-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ରାଜ୍ୟ

ନାରୀ ନ୍ୟାୟ ପାଇଁ ଲଢ଼ିବ ନାରୀ ନ୍ୟାୟ ବାହିନୀ, ଆଉ ବାରମ୍ବାର ନାରୀ ଅତ୍ୟାଚାର ହେବନି

23-Jul-2025



ଉନ୍ମୋଚିତ ହେଲା ନାରୀ ନ୍ୟାୟ ବାହିନୀ ଆପ

ଭୁବନେଶ୍ୱର(ପ୍ରେରଣା ଖବର): ନାରୀ ନ୍ୟାୟ ପାଇଁ ଲଢ଼ିବ ନାରୀ ନ୍ୟାୟ ବାହିନୀ। ଆଉ ବାରମ୍ବାର ନାରୀ ଅତ୍ୟାଚାର ହେବନି।ନାରୀ ନ୍ୟାୟ ପାଇଁ ଜନ ସାଧାରଣଙ୍କ ଭିତରେ ସଚେତନତା ସୃଷ୍ଟି କରାଯିବ। ନାରୀ ନ୍ୟାୟ ସ୍ୱତଃ ଓଡ଼ିଶାରେ ଜାଗି ଉଠୁ। ସମାଜରେ  ନାରୀ ଆଉ ଶୋଷିତ ହେବନି। ଭଗବାନ ରାମଙ୍କୁ ମାଆ ସୀତାଙ୍କୁ ନ୍ୟାୟ ଦେବା ପାଇଁ ଚଉଦ ବର୍ଷ କଷ୍ଟ କରିବାକୁ ପଡିଥିଲା।ସେହିପରି ଦ୍ରୌପଦୀଙ୍କୁ ନ୍ୟାୟ ଦେବା ପାଇଁ ଶ୍ରୀକୃଷ୍ଣ ଆଗେଇଆସିଥିଲେ । ରାଜ୍ୟ କଂଗ୍ରେସର ସମସ୍ତ ଶକ୍ତି ନାରୀ ନ୍ୟାୟ ପାଇଁ ସମର୍ପିତ ବୋଲି ପିସିସି ସଭାପତି ଭକ୍ତଚରଣ ଦାସ କହିଛନ୍ତି।

