-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀର ଠାରେ ପ୍ରେରଣା ଉତ୍ସବ

24-Jul-2025



ବଲାଙ୍ଗୀର (ଦେବାଶିଷ ବହିଦାର): ଛାତ୍ରଛାତ୍ରୀମାନେ ଶୃଙ୍ଖଳିତ ଜୀବନ ସହ ଭଲ ପାଠ ପଢିବା ଉଚିତ୍ ଓ ସଚେତନ ନାଗରିକ ହୋଇ ସମାଜ ଗଠନରେ ଭାଗୀଦାର ହୁଅନ୍ତୁ ବୋଲି ବକ୍ତାମାନେ ମତବ୍ୟକ୍ତ କରିଛନ୍ତି | ଆଜି ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ,ବଲାଙ୍ଗିର ଠାରେ +୨  ଓ +3 ଛାତ୍ର ଛାତ୍ରୀଙ୍କୁ ନେଇ ଏକ ପ୍ରେରଣା ଉତ୍ସବ ଅନୁଷ୍ଠତ ହୋଇଥିଲା | ନବାଗତ ଛାତ୍ର ଛାତ୍ରୀମାନଙ୍କୁ ଆଜି ମହାବିଦ୍ୟାଳୟରେ ଫୁଲ ଚନ୍ଦନ ଦେଇ ସ୍ବାଗତ କରାଯାଇଥିଲା | ଏଥିରେ ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟର କୁଳ ସଚିବ ହରପ୍ରସାଦ ଭୋଇ ଯୋଗ ଦେଇ ଛାତ୍ର ଛାତ୍ରୀମାନେ ଭଲ ପାଠ ପଢ଼ିବା ସହ ଉତ୍ତମ ଚରିତ୍ରର ମଣିଷ ହେବା, ବଡ଼ ମାନଙ୍କୁ ସମ୍ମାନ ଦେବା ଉଚିତ୍ ବୋଲି କହିଥିଲେ | ଡ଼. ଅଶୋକ କୁମାର ମହାରଣା, ପ୍ରାରମ୍ଭିକ ଅଭିଭାଷଣ ଦେଇଥିବା ବେଳା, ହୃଷୀକେଶ ଦାସ ସଭାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ | ଏଥିରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ନିଜ ନିଜ ପରିଚୟ ଦେବା ସହ ନିୟମିତ ଭଲ ପାଠ ପଢ଼ିବା ଓ ଉତ୍ତମ

ନାଗରିକ ହେବାକୁ ପରାମର୍ଶ ଦେଇଥିଲେ | ସମସ୍ତ ଅଧ୍ୟକ୍ଷ ଡ଼. କୌତୁକ ପନ୍ଦର ସଭାପତିତ୍ଵ  କରି ମହାବିଦ୍ୟାଳୟର ଇତିହାସ, ଶୈକ୍ଷିକ ପରିବେଶ ଓ ନିଜ ମହାବିଦ୍ୟାଳୟକୁ ଭଲ ପାଇବା ସହ ପରିଶ୍ରମୀ ଚାଟ ହେବାକୁ କହିଥିଲେ | ଅଧ୍ୟାପକ ଆଶୀର୍ବାଦ ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ଅଧ୍ୟାପକ ହୃଷିକେଶ ଦାସ ଧନ୍ୟବାଦ୍ ଦେଇଥିଲେ । ସହକାରୀ ପ୍ରଫେସର ବନ୍ଦନା ବାର୍ ,ଡ଼. ମଧୁସ୍ମିତା ମିଶ୍ର, ଡ଼. ରମଣୀ ନାଏକ ପ୍ରମୁଖ ଉପସ୍ଥିତ ରହି ସଦୂପଦେଶ ଦେଇଥିଲେ । ଅନ୍ୟାନ୍ୟ ଅଧ୍ୟାପକ ,ଅଧ୍ୟାପିକା ଓ ଅନ୍ୟ କର୍ମଚାରୀ ଯୋଗଦେଇଥିଲେ  |  ଛାତ୍ରୀମାନେ ସ୍ବାଗତ ସଙ୍ଗୀତ ଗାନ କରିଥିଲେ ।ଏଥିରେ ନବାଗତ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like