-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ରାଜ୍ୟ

ଭାରତୀୟ ଜନତାପାର୍ଟି ଯୁବମୋର୍ଚ୍ଚା ଓଡ଼ିଶା ଶାଖା ସଭାପତି ଅଭିଳାଶ ପଣ୍ଡାଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ଏଫ୍ ଆଇ ଆର୍

24-Jul-2025



ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ନେତୃବର୍ଗ କ୍ୟାପିଟାଲ ଥାନାରେ ଏଫଆଇଆର ଦେଲେ 

ଭୁବନେଶ୍ବର(ପ୍ରେରଣା ଖବର): ଭୁବନେଶ୍ଵର ଜିଲ୍ଲା କଂଗ୍ରେସ ସଂଯୋଜକ ଶ୍ରୀ ବିଶ୍ୱଜିତ ଦାଶଙ୍କ ସହିତ ଜିଲ୍ଲାର ବହୁ ବରିଷ୍ଠ କଂଗ୍ରେସ ନେତୃବୃନ୍ଦ ଆଜି ଭୁବନେଶ୍ୱରର କ୍ୟାପିଟାଲ ପୋଲିସ ଷ୍ଟେସନରେ ଭାରତୀୟ ଜନତାପାର୍ଟିର ଯୁବମୋର୍ଚ୍ଚା ଓଡିଶା ଶାଖା ସଭାପତି ଅଭିଳାଶ ପଣ୍ଡାଙ୍କ ବିରୋଧରେ ଏଫଆଇଆର ଦେଲେ । ପ୍ରକାଶଥାଉକି ଗତ ଜୁଲାଇ ୨୧ ତାରିଖ ଦିନ ବିଜେପି କାର୍ଯ୍ୟାଳୟ ଠାରେ ତାଙ୍କର ଅନ୍ୟକିଛି ସହକର୍ମୀଙ୍କ ସହିତ ଏକ ସାମ୍ବାଦିକ ସମ୍ମିଳନୀରେ ଭାରତବର୍ଷର ବିରୋଧ ଦଳ ନେତା ତଥା ପୂର୍ବତନ ଜାତୀୟ କଂଗ୍ରେସ ଦଳର ସଭାପତି ରାହୁଲ ଗାନ୍ଧୀଙ୍କ ବିରୋଧରେ ଅତ୍ୟନ୍ତ ଅଶିଳ ମନ୍ତବ୍ୟ ପ୍ରଦାନ କରିବା ସହିତ ରାହୁଲ ଗାନ୍ଧୀଙ୍କର ଚରିତ୍ର ସଂହାର କରିଛନ୍ତି। ଏପରିକି ସମସ୍ତ କଂଗ୍ରେସ ଦଳର ନେତୃବର୍ଗ ଜଣେ ଜଣେ ବଳାତ୍କାରୀ ବୋଲି ଗଣମାଧ୍ଯମ ସମ୍ମୁଖରେ କହିବାକୁ କୁଣ୍ଠାବୋଧ କରିନଥିଲେ । ଏହା ପ୍ରତ୍ୟେକ କଂଗ୍ରେସ କର୍ମୀଙ୍କ ଘୋର ଆଘାତ ଦେବା ସହିତ ତାଙ୍କପ୍ରତି ଯେଉଁ ଆପତିଜନକ ମନ୍ତବ୍ୟ ଶ୍ରୀ ପଣ୍ଡା ଦେଇଛନ୍ତି ତାହା ଭାରତୀୟ ନ୍ୟାୟ ସଂହିତାର ବିଭିନ୍ନ ଧାରା ଅନୁସାରେ ତାଙ୍କ ବିରୋଧରେ ତ୍ବରିତ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲା କଂଗ୍ରେସ ନେତୃବର୍ଗ ଥାନାର ବରିଷ୍ଠ ଅଧିକାରୀ ତଥା ଜୋନର ଏସିପିଙ୍କ ଠାରେ ଦାବି କରିଛନ୍ତି । ଥାନାର ବରିଷ୍ଠ ଅଧୂକାରୀ ଏହାକୁ ଏଫଆଇର ରୂପେ ଗ୍ରହଣ କରିବା ସହିତ ତାର ଏକକିତା ନକଲ ମଧ୍ଯ ପ୍ରଦାନ କରିଛନ୍ତି । ଶ୍ରୀ ଦାଶ କହିଛନ୍ତି ଯଦି ଶ୍ରୀ ପଣ୍ଡାଙ୍କୁ ତୁରନ୍ତ ଗିରଫ କରାଯିବ ନାହିଁ ତାହାଲେ କଂଗ୍ରେସ ଆଇନଗତ ଲଢ଼େଇ ଲଢ଼ିବା ସହିତ ପୋଲିସ ବିଭାଗର ପାତର ଅନ୍ତର ବିରୋଧରେ ମଧ୍ୟ ଲଢ଼େଇ କରାଯିବ। ଏହି ପ୍ରତିନିଧୂ ମଣ୍ଡଳୀରେ ସୁବ୍ରତ ମହାପାତ୍ର, ରଜନୀ ମହାନ୍ତି, ପ୍ରଶାନ୍ତ ଚମ୍ପତ୍ତି, ମୋହନ ଜେନା, ଦେବାଶିଷ ମହାପାତ୍ର, ଶ୍ରୀୟା ମହାନ୍ତି, ପ୍ରଶନ୍ନ ନାୟକ, ପ୍ରାଚୀ ରାଉତରାୟ, ଶ୍ରୀୟାସ୍ମିତା ପଣ୍ଡା, ମଣ୍ଡୁ ମଲ୍ଲିକ, ସୌମେନ୍ଦ୍ର ମହାନ୍ତି, ସଂକୁନା କହଁର, ଶିଶିର ରାଉତରାୟ, ଜ୍ୟୋତି ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like