ବୁଧବାର ନାରୀ ନ୍ୟାୟ ବାହିନୀ ଆପ ଉନ୍ମୋଚନ ଅବସରରେ ଭକ୍ତ କହିଛନ୍ତି, ଯୁଗ ଯୁଗରେ ନାରୀ ପ୍ରତି ଅତ୍ୟାଚାର ହୋଇ ଆସିଛି। ୟା ପୂର୍ବରୁ ବି ହେଉଥିଲା। ଏବେବି ବିଭିନ୍ନ ସ୍କୁଲ, କଲେଜରେ, ରାସ୍ତା, ଘାଟରେ ନାରୀ ପ୍ରତି ଅନ୍ୟାୟ ହେଉଛି। ଗତକାଲି ରାତିରେ, ଯେଉଁଠି ମନ୍ତ୍ରୀ ରହୁଛନ୍ତି ପିଏମଜି ଛକରେ ଜଣେ ନାରୀଙ୍କୁ ଦୁର୍ବୃତ୍ତ ଟାଣି ନେଲେ।ରାଜ୍ୟରେ ମହିଳା ଏବେ ସୁରକ୍ଷିତ ନୁହନ୍ତି। ରାହୁଲ ଗାନ୍ଧୀ, ଖଡ଼ଗେ ଓଡିଶା ଆସିଲେ। ନାରୀ ନ୍ୟାୟ ଦେବା ପାଇଁ ଆହ୍ୱାନ ଦେଲେ। ଏବେ ନାରୀ ନ୍ୟାୟ ପାଇଁ ଜନ ସାଧାରଣଙ୍କ ଭିତରେ ଆଲୋଡନ ସୃଷ୍ଟି ହୋଇଛି। କଂଗ୍ରେସ ଏଥିରେ ସାମିଲ ହେବ। ନାରୀ ନ୍ୟାୟକୁ ନେଇ କଂଗ୍ରେସ ରାଜନୀତି କରିବ ନାହିଁ ବୋଲି ପିସିସି ସଭାପତି ଭକ୍ତ କହିଥିଲେ।
  ଏହି ଅବସରରେ ସମାଜସେବୀ ରଂଯୁକ୍ତା କୁମାରୀ ବେହେରା ନାରୀ ନ୍ୟାୟ ଆପ ଉଦଘାଟନ କରି କହିଥିଲେ, ଏବେବି ବହୁ ନାରୀଙ୍କ ନିର୍ଯାତନା ମାମଲା ଲୋକଲୋଚନକୁ ଆସି ପାରୁନି। ଆମେ ବ୍ଲକ ସ୍ତରରେ ସଚେତନ କାର୍ଯ୍ୟକ୍ରମ କରିବୁ। ସେମାନେ କେମିତି ବାହାରକୁ ଆସିବେ, ଏବଂ କହିବେ ତାହା ଚେଷ୍ଟା କରିବୁ ବୋଲି ରଞ୍ଜିତା  କହିଛନ୍ତି। ନାରୀ ନ୍ୟାୟ ବାହିନୀ ଆବାହକ ତଥା ସଂଯୋଜିକା  ଗାୟତ୍ରୀ ବିଶ୍ଵାଳ କହିଥିଲେ, ସମାଜରେ ଏବେକାର ବ୍ୟବସ୍ଥାରେ ବହୁ ନାରୀ ହିଂସାର ଶିକାର ହେଉଛନ୍ତି। ଦୁଷ୍କର୍ମ, ଗଣ ଦୁଷ୍କର୍ମ ବଢ଼ି ଚାଲିଛି। ବହୁ ସମୟରେ ନାରୀଟିଏ ଅତ୍ୟାଚାର ହେବା ପରେ କେଉଁଠି ଅଭିଯୋଗ କରିବେ, ତାହା ଜାଣି ପାରୁନାହାନ୍ତି। ତେଣୁ ଗାଁକୁ ଯିବ ନାରୀ ନ୍ୟାୟ ବାହିନୀ। ଲୋକଙ୍କୁ ସଚେତନ କରିବ। ଓଡିଶାର ନାରୀମାନେ କିଭଳି ନ୍ୟାୟ ପାଇବେ, ସେ ନେଇ ଚେଷ୍ଟା ଜାରି ରହିବ ବୋଲି ସେ କହିଛନ୍ତି।ଆଇନଜୀବୀ

ସୂର୍ଯ୍ୟସ୍ମିତା ପଣ୍ଡା କହିଲେ, ନାରୀଙ୍କୁ ସଶକ୍ତିକରଣ କରିବା ପାଇଁ ପୁରୁଷ ମନରେ ଚିନ୍ତାର ପରିବର୍ତ୍ତନ ଆବଶ୍ୟକ। ପୁରୁଷମାନେ ଆଗକୁ ଆଗେଇ ଆସିଲେ ନାରୀକୁ ନ୍ୟାୟ ନିଶ୍ଚୟ ମିଳିବ ବୋଲି ସୂର୍ଯ୍ୟସ୍ମିତା କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ସମାଜସେବୀ ଶେଫାଳି ଶର୍ମା, ସୃଷ୍ଟି ସୋମେନ୍, ନିବେଦିତା ପଟ୍ଟନାୟକ ପ୍ରମୁଖ ନାରୀ ନ୍ୟାୟ ପାଇଁ  ଆଗ ଭଲରେ ଚେଷ୍ଟା କରିବୁ, ନ୍ୟାୟ ନ ମିଳିଲେ ଆନ୍ଦୋଳନ କରିବୁ ବୋଲି ସେମାନେ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like