ୍ରୀ ପ୍ରଧାନ,ପୂଜା ପଟେଲ, ହେମାନନ୍ଦ ଭୋଇ ତଥା ଅନୁଷ୍ଠାନର ସମସ୍ତ ଭାଇଅପା ସକ୍ରିୟ ସହଯୋଗ କରିଥିଲେ। ଏହି ଅବସରରେ  କଳାପାଣି ,ପାହାଡଶ୍ରୀଗିଡା,ଲରମ୍ଭା ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର  ତଥା ସିଦ୍ଧି ବିନାୟକ ସ୍କୁଲରୁ ବହୁ ସଂଖ୍ୟକ ଛାତ୍ରଛାତ୍ରୀ ମାନେ ଓ ଆଖପାଖ ଅଞ୍ଚଳରୁ ବହୁ ବୁଦ୍ଧିଜୀବୀ ଯୋଗ ଦେଇ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like