-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||     

HOME   ଜିଲ୍ଲା

ଭଳିନୂଆଗାଁ ଠୀରୁ ବାଙ୍କସାହି ମୁଖ୍ୟମନ୍ତ୍ରୀ ସଡକ ଯୋଜନା ବିଫଳ

23-Jul-2025



ବରୀ(ରଞ୍ଜିତ ମହାନ୍ତିଙ୍କ ରିପୋର୍ଟ): ବରୀ ବ୍ଲକ ଅଧିନ କିମ୍ଭିରିଆପାଳ ପଞ୍ଚାୟତର ଭଳିନୂଆଗାଁ  ଠାରୁ  ଭାୟା ସବରସାହି ଦେଇ ବାଙ୍କସାହି  ପର୍ଯ୍ୟନ୍ତ  ରାସ୍ତା କୁ  ମୁଖ୍ୟମନ୍ତ୍ରୀ ସଡକ ଯୋଜନା ରେ  ଅନ୍ତର୍ଭୁକ୍ତ କରାଯାଇଛି । ଏହା ମାତ୍ର ତିନି କି,ମି, ହେବ ବୋଲି ଜଣାପଡିଛି।ଗତ ୧୨/୨/୨୦୨୪  ରୁ ଭିତ୍ତିପ୍ରସ୍ତର ସ୍ଥାପନ  କରାଯାଇଛି। ଏହି ରାସ୍ତା ମରାମତି ଉନ୍ନତିକରଣ କାର୍ଯ୍ୟ ପାଇଁ ୪ କୋଟି ରୁ ଉର୍ଦ୍ଧ ଟଙ୍କା ବ୍ୟୟ ଅଟକଳ ରେ ଠିକାଦାର ଜରିଆରେ କାମ ଆରମ୍ଭ ହୋଇଛି।  ଏଠାରେ ପ୍ରଶ୍ନ ଉଠିଛି  ଜେ  ମୁଖ୍ୟମନ୍ତ୍ରୀ ସଡକ ଯୋଜନା ବିଫଳ  ହେବାକୁ ଯାଉଛି।ଠିକାଦାର ବୋହୁ ବିଳମ୍ବ ରେ କାମ ଆରମ୍ଭ କରିଥିଲା ବେଳେ  ଧାର୍ଯ୍ଯ  ତାରିଖ ସୁଧା କାମ ସମ୍ପୂର୍ଣ୍ଣ କରିପାରିବ ନାହିଁ ବୋଲି ଅଭିଯୋଗ ହୋଇଛି। କୌଣସି ସ୍ଥାନ ରେ ସୂଚନା ଫଳକ  ନାହିଁ।ଏନେଇ ସାଧାରଣ ରେ ତୀବ୍ର ନିନ୍ଦା ପ୍ରକାଶ ପାଇଛି। ଏହି ରାସ୍ତା ଟି  ଆରଡି ବିଭାଗ ଅଧିନରେ ରହିଛି।କୌଣସି ଦିନ ବିଭାଗୀୟ ଯନ୍ତ୍ରୀ  କାମ ଦେଖିବାକୁ ଆସୁନାହାଁନ୍ତି। ଠିକାଦାର ମନମୂଖୀ କାର୍ଯ୍ୟ କରୁଛି। କାମ ଅତି ନିମ୍ନମାନର ହେଉଥିବା ବେଳେ  ସକାଳେ ନିର୍ମାଣ ରାସ୍ତା  ସନ୍ଧ୍ୟାରେ  ଭାଙ୍ଗି ଯାଉଛି। ଯନ୍ତ୍ରୀ ଠିକାଦାର  ମିଳିମିଶି  ସରକାରୀ ଅର୍ଥ କୁ ଲୁଟ କରିବା ଆରମ୍ଭ କରିଛନ୍ତି ବୋଲି ଗ୍ରାମବାସୀଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ବରୀ ବରୁହାଁ ଏମଡି ଆର ୧୪ ରାସ୍ତାକୁ  ସଂଯୋଗ କରୁଥିବା ରାସ୍ତା ରେ  ଏକ ପୋଲ ନିର୍ମାଣ ହେବ।ଏହି ସ୍ଥାନ ରେ ଠିକାଦାର  ରାସ୍ତା କୁ ଖୋଲି  ଦେଇ  ନୀରବ ରେ ବସି ରହିଛି।ଏବେ ବର୍ଷା ଦିନ ଆସିଛି। ଲୋକେ ନାହିଁ ନଥିବା  ଅସୁବିଧା ର ସମ୍ମୁଖୀନ ହେଉଛନ୍ତି। ଏନେଇ ବିଭାଗୀୟ  କତୃପକ୍ଷ   ଙ୍କ ନିକଟରେ ଅଭିଯୋଗ ହୋଇଛି  କିଛି ଫଳ ମିଳିନାହିଁ ବୋଲି ଅଭିଯୋଗ ହୋଇଛି। ଇତି ମଧ୍ୟରେ ରାଜ୍ଯ ରେ ସରକାର ବଦଳି ଯାଇଛି।କୌଣସି ନୂତନ ପଦକ୍ଷେପମାନ  ନିଆ ଯାଉନାହିଁ। ଲୋକଙ୍କ ସରକାର ବୋଲି ଦାବି କରୁଥିବା  ନୂତନ ସରକାର  ଏହି ରାସ୍ତା ପ୍ରତି ଧ୍ୟାନ ଦେବାକୁ ଦାବି ଉଠିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026

You Might Also Like