-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||     

HOME   ଜିଲ୍ଲା

କୋଟିଆ ଠାରେ ମେଗା ସ୍ବାସ୍ଥ୍ୟ ଶିବିର

23-Jul-2025



କୋରାପୁଟ ଜିଲାପାଳ ଭି.କୀର୍ତ୍ତି ୱାସନଙ୍କ ନିର୍ଦେଶକ୍ରମେ ପଟାଙ୍ଗି ବ୍ଲକ କୋଟିଆ ପଞ୍ଚାୟତ ଆନ୍ଧ୍ର ସୀମାନ୍ତ ନେରେଡିୱାଲସା ପ୍ରାଥମିକ ବିଦ୍ୟାଳୟରେ ଆଜି ଏକ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି ।  ଏଥିରେ  ବିଭିନ୍ନ ଗ୍ରାମପୁଞ୍ଜରୁ ୨୮୬ ଜଣ ହିତାଧିକାରୀ ଯୋଗ ଦେଇଥିଲେ। ୩୫ଜଣ ସ୍ତ୍ରୀ ଓ ପ୍ରସୂତି, ୯୨ ଜଣ ଶିଶୁ, ୮୭ ଚକ୍ଷୁ ରୋଗୀ ଓ ୭୨ ଜଣ ଅନ୍ୟ ସାଧାରଣ ରୋଗୀ ଯୋଗ ଦେଇଥିଲେ । ୧୯୪ ଜଣଙ୍କର ରକ୍ତଚାପ, ରକ୍ତଶର୍କରା ଆଦି ଅଣ ସଂକ୍ରାମକ ରୋଗ ପରୀକ୍ଷା ଓ ପରାମର୍ଶ ଦିଆଯାଇଥିଲା । ସେହିପରି ୧୧୨ଜଣଙ୍କ ମେଲେରିଆ ପରୀକ୍ଷା, ଦୃଷ୍ଟିଦୋଷ ଥିବା ୩୧ ଜଣଙ୍କୁ ମାଗଣା ଚଷମା ବଣ୍ଟନ ସହିତ ରୋଗୀଙ୍କୁ ମାଗଣା ଔଷଧ ବଣ୍ଟନ କରାଯାଇଥିଲା । ଗୋଷ୍ଠୀ ଉନ୍ନୟନ ଅଧିକାରୀ

ରାମକୃଷ୍ଣ ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଅନୁଷ୍ଠିତ ଶିବିରରେ ପଟ୍ଟାଙ୍ଗି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ଼ା.ଭାଗବତ ମୁର୍ମୁ, ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ଡ଼ା.ସନ୍ତୋଷ କୁମାର ପଣ୍ଡା, ଶିଶୁରୋଗ ବିଶେଷଜ୍ଞ ଡ଼ା.ଶମ୍ଭୁ ଶଙ୍କର ପାତ୍ର, କୋଟିଆ ସ୍ବାସ୍ଥ୍ୟ କେନ୍ଦ୍ରର ଡ଼ାକ୍ତର ବିରେଶ କୁମାର ମହାପାତ୍ର, ଡ଼ା.ଦୁର୍ଗା ମାଧବ ପଣ୍ଡା ଓ ଚକ୍ଷୁ ଚିକିତ୍ସା ଅଧିକାରୀ ବିଜୟ କୁମାର ଆଚାର୍ଯ୍ୟ ଯୋଗ ଦେଇ ଚିକିତ୍ସା କରିଥିଲେ । ପଟ୍ଟାଙ୍ଗି ପଞ୍ଚାୟତ ସମିତି ପକ୍ଷରୁ ଏବିଡିଓ ବେଦାନ୍ତ କୁମାର ମାଝୀ, ଏଇଇ ବିଶ୍ୱନାଥ ମାଦାନି, ବିଏସଏସଓ ସୁଧିର କୁମାର ଦାଶ, ଏପିଓ ସୌମେନ୍ଦ୍ର ନାୟକ, କନିଷ୍ଠ ଯନ୍ତ୍ରୀ ଅଜୟ ରାମ ତରାଇ ଓ ପିଇଓ କଣ୍ଡା ଗୋଲାରୀ ପ୍ରମୁଖ ଉପସ୍ଥିତ ରହି ଶିବିରକୁ ପରିଚାଳନା କରିଥିଲେ । ସେହିପରି ପଟ୍ଟାଙ୍ଗି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ବିପିଏମ ରଶ୍ମିତା ସ୍ୱାନ, ପିଏଚଇଓ ଆରତୀ ଗୁଡିଆ ଓ ସୁପରଭାଇଜର ସୁବ୍ରତ ଶର୍ମାଙ୍କ ସହିତ କର୍ମଚାରୀ ଓ ଅଧିକାରୀମାନେ ଉପସ୍ଥିତ ରହି ସ୍ବାସ୍ଥ୍ୟ ଶିବିର ପରିଚାଳନାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026

You Might Also Like