-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||     

HOME   ରାଜ୍ୟ

କନ୍ଧମାଳ ଓଏଲ ଏମର ସିଆରପି ସିଏମ  ପକ୍ଷରୁ ଉପମୁଖ୍ୟମନ୍ତ୍ରୀଙ୍କୁ ୪ଦଫା ଦାବୀପତ୍ର ପ୍ରଦାନ

23-Jul-2025



କନ୍ଧମାଳ: ଓଡିଶା ଜୀବିକା ମିଶନରେ କାର୍ଯ୍ୟ ରତ ସିଆରପି-ସିଏମ ମାନଙ୍କୁ ସରକାର ମାସିକ ପାରିଶ୍ରମିକ ବଦଳରେ କାର୍ଯ୍ୟ ୱାରି ଇନସେନଟିଭ ପ୍ରଦାନକୁ ନେଇଥିବା ନିଷ୍ପତ୍ତିକୁ ବିରୋଧ କରି କନ୍ଧମାଳ ଜିଲ୍ଲା ସିଆରପି ମାନଙ୍କ ପକ୍ଷରୁ  ଚାରିଦଫା  ଦାବୀ ସମ୍ବଳିତ  ଏକ ସ୍ମାରକପତ୍ର କନ୍ଧମାଳ ଅତିରିକ୍ତ ଜିଲାପାଳ ରମେଶ ଜେନାଙ୍କ ଜରିଆରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡାଙ୍କ ଉଦେଶ୍ୟରେ ପ୍ରଦାନ କରାଯାଇଛି। ଗତ ମାର୍ଚ୍ଚ ମାସ ପର୍ଯ୍ୟନ୍ତ ମାସିକ ୬ହଜାର ଏକ ଶହ ଟଙ୍କା ହାରରେ  ବେତନ ସରକାର ଦେଇଥିବାରୁ ଧନ୍ୟବାଦ ଜଣାଇଥିଲେ। କିନ୍ତୁ ତା ପରଠାରୁ  ୪ମାସ ହେଲା ଦରମା  ପ୍ରଦାନ କରାଯାଇନାହିଁ। ପୁନଃ  ମାସିକ ଦରମା ନ ଦେଇ କାମୱାରୀ ଇନସେନଟିଭ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଯାହା ଫଳରେ ୬୧୦୦ଟଙ୍କା ଦରମା ସ୍ଥାନରେ ଇନସେନଟିଭ ଆକାରରେ ମାତ୍ର ୧୫୦୦ରୁ ୨୦୦୦ଟଙ୍କା ମିଳିବ। ସମସ୍ତ କର୍ମଚାରୀଙ୍କର ଦରମା ଓ ପାରିଶ୍ରମିକ ବଢୁଥିବା ବେଳେ ହୁ ହୁ ଦରବୃଦ୍ଧି ଯୁଗରେ ସିଆରପି ମାନଙ୍କୁ କମ ପାରିଶ୍ରମିକ  ଦେବା ଦୁର୍ଭାଗ୍ୟ ଜନକ।ଏହା ବ୍ୟତୀତ ଅନ ଲାଇନ କାମ ପାଇଁ ଗୋଟିଏ ଟାବଲଏଡ ଯୋଗାଇ ଦେବା,ଗ୍ରାମ ପଞ୍ଚାୟତ ସ୍ତରୀୟ ସଂଘ ବଦଳରେ ବ୍ଲକ ଜୀବିକା ମିଶନରୁ ସିଧାସଳଖ ଦରମା ଦେବା ଏବଂ ମାସିକ ଦରମା ୬୧୦୦ରୁ ୧୦ହଜାରକୁ ସର୍ବନିମ୍ନ ବୃଦ୍ଧି କରିବାକୁ ଦାବୀପତ୍ରରେ ଉଲ୍ଲେଖ ରହିଛି। ରାଜ୍ୟ ସରକାର ଏ ସଂକ୍ରାନ୍ତରେ ସହୃଦୟତାର ସହ ହସ୍ତକ୍ଷେପ କରି ଦାବୀ ପୁରଣ କରିବାକୁ ଜିଲା ସଂଘ ପକ୍ଷରୁ ଅନୁରୋଧ କରାଯାଇଛି। ଏହି ଅବସରରେ ଜିଲା ସଭାପତି ଗୀତାଞଳୀ କହଁରଙ୍କ ସହ ସଂମ୍ପାଦିକା ସୁସ୍ମିତା ନାୟକ , ଗିତାରାଣୀ କହଁର, ରେଣୁକା ମିଶ୍ର,ମିନତି କହଁର,ସରିତା ପ୍ରଧାନ,କୁନି ଦିଗାଲ,ମଦନାବତୀ ପ୍ରଧାନ ,ମମତା ମଲିକ ,ଜିନା ଦିଗାଲ, ଜସମିତା ଦିଗାଲ, ସବିତା ପ୍ରଧାନ,ସୁଲୋଚନା ପ୍ରମୁଖ ଅତିରିକ୍ତ ଜିଲ୍ଲାପାଳଙ୍କୁ ସେମାନଙ୍କ ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026

You Might Also Like